ସମ୍ବଲପୁର

ସୁପର ସ୍ପେଶାଲିଟି ଡାକ୍ତରଖାନାର ଉଦ୍‌ଘାଟନ କରିବେ ଶାହା

ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୨ଓ ୨୩ ତାରିଖ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ପ୍ରଥମ ଦିନ ମାର୍ଚ୍ଚ ୨୨ରେ ସମ୍ବଲପୁରରେ ଏକ…

2 years ago

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ…

2 years ago

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ ନାବାଳକ…

2 years ago

ହୋଲିରେ ରକ୍ତ ରଞ୍ଜିତ ହେଲା ସମ୍ବଲପୁର: ଯୁବକଙ୍କୁ ଛୁରି ଭୁସି ହତ୍ୟା

ସମ୍ବଲପୁର,୧୫।୩(ପ୍ରମୋଦ ବହିଦାର): ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି…

2 years ago

ଜଳୁଛି ପଶ୍ଚିମ ଓଡ଼ିଶା: ସମ୍ବଲପୁରରେ ତାତି ଛୁଇଁଲା ୪୨ ଡିଗ୍ରୀ

ଭୁବନେଶ୍ୱର,୧୫।୩: ରାଜ୍ୟରେ ଗତ କିଛିଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ବୁଧବାର, ଗୁରୁବାର, ଶୁକ୍ରବାର ଭଳି ଶନିବାର…

2 years ago

VSSUT ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ଜାରି କଲେ କର୍ତ୍ତୃପକ୍ଷ

ସମ୍ବଲପୁର,୧୪।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ପ୍ରିୟାଂଶୁ ପ୍ରକାଶ ବେହେରା(୧୯) ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ…

2 years ago

ହାତୀ ପାଇଁ ରାତି ଉଜାଗର

ସମ୍ବଲପୁର,୧୪।୩: ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ରହିଥିବା ବେଳେ ସମ୍ବଲପୁର ବନାଞ୍ଚଳ ଅଧୀନ ସୁନାତେନପାଲି ଗାଁରେ ଭୟର ବାତାବରଣ ଖେଳି ଯାଇଛି। ଗୁରୁବାର…

2 years ago

ହୀରାକୁଦ ଡ୍ୟାମରେ ଗାଧୋଇବା ବେଳେ ଭାସିଗଲେ VSSUT ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର

ସମ୍ବଲପୁରର,୧୩।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ସମୟରେ ବୁଡ଼ିଯାଇଛନ୍ତି।…

2 years ago

ଏଟିଏମ୍‌ ଲୁଟ୍‌ର ୨୪ଘଣ୍ଟା ଭିତରେ ଲୁଟେରା ଗିରଫ: ଚୋର କିଏ ଜାଣି ବ୍ୟାଙ୍କ ହେଲା ଆଶ୍ଚର୍ଯ୍ୟ

ସମ୍ବଲପୁର,୧୨ା୩(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଏଟିଏମ୍‌ ଲୁଟେରାଙ୍କୁ ଗିରଫ କରିଛି। ତାଙ୍କଠାରୁ ୧୯ ଲକ୍ଷ ୬୪ ହଜାର ୩୦୦ଟଙ୍କା, ଦୁଇଟି ମୋବାଇଲ ଫୋନ,…

2 years ago

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ ମଧ୍ୟରୁ…

2 years ago