ରେଢ଼ାଖୋଲ,୧୬ା୧୧(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ଜୋନ୍-୨ର ଜିଲାପରିଷଦ ସଭ୍ୟ ଶରତ କୁମାର ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଓ ଅମିନ କୁଳମଣି ନାଏକ ଦୁର୍ବ୍ୟବହାର କରି…
କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ ମୁନରେ…
ସମ୍ବଲପୁର,୧୫।୧୧(ଭବାନୀ ଶଙ୍କର ଭୋଇ)\:ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍ । କେସ୍, ମୋ ପାଇଁ କେସ୍ ଗୋଟେ ଉପହାର ସଦୃଶ ା ବିଜେଡି ସରକାର ମୋତେ…
ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ ନିବେଦନ…
ସମ୍ବଲପୁର,୧୦।୧୧(ପ୍ରମୋଦ ବହିଦାର): ନୂଆପଡ଼ା ଜଙ୍ଗଲରୁ ୨୦୨୩ ନଭେମ୍ବର ୫ତାରିଖରେ ଧରା ହୋଇଥିବା ମଣିଷଖିଆ କଲରାପତରିଆ ଅଣ୍ଡିରା ବାଘ(ରାଜା)କୁ ସମ୍ବଲପୁର ପ୍ରାଣୀ ଉଦ୍ୟାନ(ଡିଅର ପାର୍କ)ରେ ଥିବା ମାଈ କଲରାପତରିଆ(ରାଣୀ)…
ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି…
ସମ୍ବଲପୁର,୭ା୧୧(ପ୍ରମୋଦ ବହିଦାର): ଘରେ ଶୋଇଥିବାବେଳେ ନିଆଁ ଲାଗି ମା’-ଝିଅ ଜିଅନ୍ତା ଜଳିଯିବା ଘଟଣାରେ ସଦରଥାନା ପୋଲିସ ଗୁରବାର ବାପ ଓ ପୁଅଙ୍କୁ ଗିରଫ କରିଛି। ସେମାନେ ହେଲେ…
ସମ୍ବଲପୁର,୨୯।୧୦: ସମ୍ବଲପୁର ମାରଓ୍ବାଡି ବଜାରରେ ତୁଲଶ୍ୟାନ୍ ଜୁଏଲାରୀ ଦୋକାନରେ ମଙ୍ଗଳବାର ଜିଏସ୍ଟି ଚଢ଼ାଉ ହୋଇଛି। ଧନତେରସ ଚାଲିଥିବା ବେଳେ ଏବେ ସୁନା ଦୋକାନରେ ଭିଡ ଦେଖିବାକୁ ଲାଗୁଛି।…
ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍ ସେବା ବନ୍ଦ କରାଯାଇଛି। ମୋ’ ବସ୍ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍। କର୍ମଚାରୀଙ୍କ…
କୁଚିଣ୍ଡା,୨୩ା୧୦(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ଦଳିତ ନାବାଳିକାଙ୍କୁ ଅପହରଣ ପରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ରାଜନୈତିକ ଚାପରେ…