ସମ୍ବଲପୁର

ଅସରାଏ ବର୍ଷାରେ ଫ୍ଲାଏଓଭର ଉପରେ ଜମୁଛି ପାଣି

ସମ୍ବଲପୁର,୩୦ା୬(ବି.ଶଙ୍କର): ସମ୍ବଲପୁର ସହରରେ ଅତ୍ୟାଧୁନିକ ଫ୍ଲାଏଓଭର ଜନସାଧାରଣଙ୍କ ପାଇଁ ଅସୁବିଧା ସୃଷ୍ଟି କରୁଛି। ଫ୍ଲାଏଓଭର ଉଭୟ ପାର୍ଶ୍ୱରେ ଡ୍ରେନ ନିର୍ମାଣ ହୋଇ ନାହିଁ। ଫଳରେ ବର୍ଷାପାଣି ଜିଲାପାଳ,…

3 years ago

ନିର୍ମାଣ ହେଲାନି ବ୍ରିଜ୍‌ ଡାଇଭର୍ସନ

କୁଚିଣ୍ଡା,୩୦ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା ବ୍ଲକ ଟାଇଁସର ବ୍ରିଜର ଡ଼ାଇଭର୍ସନ ରାସ୍ତା ଧୋଇ ହୋଇଯାଇଥିଲା। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ…

3 years ago

ପ୍ରଦୂଷଣ ବଢାଉଛି ବିରାଜ ଷ୍ଟିଲ୍‌

ସମ୍ବଲପୁର,୩୦ା୬(ଶୁଭାଶିଷ ପାଢ଼ୀ): ଚିମିନିରୁ ଅନବରତ ନିଷ୍କାସିତ ହେଉଛି କଳା ଧୂଆଁ। ବାୟୁମଣ୍ଡଳରେ ଉଡୁଛି ଧୁଳିଗୁଣ୍ଡ। ପୂର୍ବପରି ଆଉ ଚାଷ ବି ହେଉନି। ମଣିଷ, ଜୀବଜନ୍ତୁଙ୍କ ଉପରେ ମଧ୍ୟ…

3 years ago

ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଘର

ଜମନକିରା,୨୮ା୬ (ରବୀନ୍ଦ୍ର ପ୍ରସାଦ ଦାନି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ମୌସୁମୀ ଜନିତ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ ଦେଖିବାକୁ…

3 years ago

ଲୋକାର୍ପଣ ହେଉନି ଜିଏମ୍‌ୟୁ ଅତ୍ୟାଧୁନିକ ଅଡିଟୋରିୟମ

ସମ୍ବଲପୁର,୨୭ା୬(ଶୁଭାଶିଷ ପାଢୀ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ)ର ଅତ୍ୟାଧୁନିକ ଅଡିଟୋରିୟମ କାର୍ଯ୍ୟ ପ୍ରାୟ ଏକବର୍ଷ ହେବ ସମ୍ପୂର୍ଣ୍ଣ ହୋଇଛି। ହେଲେ ଏହା ଲୋକାର୍ପଣ ହୋଇ ନ…

3 years ago

ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି।…

3 years ago

ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ

ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି…

3 years ago

ପ୍ରତି ବର୍ଗକି.ମି.ରେ ୯୦ ପ୍ରାଣୀ

ସମ୍ବଲପୁର,୨୫।୬(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଡେବ୍ରିଗଡ଼ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଗଣନା ଶେଷ ହୋଇଛି। ପ୍ରାୟ ୩୫୦ ବର୍ଗକିଲୋମିଟର ପରିମିତ ଅଭୟାରଣ୍ୟରେ ବନ୍ୟପ୍ରାଣୀ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଏଥିରେ ଉଭୟ…

3 years ago

ବଢିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର,୨୩।୬: ଓଡ଼ିଶାରେ ମୌସୁମୀ ପ୍ରବେଶ ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିଛି । ଗୁରୁବାର ଜଳସ୍ତର ୬୦୦.୩୯ ଫୁଟ ଥିବା ବେଳେ ତାହା ଶୁକ୍ରବାର ବୃଦ୍ଧି ପାଇ…

3 years ago

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ କଟା ଖନନ

କୁଚିଣ୍ଡା,୨୩ା୬(ବିରଞ୍ଚତ୍ ଦର୍କା): ବାମରା ବ୍ଲକ ଅନ୍ତର୍ଗତ କେଶାଇବାହାଲ ପଞ୍ଚାୟତ ଭିକାପାଲି ଗ୍ରାମରେ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ ଏକ ବୁଢିକଟା ଖନନ (ମାଟିକାମ) ଚାଲିଛି। ଏହି କାର୍ଯ୍ୟ ସମ୍ପର୍କିତ…

3 years ago