ସମ୍ବଲପୁର

ଜିଲା ସୈନିକ ବୋର୍ଡରେ ଅଚଳାବସ୍ଥା

ସମ୍ବଲପୁର,୨୮ା୧୦(ବ୍ୟୁରୋ): ଅବସରପ୍ରାପ୍ତ ସୈନିକଙ୍କ ସମସ୍ତ ସରକାରୀ କାର୍ଯ୍ୟ କରିବା ପାଇଁ ଜିଲା ସୈନିକ ବୋର୍ଡ ଗଠନ କରାଯାଇଛି। ଯବାନମାନଙ୍କୁ ନେଇ ବୋର୍ଡ ଗଠନ କରାଯାଇ ଏହାର ପରିଚାଳନା…

4 years ago

‘ଉପୁଜୁଥିବା ସମସ୍ୟା ଦୂର ହେବ’

ସମ୍ବଲପୁର,୨୬।୧୦(ବ୍ୟୁରୋ):  ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍‌ଓୟୁ)ର ନୂତନ କୋଠା ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଡିସେମ୍ବର ସୁଦ୍ଧା ଏହା ସମ୍ପୂର୍ଣ୍ଣ ହୋଇ ଜାନୁୟାରୀ ମାସରେ କାର୍ଯ୍ୟକ୍ଷମ…

4 years ago

ସୂର୍ଯ୍ୟପରାଗ ପାଇଁ ମା’ସମଲେଇଙ୍କ ଦର୍ଶକରୁ ବଞ୍ଚିତ ଭକ୍ତ

ସମ୍ବଲପୁର,୨୫।୧୦(ବ୍ୟୁରୋ): ଆଜି ହେଉଛି ସୂର୍ଯ୍ୟପରାଗ। ଏଥିପାଇଁ ମା’ସମଲେଶରୀଙ୍କ ପୀଠରେ ସାଧାରଣ ଦର୍ଶନ ବନ୍ଦ ରହିଛି। ଭୋର୍‌ ୪ ଟାରେ ମା’ଙ୍କର ମନ୍ଦିର ଖୋଲାଯାଇ ନୀତିକାନ୍ତି ପରେ ମଙ୍ଗଳ…

4 years ago

ହାତ ଧରି ଏକାଠି ଚାଲିଲେ ମନ୍ତ୍ରୀ, ବିରୋଧୀ ଦଳ ନେତା

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ସହରର ବହୁଚର୍ଚ୍ଚିତ ଫ୍ଲାଏଓଭର ବ୍ରିଜ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ହେଲେ ତିନିଦିନ ପୂର୍ବରୁ ଉଦ୍‌ଘାଟନ ଖବର ପ୍ରକାଶ ପରେ ସହରରେ ଅସନ୍ତୋଷ ଲାଗିରହିଥିଲା। ଶେଷରେ…

4 years ago

ହାତୀ ଉପଦ୍ରବରେ ବ୍ୟାପକ ଧାନଫସଲ କ୍ଷତି

ନାକଟିଦେଉଳ,୨୧ା୧୦(ଡି.ଏନ.ଏ.): ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ସରାପାଲି ବିଟର ମହୁକୁଦ ଗ୍ରାମରେ ହାତୀ ଉପଦ୍ରବରେ ବ୍ୟାପକ ଧାନଫସଲ କ୍ଷତି ହୋଇଛି। ହାତୀପଲ ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ରାମର ଖଳିମୁଣ୍ଡା…

4 years ago

ଅସୁରକ୍ଷିତ ଭାବେ ଚାଲିଛି ହ୍ୟୁମ୍‌ ପାଇପ୍‌ ଫ୍ୟାକ୍ଟ୍ରି

ସମ୍ବଲପୁର,୨୧ା୧୦(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ମାନେଶ୍ୱର- ଜୟନ୍ତପୁର ରାସ୍ତା କଡରେ ଥିବା ହ୍ୟୁମ୍‌ ପାଇପ୍‌ ଫ୍ୟାକ୍ଟ୍ରିରେ ସେପ୍ଟେମ୍ବର ୨୫ରେ କାମ କରୁଥିବା ସମୟରେ ସତ୍ୟ ମିର୍ଦ୍ଧା (୧୯)…

4 years ago

ଚାଷ ପ୍ରତି ବଢ଼ୁଛି ମହିଳାଙ୍କ ଆଗ୍ରହ

ସମ୍ବଲପୁର,୨୧ା୧୦(ବ୍ୟୁରୋ): ମହିଳା ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଇ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କୁ ତାଲିମ ଦେଇ ଆତ୍ମନିର୍ଭର କରାଯାଉଛି। ଏପରିସ୍ଥଳେ ସମ୍ବଲପୁର ଜିଲାରେ ଚାଷ…

4 years ago

ଦେଢ଼ମାସ ତଳେ ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ସ୍ବାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଜମନକିରା,୨୦।୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ରାଉତପଡ଼ା କଲୋନୀରେ ଘଟିଥିବା ଜଘନ୍ୟ ହତ୍ୟାକାଣ୍ଡର ଗୁରୁବାର ପର୍ଦ୍ଦାଫାଶ ହୋଇଛି। ଅଭିଯୁକ୍ତ ସ୍ବାମୀ ରଞ୍ଜନ ବାଡ଼ି(୩୦)ଙ୍କୁ ପୋଲିସ…

4 years ago

ନବୀନ ନିବାସ ଅଭିମୁଖେ ଦଣ୍ଡବତ ଯାତ୍ରା

ସମ୍ବଲପୁର,୧୯ା୧୦(ବ୍ୟୁରୋ): ସରକାର ୩ମାସ ସମୟ ଦେଇଥିଲେ। ହେଲେ ବର୍ଷେ ବିତିଥିଲେ ବି ପ୍ରତିଶ୍ରୁତି ପୂରଣ କଲେନି। ଶେଷରେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ…

4 years ago

ଗଛକଟା ବିରୋଧରେ ଜିଲା ପ୍ରଶାସନର ଦ୍ୱାରସ୍ଥ

ସମ୍ବଲପୁର,୧୮ା୧୦(ବ୍ୟୁରୋ): ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମାଫିଆମାନେ ବେଆଇନ ଗଛ କାଟି ବାହାରକୁ ଚାଲାଣ କରୁଛନ୍ତି। ହେଲେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ନେବାରେ ଅବହେଳା କରୁଛି। ଯୁଯୁମୁରା ବ୍ଲକର…

4 years ago