ସମ୍ବଲପୁର

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦ ଫୁଟ୍‌ ରହିଛି। ବାମ ପାର୍ଶ୍ୱର ୫ ଓ ଡାହାଣ ପାର୍ଶ୍ୱର ୩ ଗେଟ୍‌...

ଅଲିମ୍ପିକ୍ସକୁ ନେଇ ଚିତ୍ରକଳା ପ୍ରଦର୍ଶନ

ସମ୍ବଲପୁର,୨୯ା୭ (ବ୍ୟୁରୋ): ଅଲିମ୍ପିକ୍ସକୁ ନେଇ ଇଣ୍ଡିଆନ କଣ୍ଟେମ୍ପରାରି ଆଟର୍‌ସ ଆସୋସିଏଶନ ଦ୍ୱାରା ଆନ୍ତର୍ଜାତୀୟ ଭର୍ଚୁଆଲ ଆର୍ଟ ଶୋ ପ୍ରଦର୍ଶିତ ହୋଇଛି। ଏଥିରେ ପଶ୍ଚିମ ଓଡ଼ିଶାର ୮ ଚିତ୍ରଶିଳ୍ପୀଙ୍କ କଳାକୃତି ସାମିଲ ହୋଇଛି। ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଆନ୍ତର୍ଜାତୀୟ...

ହୀରାକୁଦ ଜଳଭଣ୍ଡାର ଦ୍ୱୀପରେ ହେବ କଟେଜ୍‌

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ରାଜ୍ୟ ସରକାର ଏଠାରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ପାଇଁ ୧୩୦ କୋଟି ଟଙ୍କା ଖର୍ଚ୍ଚ କରିବା ଯୋଜନା କରିଛନ୍ତି। ଜଳଭଣ୍ଡାର ଦ୍ୱୀପରେ କଟେଜ୍‌...

ହୀରାକୁଦ ଡ୍ୟାମ୍‌ର ୧୪ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ବୁଧବାର ୧୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ମିଳିଥିବା ରିପୋର୍ଟ ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୦୭.୧୭ ଫୁଟ୍‌ ରହିଛି। ୧୪ ଗେଟ୍‌ ଦେଇ ୨ ଲକ୍ଷ ୪ ହଜାର ୨୪୩ କ୍ୟୁସେକ ଜଳ...

କାର୍‌-ଟ୍ରକ୍‌ ମୁହାଁମୁହିଁ, ଗଲା ୨ ଜୀବନ

ସମ୍ବଲପୁର,୨୬ା୭(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ଜିଲା ଯୁଯୁମୁରା ଥାନା ଜରାଙ୍ଗ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା...

ଟ୍ରେନ ଲାଇନରୁ ମିଳିଲା ମୃତଦେହ

ରେଢାଖୋଲ,୨୨।୭(ଡି.ଏନ୍‌.ଏ): ରେଢାଖୋଲ ରେଳ ଷ୍ଟେଶନଠାରୁ ୨୦କି.ମି. ଦୂର ମୋଚିବାହାଳ ଗ୍ରାମ ନିକଟ ଟ୍ରେନ୍‌ ଲାଇନରୁ ଗୁରୁବାର ଜିଆର୍‌ପି ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ସେ ହେଲେ ରେଢାଖୋଲ ଏନ୍‌ଏସିର ପୋଡାବଲଣ୍ଡା ଗ୍ରାମର ବିନୋଦ ପ୍ରଧାନଙ୍କ ପୁଅ ସୁଦର୍ଶନ...

୭କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ରେଢାଖୋଲ,୨୨।୭(ଡି.ଏନ୍‌.ଏ.): ରେଢ଼ାଖୋଲ କନ୍ଧରା ଗ୍ରାମରେ ଅବକାରି ବିଭାଗର ଚଢ଼ାଉ। ଏହି ଚଢ଼ାଉରେ ୭କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ବୁଧବାର ଅପରାହ୍ନରେ ଅବକାରୀ ଇନ୍ସପେକ୍ଟର ଅନ୍ନପୁର୍ଣ୍ଣା ରଥ, ସବ୍‌ ଇନ୍ସପେକ୍ଟର ଓ କନେଷ୍ଟେବଳ...

ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧୨ା୭(ବ୍ୟୁରୋ):ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ରବିବାର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପୂର୍ବାହ୍ନ ୧୧ଟା ସମୟରେ କୋଭିଡ୍‌ କଟକଣା ପାଳନ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ୨ଟି ସ୍ଲୁଇସ ଗେଟ୍‌ ଖୋଲାଯାଇଥିଲା। ଏହି ଗେଟ୍‌ ଦେଇ ପ୍ରତି ସେକେଣ୍ଡରେ...

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର ପୂର୍ବାହ୍ନରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି ବୋଲି ହୀରାକୁଦ ଜଳଭଣ୍ଡାର...

ମଙ୍ଗଳବାର ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦର ବନ୍ୟାଜଳ

ସମ୍ବଲପୁର,୧୦।୭: ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ରବିବାର ପୂର୍ବାହ୍ନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ। ଏନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ। ବିଧି ଅନୁସାରେ ପୂଜାର୍ଚ୍ଚନା ପରେ ୭ ନମ୍ବର ଗେଟରୁ ବନ୍ୟା ଜଳ ନିଷ୍କାସନ...

ଉଜ୍ଜ୍ୱଳା ଯୋଜନା ଦିଗହରା

ସମ୍ବଲପୁର,୧୦ା୭(ବ୍ୟୁରୋ): କେନ୍ଦ୍ର ସରକାର ଉଜ୍ଜ୍ୱଳା ଯୋଜନାକୁ ଲୋକାଭିମୁଖି ବୋଲି ପ୍ରଚାର କରୁଥିବାବେଳେ ସମ୍ବଲପୁର ଜିଲାରେ ଏହା ଦିଗହରା ହୋଇପଡିଛି। ୨୦୧୯ ଅକ୍ଟୋବର ମାସରୁ ପ୍ରାୟ ୨ବର୍ଷ ହେଲା ଜିଲାର କୌଣସି ନୂତନ ଉପଭୋକ୍ତାଙ୍କୁ ସଂଯୋଗ ଦିଆଯାଇ ନାହିଁ। ଅନୁରୂପ ଭାବେ...

ଭିମ୍‌ସାରରେ ଦ୍ୱିତୀୟ ଅକ୍ସିଜେନ୍‌ ପ୍ଲାଣ୍ଟ

ସମ୍ବଲପୁର,୧୦ା୭(ବ୍ୟୁରୋ): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ ସେଣ୍ଟର (ଭିମ୍‌ସାର)ରେ ଆଉ ଏକ ଅକ୍ସିଜେନ୍‌ ପ୍ଲାଣ୍ଟ ନିର୍ମାଣ ହେବ। ଏହା ସ୍ବତନ୍ତ୍ର ଭାବେ ଯଷ୍ମା ଓ ଛାତି ବିଭାଗ ମେଡିସିନ ୱାର୍ଡ ପାଇଁ କାର୍ଯ୍ୟ କରିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri