ଲଗାତର ପ୍ରଶ୍ନପତ୍ର ଲିକ୍: ପରୀକ୍ଷା ବାତିଲ, ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ
ସମ୍ବଲପୁର,୧୬।୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍ୟୁ) ଦ୍ୱାରା ପରିଚାଳିତ ଯୁକ୍ତ୩ ଶେଷବର୍ଷ ପରୀକ୍ଷାର ପ୍ରଶ୍ନପତ୍ର ଲଗାତର ଦ୍ୱିତୀୟ ଦିନ ପାଇଁ ଲିକ୍ ହୋଇଛି। ଗୁରୁବାର ଯୁକ୍ତ୩ ଶେଷବର୍ଷ ଏଜୁକେଶନ ଅନର୍ସ ପରେ ଶୁକ୍ରବାର ଫିଜିକ୍ସ ଅନର୍ସ (ଷ୍ଟାଟିଷ୍ଟିକାଲ ମେକାନିକ) ପ୍ରଶ୍ନପତ୍ର ସର୍ବସାଧାରଣରେ ପ୍ରଘଟ…
କଳାହାଣ୍ଡିରୁ ଲିକ୍ ହୋଇଛି ପ୍ରଶ୍ନପତ୍ର: କୁଳପତି
ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ ଘଟଣାରେ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କଳାହାଣ୍ଡିର ଅନୁଦାନପ୍ରାପ୍ତ କଲେଜରୁ ଏହା ଲିକ୍ ହୋଇଥିବା ଜଣାପଡିଛି । ସମ୍ପୃକ୍ତ କଲେଜ ପ୍ରିନ୍ସିପାଲଙ୍କୁ ଡକାଯାଇଛି । ସେହି…
ପ୍ରଶ୍ନପତ୍ର ଲିକ୍: ଆସନ୍ତା ୧୯ରେ ହେବ ବାତିଲ ହୋଇଥିବା ପରୀକ୍ଷା
ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ୧୯ ତାରିଖରେ ହେବାକୁ ଥିବା ପରୀକ୍ଷା…
ଆଜି ପୁଣି ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ବାତିଲ
ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ ହୋଇଥିବା…
ପ୍ରଶ୍ନପତ୍ର ଲିକ୍ ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ, ଦୃଢ଼ କାର୍ଯ୍ୟାନୁଷ୍ଠାନ
ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଛି। ଗୁରୁବାର ସକାଳେ ଘଟଣା ଜଣାପଡିବା ପରେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ କଲେଜକୁ ପରୀକ୍ଷା ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ…
ପ୍ରଶ୍ନପତ୍ର ଲିକ୍, ଏଜୁକେଶନ ଅନର୍ସ ପରୀକ୍ଷା ବାତିଲ
ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍ ହେବା ପରେ ପରୀକ୍ଷା ବାତିଲ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ହେବାର ଥିଲା। ମାତ୍ର ଏହା ପୂର୍ବରୁ ସକାଳୁ…
ସମ୍ବଲପୁରରେ ବାଧ୍ୟତାମୂଳକ ହେଲା ମାସ୍କ
ସମ୍ବଲପୁର,୧୪।୭(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହେଉଛି। ଭୁବନେଶ୍ୱର, କଟକ ପରେ ଏବେ ସମ୍ବଲପୁରରେ କୋଭିଡ୍ କଟକଣା ଲାଗୁ ହୋଇଛି। ଏଣିକି ସହରରେ ସମସ୍ତେ ମାସ୍କ…
ଜନସେବା କେନ୍ଦ୍ରରେ ଛାପୁଥିଲେ ନକଲି ନୋଟ
ସମ୍ବଲପୁର/ଭୁବନେଶ୍ୱର, ୧୪ା୭(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନାର ଦୁର୍ଗମ ଅଞ୍ଚଳ ନୂଆ ଅଢ଼ାପଡା ଗ୍ରାମରେ ମଙ୍ଗଳବାର ରାତିରେ ଏସ୍ଟିଏଫ୍ ଚଢାଉ କରି ୧୫ଲକ୍ଷ ୧୨ ହଜାର ୫୦୦ ଟଙ୍କାର ନକଲି ନୋଟ୍ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ…
ଚାଷୀଙ୍କୁ ହତ୍ୟା
ସମ୍ବଲପୁର, ୧୩।୭(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା କୁଡାପରାର ଚାଷୀ ନେପାଳ ପୋଢ଼ (୫୫)ଙ୍କୁ ମଙ୍ଗଳବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରି ସମ୍ପୃକ୍ତ ୩ ଯୁବକଙ୍କୁ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ ନେପାଳ…
ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଚେତାବନୀ ଦିବସ
ରେଢାଖୋଲ,୮ା୭(ଡି.ଏନ.ଏ.): ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନକ୍ରମେ ରେଢ଼ାଖୋଲ ଓକିଲସଂଘ ପକ୍ଷରୁ ଶୁକ୍ରବାର ଚେତାବନୀ ଦିବସ ଅନୁଷ୍ଠିତ ହୋଇଛି। ସଂଘ ସଭାପତି ଅଭୟ କୁମାର ବୀରଙ୍କ ନେତୃତ୍ୱରେ ସଦସ୍ୟମାନେ ସ୍ଥାନୀୟ କଚେରୀ…
ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଗୋଡାଇଲେ ହାତୀପଲ
କୁଚିଣ୍ଡା,୮ା୭(ଡି.ଏନ୍.ଏ.) ସମ୍ବଲପୁର ଜିଲା ମହୁଳପାଲି ଥାନା କୁସୁମୀ ଫାଣ୍ଡି ଅଧୀନ କୁଚିଣ୍ଡା ବ୍ଲକ (କୁ) ଜମନକିରା ପଞ୍ଚାୟତ ଜଲଡିହି(ଲିଟିପଡା)ର ନରେନ୍ଦ୍ର କିଷାନ (୫୦) ହାତୀ ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ନରେନ୍ଦ୍ର କେତେଜଣ ମହିଳାଙ୍କ ସହ ଛତୁ ଓ ଜଙ୍ଗଲି…
ହୋଟେଲରେ ଡିଲ୍ ଚାଲିଥିବା ବେଳେ ଜବତ ହେଲା ହାତୀ ଦାନ୍ତ
ସମ୍ବଲପୁର,୭ା୭(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବାସନ୍ତି ଲଜ୍ରେ ହାତୀଦାନ୍ତ ଡିଲ୍ ବେଳେ ବନ ବିଭାଗ ଚଢାଉ କରି ୩ଜଣଙ୍କୁ ଅଟକ ରଖିଛି। ତଦନ୍ତରେ ବାଧା ସୃଷ୍ଟିହେବା ଆଶଙ୍କା କରି ବିଭାଗ ପକ୍ଷରୁ ସେମାନଙ୍କ ନାମ ପ୍ରକାଶ କରାଯାଇ ନାହିଁ। ସମ୍ବଲପୁର…

