ସମ୍ବଲପୁର

ବେଦାନ୍ତକୁ ୨ କୋଟି ଜଳକର ଛାଡ଼

ସମ୍ବଲପୁର,୧୫ା୯(ବ୍ୟୁରୋ):ରାଜ୍ୟ ସରକାର କମ୍ପାନୀ ପ୍ରତି ଅହେତୁକ ଅନୁକମ୍ପା ଦେଖାଉଥିବା ନେଇ ଅଭିଯୋଗ ହୋଇଆସୁଛି। ଝାରସୁଗୁଡ଼ା ଜିଲାରେ ଥିବା ବେଦାନ୍ତ ଆଲୁମିନିୟମ କମ୍ପାନୀକୁ ଚଞ୍ଚକତା କରି ଜଳକର ଛାଡ କରାଯାଇଥିବା ନେଇ ଆଉ ଏକ ଅଭିଯୋଗ ଏଥିରେ ଯୋଡିହୋଇଛି। ବେଦାନ୍ତ କମ୍ପାନୀ ଆରମ୍ଭରୁ…

ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌ ଖୋଲିଲା

ସମ୍ବଲପୁର,୧୪।୯(ବ୍ୟୁରୋ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବା କାରଣରୁ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଥିଲା। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ମଙ୍ଗଳବାର ସନ୍ଧ୍ୟାରେ ଗେଟ୍‌ ଖୋଲିଛନ୍ତି। ପ୍ରଥମେ ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପର୍ଯ୍ୟାୟ କ୍ରମେ…

ନୂଆଁଖାଇରେ ବାପାଙ୍କୁ ଗୋଡ଼ାଇ ହାଣିଲେ ପୁଅ

ରେଢାଖୋଲ,୧୧ା୯(ଡି.ଏନ.ଏ.): ଶନିବାର ସମଗ୍ର ପଶ୍ଚିମ ଓଡ଼ିଶାରେ ଆନନ୍ଦ ଉଲ୍ଲାସରେ ନୂଆଁଖାଇ ପର୍ବ ପାଳିତ ହେଉଥିବା ବେଳେ ସାମାନ୍ୟ କଳିକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ବାପାଙ୍କୁ ଗୋଡାଇ ହାଣିଛନ୍ତି ପୁଅ। ଘଟଣାସ୍ଥଳରେ ବାପା ଶୁକ୍ରୁ ମିର୍ଦ୍ଧା (୫୫)ଙ୍କ ମୃତ୍ୟୁ ଘଟିଛି। ସମ୍ବଲପୁର…

କୃଷିଭିତ୍ତିକ ଗଣପର୍ବ

ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ପୁରପଲ୍ଲି ସବୁଠି ସବୁ ବର୍ଗର ଲୋକେ ଆନନ୍ଦ ଉଲ୍ଲାସରେ ଏହା ପାଳନ କରିଥାନ୍ତି। ଏହି ପର୍ବ ଆଧୁନିକ ସମାଜକୁ ଅନେକ ବାର୍ତ୍ତା ଦେଇଥାଏ। ଦୈନନ୍ଦିନ ଜୀବନ, ବ୍ୟବହାର, ଐତିହ୍ୟ, ସଂସ୍କୃତି, ଚାଲିଚଳନ, ପରିଧାନ, ଖାଦ୍ୟପେୟ…

ନୂଆ ରୂପରେ ନୂଆଁଖାଇ

ପଶ୍ଚିମ ଓଡିଶାର ଭିନ୍ନ ଏକ ପରମ୍ପରା ହେଉଛି କୃଷିଭିତ୍ତିକ ଗଣପର୍ବ ନବାନ୍ନ (ନୂଆଁଖାଇ)। ଏହି ପର୍ବକୁ ପଶ୍ଚିମ ଓଡିଶାବାସୀ ମୁଖ୍ୟପର୍ବ ଭାବେ ପାଳନ କରିଥାନ୍ତି। ଅନ୍ୟ ପର୍ବ ପର୍ବାଣିଠାରୁ ଏହା ଏକ ନିଆରା ପର୍ବ। ଭିନ୍ନ ଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ…

ସଙ୍କଟରେ ସଁପୁର ସୂତା କାରିଗର

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଇ ପର୍ବରେ ଲୋକେ ନୂଆଁଲୁଗା ପନ୍ଧିଥାନ୍ତି। ନୂଆଁଲୁଗା ପିନ୍ଧି ପରିବାରର ମୁରବି ଦେବଦେବୀ ଓ ପିତୃପୁରୁଷଙ୍କୁ ଚୁରାକୁଁଡା’ ଅର୍ପଣ କରିବାର ବିଧି କୋଉ କାଳରୁ ରହିଆସିଛି। ଏହାସହିତ ନୂଆଁଖାଇରେ ପରିବାର ସମସ୍ତେ ନୂଆଁଲୁଗା ପରିଧାନ କରି…

ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା ଲାଗି…

ରାତି ପାହିଲେ ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର

ସମ୍ବଲପୁର,୧୦ା୯ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର । ପୁରପଲ୍ଲୀ ସବୁଠି ଉତ୍ସବମୁଖର। ରାତି ପାହିଲେ ଇଷ୍ଟଦେବୀ ସମଲେଇଙ୍କଠାରେ ଧାର୍ଯ୍ୟ ଲଗ୍ନ ଅନୁସାରେ ଲାଗିହେବ ନବାନ୍ନ। ପରେ ପଶ୍ଚିମ ଓଡ଼ିଶାବାସୀ ଘରେ ଘରେ ନୂଆଁ ଖାଇବେ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ…

ଦୁର୍ଘଟଣା ପରେ ପୋଲରେ ଓହଳି ରହିଲା ଟ୍ରକ୍‌

ଜମନକିରା,୮ା୯(ଡି.ଏନ.ଏ.): ଜମନକିରା ଥାନା ବଡ଼ରମା ପିଠାମାରେନ ପୋଲରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଘଣ୍ଟା ରାସ୍ତା ଜାମ ହୋଇଥିଲା। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପୋଲିସ ସୂଚନା ମୁତାବକ, ମଙ୍ଗଳବାର ରାତିରେ ସମ୍ବଲପୁରରୁ କେନ୍ଦୁଝର…

ମହିଳାଙ୍କୁ ନିର୍ମମ ହତ୍ୟା, ୪ ଅଟକ

ରେଢ଼ାଖୋଲ,୬ା୯(ଡି.ଏନ୍‌.ଏ.):  ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଲଇଣ୍ଡାମାଳ ଗ୍ରାମରେ ରବିବାର ରାତିରେ ବନିତା ମିର୍ଦ୍ଧା (୩୦) ନାମକ ଜଣେ ମହିଳାଙ୍କୁ ତାଙ୍କ ଘର ଅଗଣାରେ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଖବରପାଇ ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ କୁମାର ମେହେର,ଥାନା ଅଧିକାରୀ…

ବାର୍‌ହା ମାଂସ ଭାଗବଣ୍ଟା ବେଳେ ଘଟିଲା ଏମିତି

ରେଢ଼ାଖୋଲ,୨ା୯(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅଧୀନ ଗରଗଡ଼ବାହାଳ ପଞ୍ଚାୟତ ଲମଟିଦାଦର ଜଙ୍ଗଲରେ ବୁଧବାର ରାତିରେ ବାର୍‌ହା ଶିକାର ପରେ ଚାଲିଥିଲା ମାଂସ ଭାଗବଣ୍ଟା। ଖବର ପାଇ ବଡ଼ମାଳ ବନ କର୍ମଚାରୀ ଚଢାଉ କରି ୨ଜଣ ଅଭିଯୁକ୍ତଙ୍କୁ ଧରିବାରେ…

ନୂଆଖାଇ ପାଇଁ ନିର୍ଘଣ୍ଟ ହେଲା ଲଗ୍ନ

ସମ୍ବଲପୁର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧୧ରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ମଙ୍ଗଳବାର ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ୱାରା ଚଳିତ ବର୍ଷ ପାଇଁ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri