ସମ୍ବଲପୁର

ନୂଆଖାଇ ପାଇଁ ନିର୍ଘଣ୍ଟ ହେଲା ଲଗ୍ନ

ସମ୍ବଲପୁର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧୧ରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ମଙ୍ଗଳବାର ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ୱାରା ଚଳିତ ବର୍ଷ ପାଇଁ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ…

ଓଡ଼ିଆ ଝିଅ ପାଇଲେ ମେକ୍‌ଅପ୍‌ କଳାକାର ଟାଇଟଲ

ସମ୍ବଲପୁର,୩୦ା୮(ବ୍ୟୁରୋ): ସମ୍ବଲପୁର ଝିଅ ମନିଶା ପଣ୍ଡା ଶ୍ରେଷ୍ଟ ମେକ୍‌ଅପ୍‌ କଳାକାର ଟାଇଟଲ ହାସଲ କରିଛନ୍ତି। ଗୋଆରେ ଭିକୋନେଟ ଷ୍ଟାର ଇଭେଣ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇ ମନିଶା ବିଜୟୀ ହୋଇଛନ୍ତି। ରବିବାର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବା ସହ ପୁରସ୍କାର…

ଗାଈ ଗୋଠରେ ବଜ୍ରପାତ: ଗଲା ୨୫ ଗୋରୁଙ୍କ ଜୀବନ

ନାକଟିଦେଉଳ,୩୦।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ପାଣିମୁରା ପଞ୍ଚାୟତ ଜରେସିଙ୍ଘା ଗ୍ରାମରେ ସୋମବାର ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ଗୋଠରେ ଥିବା ୨୫ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଏନେଇ ଗୋପାଳନ କରୁଥିବା ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି।…

ରେଢ଼ାଖୋଲରେ ଆଉ ଏକ ଦନ୍ତାହାତୀ ମୃତ

ରେଢ଼ାଖୋଲ,୨୮ା୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ବାହାଳ ରେଞ୍ଜ ଅଧୀନ କର୍ଡାପାଳ ଗ୍ରାମ ନିକଟ ଲାଙ୍ଗରତୈଳା ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଶନିବାର ସକାଳେ କର୍ଡାପାଳ ଗ୍ରାମର ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତା ମରିପଡିଥିବା ଦେଖି ବନ ବିଭାଗକୁ…

୫ ହଜାର ପାଇଁ ଧରାପଡ଼ିଲେ

ସମ୍ବଲପୁର,୨୭।୮(ବ୍ୟୁରୋ): ସମ୍ବଲପୁର ଭିଜିଲାନ୍ସ ଟିମ୍‌ ହାତରେ ଶୁକ୍ରବାର ଧରାପଡିଛନ୍ତି ଚିପିଲିମା ମେଷ ପ୍ରଜନନ କେନ୍ଦ୍ରର କନିଷ୍ଠ କିରାଣି ନରସିଂହ ଗଡତିଆ। ତାଙ୍କଠାରୁ ୫ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍‌। ଏ ନେଇ ଭିଜିଲାନ୍ସ ଏକ ମାମଲା ରୁଜୁ କରି…

ସମ୍ବଲପୁର ଦୂରଦର୍ଶନ କେନ୍ଦ୍ର ବନ୍ଦ ପାଇଁ ଷଡ଼ଯନ୍ତ୍ର

ସମ୍ବଲପୁର,୨୫ା୮ (ବ୍ୟୁରୋ):ସମ୍ବଲପୁରଠାରେ ୧୯୭୮ରେ ସ୍ଥାପିତ ରାଜ୍ୟର ପ୍ରଥମ ତଥା ଦେଶର ଅଷ୍ଟମ ଦୂରଦର୍ଶନ କେନ୍ଦ୍ରକୁ ବନ୍ଦ କରିଦେବା ଲାଗି ଷଡ଼ଯନ୍ତ୍ର କରାଯାଉଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଏହି କେନ୍ଦ୍ରର ସମସ୍ତ କର୍ମଚାରୀ, ଅଧିକାରୀଙ୍କୁ ବଦଳି କରିଦିଆଯାଇଛି। ଏହାକୁ ନେଇ ସମଗ୍ର…

ଗୁପ୍ତଯୁଗ ସଭ୍ୟତାର ସନ୍ଧାନ

ସମ୍ବଲପୁର,୧୮ା୮(ବ୍ୟୁରୋ):ସମ୍ବଲପୁର ଜିଲାରେ ଗୁପ୍ତଯୁଗୀୟ ସଭ୍ୟତାର ସନ୍ଧାନ ମିଳିଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ନାତକୋତ୍ତର ଇତିହାସ ବିଭାଗ ଗବେଷଣାରୁ ଏହା ଜଣାପଡ଼ିଛି। ଜିଲାର ଯୁଯୁମୁରା ନିକଟ ବଡ଼ମାଳ ଓ ମହାନଗର ନିଗମର ଦୁର୍ଗାପାଲିଠାରୁ ବଡ଼ବଜାର ପର୍ଯ୍ୟନ୍ତ ୨କି.ମି. ଅଞ୍ଚଳରେ ଭଗ୍ନାବଶେଷ ଠାବ ହୋଇଛି।…

ସ୍ବାଧୀନତା ଦିବସରେ ସମ୍ମାନିତ ହେଲେ ଛାତ୍ରୀ

ରେଢାଖୋଲ,୧୫।୮(ଡି.ଏନ.ଏ): ରେଢାଖୋଲ କଦମ୍ବପଡ଼ିଆରେ ୭୫ତମ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ଉପଜିଲାପାଳ ପବିତ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଚଳିତ ମାଟ୍ରିକ ପରୀକ୍ଷାରେ ଉପଖଣ୍ଡରେ ଅଧିକ ନମ୍ବର ରଖିଥିବା ଛାତ୍ରୀ ଦେବସ୍ମିତା…

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି।…

ଧରାପଡ଼ିଲା ବାଇକ୍‌ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ

ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍‌ ସହ ଗୋଟିଏ ଚାରିଚକିଆ ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ନାବାଳକଙ୍କ ସମେତ ୧୫…

ପ୍ରତାରଣା ପାଇଁ ଗଲେ ଜେଲ

କୁଚିଣ୍ଡା,୧୧ା୮(ଡି.ଏନ.ଏ.): ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଲପାଲି ଥାନା ଭୁଲୁପଡା (ବାଉରୀଗୋଡା) ଗ୍ରାମର ବୃନ୍ଦାବନ ନାଏକ (୨୨)। ସୂଚନା ଅନୁଯାୟୀ, ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳର ଜଣେ…

୧୩ ଲକ୍ଷ ଟଙ୍କାର ନକଲି ନୋଟ୍‌ ସହ ଛପା ମେଶିନ ଜବତ

ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ ୬ ଜଣଙ୍କୁ ଗରିଫ କରିଛି ପୋଲିସ। ସୂଚନାନୁଯାୟୀ, ଦୀର୍ଘଦିନ ସମ୍ବଲପୁର ଅଞ୍ଚଳରେ ନକଲି ନୋଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri