ସମ୍ବଲପୁର

୯୯% ଲକ୍ଷ୍ୟ, ୭୧%ଙ୍କୁ ମିଳିଛି ନିଯୁକ୍ତି

ସମ୍ବଲପୁର,୨୯।୧(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ଶେଷ ହୋଇନାହିଁ, ହେଲେ ଶେଷ ବର୍ଷର ୭୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କମ୍ପାନୀ ପକ୍ଷରୁ ନିଯୁକ୍ତ ଦେବାକୁ ଅଫର ଦିଆସରିଛି। ସମ୍ବଲପୁର ଭିସୁଟ୍‌ ପକ୍ଷରୁ ୯୯ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ସୁଯୋଗ ଦେବାର ଲକ୍ଷ୍ୟ ରହିଛି ବୋଲି…

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଶହେ ଫୁଟ୍‌ ଉଚ୍ଚରେ ଉଡ଼ିବ ତ୍ରିରଙ୍ଗା

ସମ୍ବଲପୁର,୨୬।୧(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)ରେ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଶହେ ଫୁଟ୍‌ ଉଚ୍ଚରେ ଜାତୀୟ ପତାକା ଉଡିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଶହେ ଫୁଟ୍‌ ଉଚ୍ଚର ଏକ ଖୁଣ୍ଟ ତିଆରି ସରିଛି।…

ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ

ନାକଟିଦେଉଳ,୨୩ା୧(ଡି.ଏନ୍‌.ଏ.)- ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଣେ ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଛନ୍ତି। ସେ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ପାଣିମୁରା ପଞ୍ଚାୟତ ଶଙ୍ଖାଭାଙ୍ଗୁଣୀ ଗ୍ରାମର ରଶ୍ମିତାପ୍ରିୟା ବେକ୍‌। କଲ୍ୟାଣ ବେକ୍‌ ଓ ସୁବାଷିନୀ ବେକ୍‌ଙ୍କ ଝିଅ ରଶ୍ମିତା…

ଚାଷଜମିରେ ମାଡ଼ିଲା ବିଷାକ୍ତ ତରଳ ପଦାର୍ଥ

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ଠେଲକୋଲିସ୍ଥିତ ଜେଏସ୍‌ଡବ୍ଲ୍ୟୁ (ଭୁଷଣ) କମ୍ପାନୀରେ ଗୁରୁବାର ରାତିରେ ଅଘଟଣ ଘଟିଛି। ବାଉଣ୍ଡରି କାନ୍ଥ ଭୁଶୁଡି କାରଖାନାର ସ୍ଲରିପଣ୍ଡରୁ ବିଷାକ୍ତ ଲୌହମିଶ୍ରିତ ତରଳ ପଦାର୍ଥ ନିକଟ ଗ୍ରାମକୁ ମାଡି ଯାଇଥିଲା। ଏହାଦ୍ୱାରା ବ୍ୟାପକ ଚାଷ ଜମି ପ୍ରଭାବିତ…

ଭିମ୍‌ସାର ପ୍ରିନ୍ସିପାଲଙ୍କ ଅଫିସ ସିଲ୍‌

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାର ପ୍ରିନ୍ସିପାଲଙ୍କ ଅଫିସ ଶୁକ୍ରବାର ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ତାଲା ପକାଇ ସିଲ୍‌ କରିଦେଇଛି। ଭିମ୍‌ସାରରେ ପୂର୍ବରୁ କାମ କରୁଥିବା ସୁଇପର (ଚତୁର୍ଥଶ୍ରେଣୀ କର୍ମଚାରୀ)ଙ୍କ ମାମଲାର ଶୁଣାଣି କରି ସୋନପୁର ସିନିୟର ସିଭିଲ କୋର୍ଟ ଅଫିସ…

ଶିକାରୀଙ୍କଠାରୁ ଦେଶୀ ବନ୍ଧୁକ, ୧୪ ଶୁଆ ଉଦ୍ଧାର

ନାକଟିଦେଉଳ,୨୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଗିରିଶ୍ଚନ୍ଦ୍ରପୁର ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୩ ଶିକାରୀ ଓ ୨ ବନ୍ୟଜନ୍ତୁ ମାଂସ ବ୍ୟବସାୟୀଙ୍କୁ ଗିରଫ ପରେ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ଲଣ୍ଡାକୋଟ ସଂରକ୍ଷିତ ଜଙ୍ଗଲରୁ ବନ୍ୟଜନ୍ତୁ…

ଥାନା ସମ୍ମୁଖରେ ଭଉଣୀଙ୍କୁ ହତ୍ୟା କଲେ କକାପୁଅ ଭାଇ

ନାକଟିଦେଉଳ,୨୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ସମ୍ମୁଖରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାରୁ କକାପୁଅ ଭାଇ ଭଉଣୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ କିସିଣ୍ଡା ଥାନା ଲୋଇସିଂ ଗ୍ରାମ ଚମାରପଡ଼ାର ଦେବାନନ୍ଦ…

ପରିଚୟପତ୍ର ନ ଥିବାରୁ ଘରକୁ ଫେରିବାକୁ ଲାଗିଲା ୧୦ ବର୍ଷ

କୁଚିଣ୍ଡା,୧୬।୧(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ବାଙ୍କେ ପଞ୍ଚାୟତ ଗୋପାଳପାଲି ଗ୍ରାମର ରଞ୍ଜିତ କିଷାନ(୨୪) ୧୦ ବର୍ଷ ପରେ ଘରକୁ ଫେରିଛନ୍ତି। ଦୀର୍ଘବର୍ଷ ପରେ ପୁଅକୁ ପାଇ ପରିବାର ଓ ଗାଁରେ ଆନନ୍ଦର ଲହରି ଖେଳିଯାଇଛି। ୨୦୧୨ ଡିସେମ୍ବର ୧୩ରେ ଗ୍ରାମର…

୬ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୧୫ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିସୁଟ୍‌ର ଦ୍ୱିତୀୟ ବର୍ଷ ଛାତ୍ର ମାନସ ସିଂଙ୍କୁ ମାଡ଼ ଘଟଣାରେ କର୍ତ୍ତୃପକ୍ଷ ସମ୍ପୃକ୍ତ ୬ଜଣ ସିନିୟର ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗତ ସେମିଷ୍ଟର ପରୀକ୍ଷାରେ ସେମାନଙ୍କ ଗୋଟିଏ ଲେଖାଏ ଗ୍ରେଡ୍‌ ପଏଣ୍ଟ କଟାଯିବ।…

ଭିମ୍‌ସାରରେ ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ

ସମ୍ବଲପୁର ଅଫିସ୍‌,୧୪।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସମସ୍ତ ସ୍କୁଲ, କଲେଜ୍‌ ବନ୍ଦ କରିଦେଇଛନ୍ତି। ସେହିପରି ଭିମ୍‌ସାରରେ ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ ରଖାଯାଇଛି। ଶନିବାରରୁ ହେବାକୁ ଥିବା ଏହି ପରୀକ୍ଷାକୁ କର୍ତ୍ତୃପକ୍ଷ ସ୍ଥଗିତ…

ଆଜିଠୁ ସମଲେଶ୍ବରୀଙ୍କ ମନ୍ଦିର ବନ୍ଦ

ସମ୍ବଲପୁର,୧୧।୧(ବ୍ୟୁରୋ): ମା’ ସମଲେଶ୍ବରୀଙ୍କ ମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ମଙ୍ଗଳବାରରୁ ବନ୍ଦ ରହିବ। ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଶ୍ରଦ୍ଧାଳୁ ଆସନ୍ତା ୩୧ ତାରିଖ…

ରେକର୍ଡ ଭାଙ୍ଗିଲା ବିଦେଶୀ ପକ୍ଷୀଙ୍କ ଆଗମନ

ସମ୍ବଲପୁର,୧୧।୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ସୋମବାର ହୀରାକୁଦ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। ରିପୋର୍ଟ ଅନୁଯାୟୀ ଚଳିତବର୍ଷ ବିଦେଶୀ ପକ୍ଷୀ ଆଗମନ ୧୦ ବର୍ଷର ରେକର୍ଡ ଭାଙ୍ଗିଛି। ୧୯ ନୂତନ ପ୍ରଜାତିର ପକ୍ଷୀ ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?