ସମ୍ବଲପୁର

ଅପହରଣ ମାମଲାରେ ଜେଲଗଲେ ଭାଜପା ଯୁବମୋର୍ଚ୍ଚା ସଭାପତି

ସମ୍ବଲପୁର,୨୧ା୨(ବ୍ୟୁରୋ): ସମ୍ବଲପୁର ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବିଜେଡି କର୍ମୀ ନିଶିକାନ୍ତ ଦୀକ୍ଷିତଙ୍କୁ ଅପହରଣ ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଭାଜପାର ୭ଜଣ ଗିରଫ ହୋଇ ଜେଲ ଯାଇଛନ୍ତି। ସେମାନେ ହେଲେ ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ଅଶ୍ୱିନୀ ମାଝି,…

ବାଲଟ ପେପରରେ ନୋଟା ଲେଖିଲେ

ସମ୍ବଲପୁର,୨୦।୨(ବ୍ୟୁରୋ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜିଲାପରିଷଦ ଜୋନ-୨ର ପ୍ରାର୍ଥୀମାନଙ୍କ ତାଲିକା ଥିବା ଏକ ବାଲଟ୍‌ ପେପର ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଉକ୍ତ ପେପରରେ ପ୍ରାଥମିକ ଶିକ୍ଷକ ନାହିଁ ତ ଭୋଟ ନାହିଁ ବୋଲି ଉଲ୍ଲେଖ ରହିଛି। ସେହିପରି ମାନେଶ୍ୱର…

ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା, ଉତ୍ତେଜନା

ସମ୍ବଲପୁର,୧୯ା୨(ବ୍ୟୁରୋ): ସମ୍ବଲପୁର ଜିଲାର ମାନେଶ୍ୱର ଓ ନାକଟିଦେଉଳ ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶେଷ ହୋଇଛି। ମାନେଶ୍ୱର ବ୍ଲକ ସାହସପୁର ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ୧ଟା ପରେ ଶତାଧିକ ଭୋଟର କେନ୍ଦ୍ର ଭିତରକୁ…

କିନ୍ନରଙ୍କ ଗଳା କାଟିଦେଲେ

ସମ୍ବଲପୁର,୧୭ା୨(ବ୍ୟୁରୋ): ସମ୍ବଲପୁର ଜିଲାର ଜଣେ କିନ୍ନରଙ୍କୁ ଗଳାକାଟି ହତ୍ୟା କରାଯାଇଛି। ସେ ହେଲେ ଫିରୋଜ ଛତ୍ରିଆ(୨୧)। ବୁର୍ଲା ଥାନା ଗୋଡଭଗା କଲେଜ ଛକ ନିକଟ ୫୫ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଗୁରୁବାର ତାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଘଟଣାସ୍ଥଳରୁ ଫିରୋଜଙ୍କ…

ଜମ୍‌ତରା ଗ୍ୟାଙ୍ଗ୍‌ର ୩ ସଦସ୍ୟ ଗିରଫ

ସମ୍ବଲପୁର,୧୬।୨(ବ୍ୟୁରୋ): ଅନ୍‌ଲାଇନ ଠକେଇ କରି ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ଜମତରା ଗ୍ୟାଙ୍ଗ୍‌ର ୩ ସଦସ୍ୟଙ୍କୁ ସମ୍ବଲପୁର ପୋଲିସ ମଙ୍ଗଳବାର ଭୁବନେଶ୍ୱରରୁ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡର ଖଗା ଥାନା ମଳାନ୍ଦି ଗ୍ରାମର ରହମତ ଅନ୍‌ସାରି(୨୨), ଗୋବିନ୍ଦପୁର ଥାନା ଜନତା ମାର୍କେଟ…

ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାମରେ ମାମଲା

ସମ୍ବଲପୁର,୧୬ା୨(ବ୍ୟୁରେ): ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ନାମରେ କ୍ଷେତରାଜପୁର ଥାନାରେ ମାମଲା ରୁଜୁ ହୋଇଛି। ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା (ନଂ.୪୨/୨୧) ରୁଜୁ କରିଛି। ଘଟଣାର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ମମତା…

ଭୁବନେଶ୍ୱରରେ ରହିଛି କୋଟି କୋଟି ଟଙ୍କାର ସମ୍ପତ୍ତି

ସମ୍ବଲପୁର,୧୪ା୨(ବ୍ୟୁରୋ): ସମ୍ବଲପୁର ଗ୍ରୀନ୍‌ପାର୍କ ରେସିଡେନ୍ସିରେ ରହୁଥିବା ବିଦ୍ୟୁତ୍‌ ବିଭାଗର ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ୩ କୋଟି ୩୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ…

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ସମ୍ବଲପୁର,୧୪।୨(ବ୍ୟୁରୋ): ସମ୍ବଲପୁରର ଜିଲାର ମୁଖ୍ୟ ଯନ୍ତ୍ରୀ ସୁନିଲ କୁମାର ପଣ୍ଡା ସୋମବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଏକ କାଳୀନ ସମ୍ବଲପୁର ଓ ଖୋର୍ଦ୍ଧା ଜିଲାର ୪ଟି ସ୍ଥାନରେ ଚଢ଼ାଉ…

ମା’ଙ୍କୁ କାନ୍ଧଦେଇ ଅନ୍ତିମ ସଂସ୍କାର କଲେ ୬ ଝିଅ

ସମ୍ବଲପୁର,୧୦ା୨(ବ୍ୟୁରୋ): ମା’ଙ୍କୁ କାନ୍ଧଦେଇ ଝିଅମାନେ ଅନ୍ତିମ ସଂସ୍କାର କରାଇବା ଘଟଣା ଗୁରୁବାର ସମ୍ବଲପୁର ସହରରେ ମୁଖ୍ୟ ଆଲୋଚନାର ବିଷୟ ହୋଇଛି। ସୂଚନା ଅନୁସାରେ ହୀରାକୁଦ ହିଣ୍ଡାଲ୍‌କୋ କମ୍ପାନୀରେ କାର୍ଯ୍ୟରତ ଥିବା ଭୁବନ ସାହୁଙ୍କ ୨୦୦୫ରେ ଦେହାନ୍ତ ହୋଇଯାଇଛି। ଭୁବନଙ୍କ ପରଲୋକ ଘଟିବା…

ହତ୍ୟା ପରେ ଦେଇଥିଲେ ଦୁର୍ଘଟଣା ରୂପ

ଜମନକିରା,୮ା୨(ଡି.ଏନ.ଏ.): ଯୁବକଙ୍କୁ ହତ୍ୟା ପରେ ଦୁର୍ଘଟଣାର ରୂପ ଦିଆଯାଇଥିବା ଅଭିଯୋଗରେ ଜମନକିରା ଥାନା ପୋଲିସ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିବା ଥାନା ଆଇଆଇସି ପ୍ରେମଜିତ…

ବାପାଙ୍କୁ ହାଣି ପୁଅ ଫେରାର

ରେଢାଖୋଲ,୭ା୨(ଡି.ଏନ.ଏ.): ବାପାଙ୍କୁ କଟୁରିରେ ହାଣି ପୁଅ ରାମଚନ୍ଦ୍ର ସାହୁ ଫେରାର ହେବା ଭଳି ଏକ ଅଭାବନୀୟ ଘଟଣା ରେଢାଖୋଲ ଥାନା କୁଶାପାଲି ଗ୍ରାମରେ ଘଟିଛି। ଏ ନେଇ ବାପା ରମେଶ ସାହୁ ରେଢାଖୋଲ ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ…

ଝଡ଼ବର୍ଷା କ୍ଷୟକ୍ଷତିର ତୁରନ୍ତ ସହାୟତା ଦିଅ

କୁଚିଣ୍ଡା,୬ା୨(ଡି.ଏନ.ଏ.): କୁଚିଣ୍ଡା ବ୍ଲକରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ଏଥିରେ ଘର ଭାଙ୍ଗିବା ସହ ବ୍ୟାପକ ପରିବା ଫସଲ ନଷ୍ଟ ହୋଇଛି। ପୂର୍ବରୁ ଅଦିନିଆ ବର୍ଷାରେ ଚାଷୀ ଚିନ୍ତାରେ ଥିବାବେଳେ ଝଡବର୍ଷା ସାଙ୍ଗକୁ କୁଆପଥର ମାଡ଼ ଚାଷୀଙ୍କ ଦୁଖଃକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?