ସମ୍ବଲପୁର

ଖୁବ୍‌ଶୀଘ୍ର ଦେବଝରଣରେ ବୋଟିଂ ସେବା

ସମ୍ବଲପୁର,୧୩ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଇକୋଟୁରିଜମ ଦେବଝରଣରେ ବୋଟିଂ ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ବୁଧବାର ଡ୍ୟାମ୍‌ରେ ବନ ବିଭାଗ ପକ୍ଷରୁ ପ୍ଲାଟଫର୍ମ ନିର୍ମାଣ କରାଯାଇଛି। ଏସିଏଫ୍‌ ମଦନଲାଲ ଶର୍ମା, ସଦର ରେଞ୍ଜର ଗୌରୀ ଦାସ ଉପସ୍ଥିତ ରହି...

ହୀରାକୁଦରେ ପକ୍ଷୀ ସଂଖ୍ୟା ବଢ଼ିଲା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଚଳିତବର୍ଷ ପକ୍ଷୀସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ମୋଟ ୯୮ ପ୍ରଜାତିର ୧ ଲକ୍ଷ ୨୪ ହଜାର ୮୬୪ ପକ୍ଷୀ ହୀରାକୁଦ ଡ୍ୟାମକୁ...

ପିଲାଖେଳରୁ ଗଣ୍ଡଗୋଳ: ଆକ୍ରମଣରେ ଶିଶୁକନ୍ୟାର ଜୀବନ ଗଲା

ସମ୍ବଲପୁର,୯ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପିଲାଖେଳକୁ ନେଇ ଗଣ୍ଡଗୋଳ ଘଟିବାରୁ ଏଥିରେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏହି ଘଟଣା ଘଟିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ...

ମଣ୍ଡିରେ ପଡ଼ି ରହିଛି ଧାନ, ଚିନ୍ତାରେ ଚାଷୀ

ନାକଟିଦେଉଳ,୯।୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବାଟଗାଁ ମଣ୍ଡିରେ ଟାର୍ଗେଟ ନ ଥିବାରୁ ଚାଷୀମାନଙ୍କ ଧାନ ଉଠି ପାରୁ ନ ଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଧାନ ବିକି ପାରି ନ ଥିବା ଚାଷୀମାନେ ଏବେ...

ସମ୍ବଲପୁର-ତିଲେଇବଣି ରାସ୍ତାକାମ ନିମ୍ନମାନର

ସମ୍ବଲପୁର,୫।୧(ବ୍ୟୁରୋ): ୫୩ନଂ. ଜାତୀୟ ରାଜପଥର ସମ୍ବଲପୁର-ତିଲେଇବଣି ଚାରିଥାକିଆ ରାସ୍ତା ନିର୍ମାଣ କାମ ଚାଲିଛି। ପୂର୍ବରୁ ପୁଞ୍ଜିଲେଡ କମ୍ପାନୀ ଏହି କାମ ନେଇଥିବାବେଳେ ବିଭିନ୍ନ କାରଣରୁ ବନ୍ଦ କରିଦେଇଥିଲା। ଏବେ ଅନ୍ୟ ଏକ କମ୍ପାନୀ ନିର୍ମାଣ କାମ କରୁଛି। ସମୟ ଅବଧିଠାରୁ ବିଳମ୍ବ...

୧୦୦ ବଦଳରେ ୨୭ ବେଡ୍‌ରେ ଚିକିତ୍ସା

ସମ୍ବଲପୁର,୪।୧(ବ୍ୟୁରୋ): ବହୁ ବାଦବିବାଦ ପରେ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ କୋଭିଡ-୧୯ ମେଡିକାଲ କରାଯାଇଥିଲା। ତେବେ କୋଭିଡ ମେଡିକାଲ ଗତ ନଭେମ୍ବର ୧୯ରୁ ଭିମ୍‌ସାର ସ୍ଥାନାନ୍ତର ହେବା ପରେ ମଧ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତିରେ ସୁଧାର ଆସିନାହିଁ। ସେ ସମୟରେ...

ସମ୍ବଲପୁରରେ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍‌’

ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ...

ଦର୍ଶନରେ କଟକଣା, ଭକ୍ତଙ୍କ ମନଉଣା

ସମ୍ବଲପୁର,୧।୧(ବ୍ୟୁରୋ): ପ୍ରତିବର୍ଷ ଜାନୁୟାରୀ ୧ ତାରିଖରେ ଶ୍ରଦ୍ଧାଳୁମାନେ ମନ୍ଦିର ଓ ଦେବାଳୟରେ ଠାକୁରଙ୍କୁ ଦର୍ଶନ କରି ନୂତନ ବର୍ଷ ପାଳନ କରିଥାନ୍ତି। ହେଲେ ଚଳିତବର୍ଷ କୋଭିଡ୍‌-୧୯ ଯୋଗୁ ସମ୍ବଲପୁର ସହରର ବିଭିନ୍ନ ମନ୍ଦିରରେ ଦର୍ଶନ ଲାଗି କଟକଣା ଲଗାଯାଇଛି। ସେହିପରି...

ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ: ବାଟଗାଁ ଚାମ୍ପିୟନ

ନାକଟିଦେଉଳ,୩୧ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ବଳମ ଗ୍ରାମ ୟୁଥ୍‌ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ନାକଟିଦେଉଳ ଏକାଦଶକୁ ହରାଇ ବାଟଗାଁ ଦଳ ଚାମ୍ପିୟନ ହୋଇଥିଲା। ବାଟଗାଁ...

ହୀରାକୁଦ ନିଷିଦ୍ଧାଞ୍ଚଳରେ ଯୁବତୀଯୁବକ

ସମ୍ବଲପୁର,୩୦।୧୨ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ ନିଷିଦ୍ଧାଞ୍ଚଳରେ କେତେକ ଯୁବତୀଯୁବକ ଚଳପ୍ରଚଳ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେମାନେ ସେଲ୍ଫି ନେବା ସହ ଫଟୋ ଉତ୍ତୋଳନ କରୁଛନ୍ତି। ଏହାପରେ ହୀରାକୁଦ ଡ୍ୟାମରେ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।...

ବିପଦରେ ହାତୀବଂଶ

ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍‌ସିସିଏଫ୍‌ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ ସ୍ତରରୁ ମିଳିଥିବା ସୂଚନା ଅନୁସାରେ ଏହି ସର୍କଲ ଅଧୀନରେ ଥିବା ୬ ବନଖଣ୍ଡରେ...

ଗାଡ଼ି ଧକ୍କାରେ ମା’, ଛୁଆ ଭାଲୁ ମୃତ

ରେଢାଖୋଲ,୨୬ା୧୨(ଡି.ଏନ.ଏ.): ରେଢାଖୋଲ-ବଡମାଲ ପୂର୍ତ୍ତ ବିଭାଗ ରାସ୍ତାର ବଂଶାଜାଲ ପୋଲ ନିକଟରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ମା’ ଓ ଛୁଆ ଭାଲୁର ମୃତ୍ୟୁ ହୋଇଛି। ଖବର ପାଇ ଚାରମାଳ ରେଞ୍ଜ ଅଧିକାରୀ ଦର୍ଶନିଆ ଭୋଇ ଓ ବନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri