ସମ୍ବଲପୁର

ରେଙ୍ଗାଲି ପଞ୍ଚାୟତ: କିନ୍ନର, ଦିବ୍ୟାଙ୍ଗ ପ୍ରାର୍ଥିତ୍ୱକୁ ନେଇ ଚର୍ଚ୍ଚା

ସମ୍ବଲପୁର/ ରେଙ୍ଗାଲି, ୬ା୨(ବ୍ୟୁରୋ/ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଚର୍ଚ୍ଚାରେ ରହିଛି। ଝାଙ୍କରପାଲି ପଞ୍ଚାୟତର ସରପଞ୍ଚ ଆସନ ଲାଗି ୨୭ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ନେଇ ଚର୍ଚ୍ଚା ହୋଇଆସୁଥିଲା। ଏବେ ରେଙ୍ଗାଲି ପଞ୍ଚାୟତରେ କିନ୍ନର ଓ…

ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ତାଙ୍କ ଅଭିଯୋଗ କ୍ରମେ ନୂଆପଡା ଜିଲାରେ କାର୍ଯ୍ୟରତ ଡାକ୍ତର କମଳାକାନ୍ତ…

ଗୋଟିଏ ପରିବାରରୁ ତିନି ପ୍ରାର୍ଥୀ

ଖପ୍ରାଖୋଲ,୫ା୨(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ କେତେକ ସ୍ଥାନରେ ବିଭିନ୍ନ ପଦ ପଦବୀ ପାଇଁ ଗୋଟିଏ ପରିବାରରୁ ଏକାଧିକ ସଦସ୍ୟ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଏବେ ଏହାକୁ ନେଇ ଖପ୍ରାଖୋଲ ବ୍ଲକ ବେନ୍ଦେର ପଞ୍ଚାୟତର ପଧାନ…

ନିଶା ଦେଇ ଶାରୀରିକ ସମ୍ପର୍କ ରଖିଲେ ଡାକ୍ତର

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ଅଭିଯୋଗ ମୁତାବକ ନୂଆପଡ଼ା ଜିଲାରେ କାର୍ଯ୍ୟରତ ଡାକ୍ତର କମଳାକାନ୍ତ…

କୋଭିଡ୍‌ କଟକଣା ମଧ୍ୟରେ ଆଜିଠୁ ଖୋଲିବ ସମଲେଶ୍ବରୀ ମନ୍ଦିର

ସମ୍ବଲପୁର,୧।୨(ବ୍ୟୁରୋ): ଭକ୍ତଙ୍କ ପାଇଁ ଆଜିଠୁ ଖୋଲିବ ସମଲେଶ୍ବରୀ ମନ୍ଦିର। ଏ ନେଇ ଜିଲା ପ୍ରଶାସନର ନିଷ୍ପତ୍ତି ନେଇଛି। ତେବେ ଭକ୍ତଙ୍କ ଦର୍ଶନ ସମୟରେ କୋଭିଡ୍‌ କଟକଣା ବଳବତ୍ତର ରହିବ। ସମଲେଶ୍ବରୀ ମନ୍ଦିର ସକାଳ ୬ଟା ରୁ ପୂର୍ବାହ୍ନ ୧୧ଟା୩୦ ଏବଂ ଅପରାହ୍ନ…

୯୯% ଲକ୍ଷ୍ୟ, ୭୧%ଙ୍କୁ ମିଳିଛି ନିଯୁକ୍ତି

ସମ୍ବଲପୁର,୨୯।୧(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ଶେଷ ହୋଇନାହିଁ, ହେଲେ ଶେଷ ବର୍ଷର ୭୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କମ୍ପାନୀ ପକ୍ଷରୁ ନିଯୁକ୍ତ ଦେବାକୁ ଅଫର ଦିଆସରିଛି। ସମ୍ବଲପୁର ଭିସୁଟ୍‌ ପକ୍ଷରୁ ୯୯ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ସୁଯୋଗ ଦେବାର ଲକ୍ଷ୍ୟ ରହିଛି ବୋଲି…

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଶହେ ଫୁଟ୍‌ ଉଚ୍ଚରେ ଉଡ଼ିବ ତ୍ରିରଙ୍ଗା

ସମ୍ବଲପୁର,୨୬।୧(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)ରେ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଶହେ ଫୁଟ୍‌ ଉଚ୍ଚରେ ଜାତୀୟ ପତାକା ଉଡିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଶହେ ଫୁଟ୍‌ ଉଚ୍ଚର ଏକ ଖୁଣ୍ଟ ତିଆରି ସରିଛି।…

ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ

ନାକଟିଦେଉଳ,୨୩ା୧(ଡି.ଏନ୍‌.ଏ.)- ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଣେ ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଛନ୍ତି। ସେ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ପାଣିମୁରା ପଞ୍ଚାୟତ ଶଙ୍ଖାଭାଙ୍ଗୁଣୀ ଗ୍ରାମର ରଶ୍ମିତାପ୍ରିୟା ବେକ୍‌। କଲ୍ୟାଣ ବେକ୍‌ ଓ ସୁବାଷିନୀ ବେକ୍‌ଙ୍କ ଝିଅ ରଶ୍ମିତା…

ଚାଷଜମିରେ ମାଡ଼ିଲା ବିଷାକ୍ତ ତରଳ ପଦାର୍ଥ

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ଠେଲକୋଲିସ୍ଥିତ ଜେଏସ୍‌ଡବ୍ଲ୍ୟୁ (ଭୁଷଣ) କମ୍ପାନୀରେ ଗୁରୁବାର ରାତିରେ ଅଘଟଣ ଘଟିଛି। ବାଉଣ୍ଡରି କାନ୍ଥ ଭୁଶୁଡି କାରଖାନାର ସ୍ଲରିପଣ୍ଡରୁ ବିଷାକ୍ତ ଲୌହମିଶ୍ରିତ ତରଳ ପଦାର୍ଥ ନିକଟ ଗ୍ରାମକୁ ମାଡି ଯାଇଥିଲା। ଏହାଦ୍ୱାରା ବ୍ୟାପକ ଚାଷ ଜମି ପ୍ରଭାବିତ…

ଭିମ୍‌ସାର ପ୍ରିନ୍ସିପାଲଙ୍କ ଅଫିସ ସିଲ୍‌

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାର ପ୍ରିନ୍ସିପାଲଙ୍କ ଅଫିସ ଶୁକ୍ରବାର ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ତାଲା ପକାଇ ସିଲ୍‌ କରିଦେଇଛି। ଭିମ୍‌ସାରରେ ପୂର୍ବରୁ କାମ କରୁଥିବା ସୁଇପର (ଚତୁର୍ଥଶ୍ରେଣୀ କର୍ମଚାରୀ)ଙ୍କ ମାମଲାର ଶୁଣାଣି କରି ସୋନପୁର ସିନିୟର ସିଭିଲ କୋର୍ଟ ଅଫିସ…

ଶିକାରୀଙ୍କଠାରୁ ଦେଶୀ ବନ୍ଧୁକ, ୧୪ ଶୁଆ ଉଦ୍ଧାର

ନାକଟିଦେଉଳ,୨୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଗିରିଶ୍ଚନ୍ଦ୍ରପୁର ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୩ ଶିକାରୀ ଓ ୨ ବନ୍ୟଜନ୍ତୁ ମାଂସ ବ୍ୟବସାୟୀଙ୍କୁ ଗିରଫ ପରେ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଗିରିଶ୍ଚନ୍ଦ୍ରପୁର ବନାଞ୍ଚଳ ଲଣ୍ଡାକୋଟ ସଂରକ୍ଷିତ ଜଙ୍ଗଲରୁ ବନ୍ୟଜନ୍ତୁ…

ଥାନା ସମ୍ମୁଖରେ ଭଉଣୀଙ୍କୁ ହତ୍ୟା କଲେ କକାପୁଅ ଭାଇ

ନାକଟିଦେଉଳ,୨୦ା୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ସମ୍ମୁଖରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାରୁ କକାପୁଅ ଭାଇ ଭଉଣୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ କିସିଣ୍ଡା ଥାନା ଲୋଇସିଂ ଗ୍ରାମ ଚମାରପଡ଼ାର ଦେବାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?