ସମ୍ବଲପୁର

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ ଯୁବକ ବର୍ବରତାର ସହ ମାଡ଼ ମାରିଛନ୍ତି। ଆହତ ଯୁବକ ଜଣକ କେରଳ ରାଜ୍ୟ…

୨୪ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ

ସମ୍ବଲପୁର, ୧୯.୬ (ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ଅବକାରୀ ଗୋଇନ୍ଦା ଓ ପ୍ରବର୍ତ୍ତନ ବ୍ୟୁରୋ (ଇଆଇ ଓ ଇବି) ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୨୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରାଯାଇଛି। ଗତ ଗୁରୁବାର ସନ୍ଧ୍ୟାରେ…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଓ…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ସ୍ଥାନୀୟ ଛୁଟି ତାଲିକା ଘୋଷଣା କରାଯାଇଛି। ଜାନୁଆରି ୧ ତାରିଖରେ ପ୍ରକାଶିତ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା ଯୁକ୍ତ ପ୍ରତିପଦା ତିଥିରେ ପରମ୍ପରାନୁସାରେ ବାଲୁଙ୍କେରଶ୍ୱର ବାବାଙ୍କ ପୀଠରେ ସୋମବାର ସକାଳେ ସ୍ବତନ୍ତ୍ର…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି ଅନୁଗୁଳ ଜିଲା ତାଳଚେର ସହରର ଆୟୁସ୍ମିତା ସାମତ(୨୩)। ସେ ବୁର୍ଲା ଏମସିଏଲର ଫାଇନାନ୍ସ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…

ମା’-ଝିଅଙ୍କୁ ହତ୍ୟା କରିବା ପରେ ପୋଲିସକୁ ଡାକିଲେ ଅଭିଯୁକ୍ତ: ଆଉ ତା’ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ସମ୍ବଲପୁର/ପଡ଼ିଆବାହାଲ, ୯।୬ (ପ୍ରମୋଦ ବହିଦାର/ରାଧାମୋହନ ଷଡ଼ଙ୍ଗୀ):ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ଝିଅଙ୍କୁ ରବିବାର ବିଳମ୍ବିତ ରାତିରେ ପଡ଼ୋଶୀ ଯୁବକ ବେଣ୍ଟଲଗା ସାଇକେଲ କ୍ରାଙ୍କରେ ହାଣି ହତ୍ୟା କରିଛନ୍ତି। ପରେ ଯୁବକ ଜଣକ ନିଜେ ୧୧୨କୁ ଫୋନ୍‌କରି ପୋଲିସକୁ…

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲିର ଖଡ଼ିଆପଡ଼ାରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି ବୋଲି…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି। ନିଖୋଜ ଛାତ୍ର ଜଣକ ହେଉଛନ୍ତି ସ୍ବସ୍ତିକ ପାଢ଼ୀ(୧୬)। ମିଳିଥିବା ସୂଚନା ମୁତାବକ, ସ୍ବସ୍ତିକ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି ହୋଇଛନ୍ତି । ସେ ହେଉଛନ୍ତି ହୀରାକୁଦ ଥାନା ଅନ୍ତର୍ଗତ ଗୁଜାତଳ ଅଞ୍ଚଳର ଗଗନ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି। ଧମା ଥାନା ଅନ୍ତର୍ଗତ ବଦୁଆପାଲି ଗ୍ରାମ ନିକଟସ୍ଥ ଏକ ବେସରକାରୀ ଆମ୍ବ ତୋଟା(ବଗିଚା)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?