ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ
ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ...
ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର
ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି ସଂଗ୍ରହ କରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ ପ୍ରତିବର୍ଷ ସେମାନଙ୍କର ସେହି ଆଶା...
ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା
ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ ରହୁଛନ୍ତି । ସରକାରୀ ଚିକିତ୍ସା ବ୍ୟବସ୍ଥାରୁ ଆସ୍ଥା ହରାଇ ଜଡିବୁଟି ଭଳି...
ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା
ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା ଦୁଇ ପୀଠର ପ୍ରାକୃତିକ ସୌନ୍ଦର୍ଯ୍ୟ ସହିତ ଧାର୍ମିକ, ଆଧ୍ୟାତ୍ମିକ, ପୌରାଣିକ, କିମ୍ବଦନ୍ତକୁ...
ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍
ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ ନେଇ ବଲାଙ୍ଗୀର ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି ା ବଲାଙ୍ଗୀର ଜିଲା...
ଦାଦନ ଖଟିବାକୁ ଯାଇଥିବା ଶ୍ରମିକ ନିଖୋଜ: ପ୍ରଶାସନ ପାଖରେ ଗୁହାରି କଲେ ଅସହାୟ ପରିବାର
ଭବାନୀପାଟଣା,୧୭।୫(ଡି.ଏନ୍.ଏ.): କଳାହାଣ୍ଡିରେ ଥମୁନି ଦାଦନ ଯନ୍ତ୍ରଣା। ଦାଦନ ଖଟିବାକୁ ଯିବାବେଳେ ଜଣେ ଶ୍ରମିକ ନିଖୋଜ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ନିଖୋଜ ଶ୍ରମିକ ହେଲେ ଜୟପାଟଣା ବ୍ଲକ ରଣମାଲ ପଞ୍ଚାୟତ ଭୂର୍ଷିଗୁଡା ଗାଁର ଭରତ ଗହୀର (୪୨)। ଦାଦନ ଖଟିବାକୁ...
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା
ଭବାନୀପାଟଣା,୧୭।୫(ଡି.ଏନ୍.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି । ମୃତ ଯୁବକ ହେଲେ ଛତିଶଗଡ଼ର ଲାବନ ଗ୍ରାମର ଅଶୋକ କୁମାର ଘ୍ରିତଲହେରୀ...
ଚିକିତ୍ସା ଲାଗି ଟଁକା ବାଧକ୍:ତୃତୀୟାର ନାକେ ବଢ଼ୁଛେ ଆବୁ
ବିନିକା, ୧୭ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ୧୨ ନଂ. ଓ୍ବାର୍ଡ ମିଶ୍ରପଡ଼ାର ତୃତୀୟା କର(୬୦)। ସେ ଗୁଟେ ବିରଲ କିସମର ରୋଗ୍ରେ ପୀଡ଼ିତ ଅଛନ୍। ଯେନ୍ଥିରଲାଗି ତାକର ନାକେ ଦୁଇ ତିନ୍ଟା ଆବୁ ବଢ଼ତେଲ ଯାଉଛେ।...
ରୋଗ୍ରେ ଶଢ଼ୁଛନ୍ ବନମାଳୀ:ସରକାରୀ ସୁବିଧାରୁ ବଁଚିତ୍ ଅସାହା ପରିବାର
ଭବାନୀପାଟଣା,୧୭।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଧୀନ ମଣ୍ଡଳ ଗଁାର ବନମାଳୀ ପାଲ। ସେ ଝନେ ନିହାତି ଗରିବ୍ ଲୋକ୍ ହେଇଥିଲାବେଲେ କୁଟୁମ ପୁଷବାର ଲାଗି ବାହାର ରାଏଜ୍କେ ଦାଦନ୍ ଖଟି ଯାଉଥିଲେ। ହେଲେ ସେଠାନେ ଦିହିପା ଖରାପ ହେଲାରୁ...
୫ ବଛର ହେଲା ପମ୍ପ ହାଉସ ଅଚଲ: ପାଏନ୍ ଲାଗି ଛଟକୁଛନ୍ ୩ ଖଁଡ଼ ଗାଁର ଲୋକ୍
ସୋହେଲା,୧୭ା୫(ଡି.ଏନ୍.ଏ): ବରଗଡ଼ ଜିଲା ସୋହେଲା ବ୍ଲକ ଅଧୀନ ଲୁହୁରାଚଟିରେ ଥିବାର ପମ୍ପ ହାଉସ ଆଏଜ୍କେ ୫ ବଛର ହେଲା ଅଚଲ ହେଇ ପଡ଼ିଛେ। ଯେନ୍ଥିରଲାଗି ଗଁାବାସୀ ପିଇଲା ପାଏନ୍ ପାଏବାରୁ ବଁଚିତ ହେବାର ସଂଗେ ନାନା ଅସବିଧାର ସାମନା କରୁଛନ୍।...
ଡେଙ୍ଗୁ ପ୍ରତିରୋଧ ପାଇଁ ସାମୂହିକ ଉଦ୍ୟମ ଲୋଡା
ସୋନପୁର,୧୭।୫(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ ମିଶ୍ର ମୁଖ୍ୟ...
ବିନିକା ପ୍ରିମିୟର ଲିଗ୍ : ପାଓ୍ବାର ବ୍ଲାଷ୍ଟର ଚାମ୍ପିୟନ
ବିନିକା, ୧୭ା୫(ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକାରେ ଚାଲିଥିବା ଦ୍ୱିତୀୟ ବିନିକା ପ୍ରିମିୟର ଲିଗ୍(ବିପିଏଲ)କ୍ରିକେଟ ଟୁର୍ନାମେଣ୍ଟ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ବିନିକା ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟରେ ଦୀର୍ଘ ଏକ ମାସ ଧରି ଖେଳା ଯାଇଥିବା ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ...