ସମ୍ବଲପୁର

ସଂକ୍ରମିତ ରୋଗ ନେଲା ହାତୀର ଜୀବନ

ନାକଟିଦେଉଳ,୨୮ା୧୦(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବନଖଣ୍ଡ ଖଳାଶୁଣୀ ଅଭୟାରଣ୍ୟର କିସିଣ୍ଡା ରେଞ୍ଜ ଅଧୀନ କୁଲାଡ଼େରା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଗୁରୁବାର ନାକଟିଦେଉଳ ପ୍ରାଣୀଧନ ଚିକିତ୍ସକ ଡା. ଦେବାଶିଷ ପଣ୍ଡା ମୃତ ହାତୀର ବ୍ୟବଚ୍ଛେଦ କରିବା ପରେ ବିଭାଗ…

ଘରେ ପହଞ୍ଚିବ ମାଇଗ୍ରେଶନ ସାର୍ଟିଫିକେଟ

ସମ୍ବଲପୁର,୨୭ା୧୦(ବ୍ୟୁରୋ): ମାଇଗ୍ରେଶନ ସାର୍ଟିଫିକେଟ ପାଇଁ ଛାତ୍ରୀଛାତ୍ରଙ୍କୁ ଆଉ ବିଶ୍ୱବିଦ୍ୟାଳୟ ଆସି ଧାଡ଼ିରେ ଛିଡା ହୋଇ ଆବେଦନ କରିବାକୁ ପଡ଼ିବ ନାହିଁ। ଅନ୍‌ଲାଇନରେ ଆବେଦନ କରିବା ପରେ ସେମାନଙ୍କ ଘରେ କିମ୍ବା ଦିଆଯାଇଥିବା ଠିକଣାରେ ସାର୍ଟିଫିକେଟ ପହଞ୍ଚିିବ। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ପରିସରରେ…

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର,୨୬।୧୦(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମଙ୍ଗଳବାର ଭାଜପା ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ…

ହୀରାକୁଦରେ ଇକୋ-ରିଟ୍ରିଟ୍‌

ସମ୍ବଲପୁର,୨୫ା୧୦(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାର ତଟ ବଲବସପୁର ଗ୍ରାମ ନିକଟରେ ଆସନ୍ତା ନଭେମ୍ବର ୧୫ରୁ ଇକୋ-ରିଟ୍ରିଟ ଆରମ୍ଭ ହେବ। ଏ ନେଇ ଜିଲାପାଳ ଶୁଭମ୍‌ ସକ୍‌ସେନା ସୂଚନା ଦେଇଛନ୍ତି। ଗତବର୍ଷ ଭଳି ୱାଟର ସ୍ପୋଟର୍‌ସ, ଜଳ କ୍ରୀଡ଼ା, ପର୍ଯ୍ୟଟନ ସ୍ଥଳରେ ଭ୍ରମଣ,…

ସବୁଜିମାରେ ଭରିଲା ଲଣ୍ଡା ପାହାଡ଼

ସମ୍ବଲପୁର,୨୩।୧୦(ବ୍ୟୁରୋ): ମହିଳାଙ୍କ ଆର୍ଥିକ ଓ ସାମାଜିକ ସ୍ଥିତିର ଉନ୍ନତି କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସରକାରଙ୍କ ବିଭିନ୍ନ ବିଭାଗର ସହଭାଗିତାରେ ଯୋଜନାଗୁଡିକ କାର୍ଯ୍ୟକାରୀ କରାଯାଉଛି। ଏହି ସହଭାଗିତା ଯୋଜନାର ସଫଳ ରୂପାୟନ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା…

ହାତୀ ମୃତ୍ୟୁ ନେଇ ସନ୍ଦେହ

ସମ୍ବଲପୁର,୧୯ା୧୦(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଅନ୍ତର୍ଗତ ଠର୍ଲି ଗ୍ରାମ ନିକଟ ମୁଣ୍ଡେର-ଡୁମ୍ବେରଚୁଅଁା ସଂରକ୍ଷିତ ଜଙ୍ଗଲ ଶାଗୁଆନ ବଣରେ ବନ୍ୟପ୍ରାଣୀକୁ ମାରି ପୋତି ଦେଇଥିବା ନେଇ ସନ୍ଦେହ ପ୍ରକାଶ ପାଇଛି। ଏହି ଅଞ୍ଚଳରେ ପ୍ରାୟ ଏକସପ୍ତାହ ହେଲା ହାତୀପଲ ଉପଦ୍ରବ କରୁଛନ୍ତି।…

ଘରୁ ସାଇକେଲ ନେଇ ବାହାରି ଯାଇଥିଲେ ଦାଦା- ପୁତୁରା: ସକାଳୁ ମିଳିଲା ମୃତଦେହ

ରେଢ଼ାଖୋଲ,୧୫।୧୦(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ସହର ଉପକଣ୍ଠସ୍ଥ ଡିମିରିକୁଦା ଗ୍ରାମ ନିକଟରେ ହାତୀ ଦଳିଦେବାରୁ କାକା-ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡିମିରିକୁଦା ଗ୍ରାମର ଦୁଃଶାସନ ଭୋଇ (୨୬) ଓ ପୁତୁରା ଲତିକ ଭୋଇ (୫)। ଖବରପାଇ ବନକର୍ମଚାରୀ ଓ ପୋଲିସ…

ପହଞ୍ଚିିଲାନି ଆମ୍ବୁଲାନ୍ସ, ବାପା କାନ୍ଧରେ ଗଲା କୁନିଝିଅର ଜୀବନ

ନାକଟିଦେଉଳ,୧୨ା୧୦(ଡି.ଏନ.ଏ.): ନାଳ ପ୍ରତିବନ୍ଧକ ସାଜିବାରୁ ଗାଁରେ ପହଞ୍ଚତ୍ ପାରିଲାନାହିଁ ଆମ୍ବୁଲାନ୍ସ। ଶେଷରେ ଚିକିତ୍ସା ଅଭାବରୁ ବାପା କାନ୍ଧରେ କୁନି ଝିଅର ଜୀବନ ଚାଲିଗଲା। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନାକଟିଦେଉଳ ବ୍ଲକ ଘୋଷରାମାଳ ପଞ୍ଚାୟତ କମଳାନାଳୀ ଗ୍ରାମରେ। ସୂଚନା…

ହାଜତରୁ ଖସି ରହୁଥିଲେ ଜଙ୍ଗଲରେ, ଧରାପଡିଲେ ୩ ବର୍ଷ ପରେ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ସମେତ ପଡ଼ୋଶୀ ଜିଲାରେ ପୋଲିସର ନିଦ ହଜାଇଥିବା କୁଖ୍ୟାତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମାଙ୍କୁ ପୋଲିସ ଗିରଫ କରିଛି। ୩ ବର୍ଷ ତଳେ ସେ ମୟୁରଭଞ୍ଜ ପୋଲିସ ହେପାଜତରୁ ଫେରାର ହୋଇଯାଇଥିଲେ। ଏହାସହ ତାଙ୍କର ଦୁଇଜଣ ସହଯୋଗୀଙ୍କୁ…

ଚଳନ୍ତା ବସ୍‌ରୁ ଖସିପଡ଼ିଲେ ହେଲପର

ଜମନକିରା,୭ା୧୦(ଡି.ଏନ.ଏ.): ଜମନକିରା ବ୍ଲକ୍‌ କୁଚିଣ୍ଡା ଥାନା ଅଧୀନ କେନାଢ଼ିପା ନିକଟ ରାସ୍ତାରେ ବସ୍‌ରୁ ଖସିପଡି ହେଲପରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନ ଅଞ୍ଚଳର ସଞ୍ଜୟ ବେହେରା(୨୬)। ସୂଚନା ଅନୁଯାୟୀ ଝାରସୁୁଗୁଡ଼ାରୁ ପାଟମେଶ୍ୱରୀ (ଓଡ଼ି୧୫ଏଫ୍‌-୯୫୧୨) ନାମକ ଏକ…

ସମଲେଶ୍ୱରୀଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ବରଗଡ଼ ଅଫିସ୍‌,୬।୧୦: ସମଲେଶ୍ୱରୀ ଦେବୀଙ୍କୁ ଦର୍ଶନ କଲେ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ବୁଧବାର ବରଗଡ଼ ଜିଲା ଗସ୍ତ ବେଳେ ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ବରୀଙ୍କୁ ଦର୍ଶନ କରିଥିଲେ। ଏହି ଅବସରରେ ମନ୍ଦିର…

ନିଖୋଜ ଝିଅର ମିଳିଲା ମୃତ ଦେହ

ସମ୍ବଲପୁର,୫ା୧୦(ବ୍ୟୁରୋ): ମହାନଦୀର ସମ୍ବଲପୁର ଜିଲା ଦଲେଇପଡା ମହିଳା ଘାଟରେ ସୋମବାର ଗୋଟିଏ ପରିବାରର ୩ଜଣ ସଦସ୍ୟ ଭାସିଯାଇଥିଲେ। ଖୋଜାଖୋଜି ପରେ ବାପା ମହମ୍ମଦ ଅଲତାଫ (୪୫), ପୁଅ ମହମ୍ମଦ ଅଫତାବ (୧୫)ଙ୍କ ମୃତଦେହ ମିଳିଥିଲା। ରାତି ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?