ପଥର ସନ୍ଧିରୁ ମିଳିଲା ନାବାଳିକାଙ୍କ ମୃତଦେହ
ସମ୍ବଲପୁର,୫।୧୦(ବ୍ୟୁରୋ): ସମ୍ବଲପୁର ଜିଲା ଦଲେଇପଡ଼ା ମହାନଦୀ ଘାଟରେ ସୋମବାର ଏକ ପରିବାର ୩ ଜଣ ସଦସ୍ୟ ଭାସିଯାଇଥିଲେ। ତେବେ ବାପା ଓ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ନାବାଳିକା ଝିଅ ନିଖୋଜ ଥିଲେ। ମଙ୍ଗଳବାର ତାଙ୍କ ମୃତଦେହ ପ୍ରାୟ ୫୦…
ଏବେ ବି ଝିଅ ନିଖୋଜ
ସମ୍ବଲପୁର,୪ା୧୦(ବ୍ୟୁରୋ): ମହାନଦୀର ସମ୍ବଲପୁର ଜିଲା ଦଲେଇପଡ଼ା ମହିଳା ଘାଟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଝିଅଙ୍କୁ ବଞ୍ଚାଇବାକୁ ଯାଇ ଗୋଟିଏ ପରିବାରର ୩ ଜଣ ସଦସ୍ୟ ଭାସିଯାଇଥିଲେ। ସେମାନେ ହେଲେ ଧନୁପାଲି ଥାନା ପେନସନ୍ପଡ଼ାର ବାପା ମହମ୍ମଦ ଅଲତାଫ (୪୫),…
ବାପା, ଝିଅ ନିଖୋଜ
ସମ୍ବଲପୁର ଅଫିସ,୪।୧୦: ସମ୍ବଲପୁର ଜିଲା ଦଲେଇଗଡ଼ା ମହାନଦୀ ଘାଟରେ ଗାଧୋଇବାକୁ ଯାଇ ବାପ, ପୁଅ ଓ ଝିଅ ଭାସି ଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ ବାହିନୀ ବହୁ ଖୋଜାଖୋଜି ପରେ ପୁଅଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ପୁଅଙ୍କୁ ଜିଲା ମୁଖ୍ୟ…
ମହାନଦୀରେ ଭାସିଗଲେ ବାପ, ପୁଅ, ଝିଅ
ସମ୍ବଲପୁର ଅଫିସ,୪।୧୦: ସମ୍ବଲପୁର ଜିଲା ଦଲେଇଗଡ଼ା ମହାନଦୀ ଘାଟରେ ସୋମବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇ ବାପ, ପୁଅ ଓ ଝିଅ ଭାସି ଯାଇଛନ୍ତି। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ। ହେଲେ ତାଙ୍କର କୌଣସି ପତ୍ତା…
କମ୍ପାନୀ ସୁରକ୍ଷାକର୍ମୀଙ୍କ ଗୁଳିରେ ଗଲା ଯୁବକଙ୍କ ଜୀବନ
ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଶ୍ୟାମ ମେଟାଲିକ୍ସରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କମ୍ପାନୀର ସୁରକ୍ଷା କର୍ମୀଙ୍କ ଗୁଳିରେ ଜଣେ ୧୯ ବର୍ଷିୟ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଝାରସୁଗୁଡା ଜିଲା ଲହଣ୍ଡାବୁଡ ଗ୍ରାମର ଅଭିମନ୍ୟୁ ଭୂୟାଁ।…
ଜିଆଇ ଟ୍ୟାଗ୍ ଦୌଡ଼ରେ କୁଚିଣ୍ଡା ଲଙ୍କା
ସମ୍ବଲପୁର, ୩୦।୯(ବ୍ୟୁରେ): ସମ୍ବଲପୁର ଜିଲା କୁଚିଣ୍ଡା ଲଙ୍କା ଜିଆଇ (ଜିଓଗ୍ରାଫିକାଲ ଇଣ୍ଡିକେଶନ) ଟ୍ୟାଗ୍ ଦୌଡ଼ରେ ରହିଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ରେଢ଼ାଖୋଲ ଏନ୍ଏସିରେ ଏକ୍ଜିକ୍ୟୁଟିଭ୍ ଅଫିସର ଥିବା ଆଇଏଏସ୍ (ଶିକ୍ଷାନବିସ) ଆଶୁତୋଷ କୁଲକର୍ନି ନିଜସ୍ବ ଉଦ୍ୟମରେ…
ରାସ୍ତା ଉପରେ କାଟିଦେଲେ ଦିନମଜୁରିଆଙ୍କ ତଣ୍ଟି
ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ସ୍ଥାସ୍ତାନ୍ତର କରିଛି। ଘଟଣାରେ ସମ୍ପୃକ୍ତ ଯୁବକ ଫେରାର…
ଗଛ ତଳେ ନେଇଥିଲେ ଆଶ୍ରୟ, ଘଟିଲା ଏମିତି
ସମ୍ବଲପୁର,୨୭ା୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କୁସାମୁରା ବଡମାଲ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ୩ଜଣଙ୍କ ଅକାଳ ମୃତ୍ୟୁ ଘଟିଛି। ସେମାନେ ହେଲେ ଚାଷୀ ଦମ୍ପତି ଅନ୍ତର୍ଯାମୀ ମାଝି (୪୫) ଓ ପଦ୍ମିନୀ (୩୭) ଏବଂ ଶ୍ରମିକ…
ଅନ୍ଫ୍ରେଣ୍ଡ କରିଦେବାରୁ ଏଭଳି ପ୍ରତିଶୋଧ ନେଲେ ଯୁବକ
ସମ୍ବଲପୁର,୨୫ା୯(ବ୍ୟୁରୋ): ଯୁବତୀଙ୍କ ନକଲି ଫେସ୍ବୁକ ଆକାଉଣ୍ଟ ଖୋଲି ଫଟୋ ଭାଇରାଲ କରିଥିବା ଅଭିଯୋଗରେ ସମ୍ବଲପୁର ଜିଲା ସାଇବର ଥାନା ପୋଲିସ ଧନୁପାଲି ଥାନା ଅଞ୍ଚଳରୁ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବରଗଡ଼ ଜିଲା ଭେଡନ ଥାନା ଯୋଗିପାଲିର କ୍ଷୀରସିନ୍ଧୁ…
ବିକାଶ ପଥରେ ଜରାଙ୍ଗ
ସମ୍ବଲପୁର,୨୪ା୯(ବ୍ୟୁରୋ): ଘଞ୍ଚ ଜଙ୍ଗଲ ପରିବେଷ୍ଟିତ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଜରାଙ୍ଗ। ଏକଦା ମାଓବାଦୀମାନେ ଏହି ଅଞ୍ଚଳରେ ସକ୍ରିୟ ଥିଲେ। ହେଲେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡିବାରୁ ଏବେ ବିକାଶ ପଥରେ ଆଗେଇ ଚାଲିଛି। ସମ୍ବଲପୁର ଜିଲା ସଦର ମହକୁମାଠାରୁ ପ୍ରାୟ ୫୦…
ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍ ଖୋଲିଲା
ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫ ଫୁଟ । ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୮୫୬ କ୍ୟୁସେକ୍…
ଭିଜିଲାନ୍ସ ଜାଲରେ ସମ୍ବଲପୁର ଓସିସିଏଲ୍ର ସିନିୟର ମ୍ୟାନେଜର
ସମ୍ବଲପୁର ଅଫିସ,୨୦ା୯: ସମ୍ବଲପୁର ଓସିସିଏଲର ସିନିୟର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ରଞ୍ଜନଙ୍କ ସମ୍ବଲପୁରସ୍ଥିତ ବାସଭବନ, ଅଫିସ ଏବଂ ତାଙ୍କ ଶ୍ୱଶୁର ଘରେ ଚଢ଼ାଉ…

