ସମ୍ବଲପୁର-ତିଲେଇବଣି ରାସ୍ତାକାମ ନିମ୍ନମାନର
ସମ୍ବଲପୁର,୫।୧(ବ୍ୟୁରୋ): ୫୩ନଂ. ଜାତୀୟ ରାଜପଥର ସମ୍ବଲପୁର-ତିଲେଇବଣି ଚାରିଥାକିଆ ରାସ୍ତା ନିର୍ମାଣ କାମ ଚାଲିଛି। ପୂର୍ବରୁ ପୁଞ୍ଜିଲେଡ କମ୍ପାନୀ ଏହି କାମ ନେଇଥିବାବେଳେ ବିଭିନ୍ନ କାରଣରୁ ବନ୍ଦ କରିଦେଇଥିଲା। ଏବେ ଅନ୍ୟ ଏକ କମ୍ପାନୀ ନିର୍ମାଣ କାମ କରୁଛି। ସମୟ ଅବଧିଠାରୁ ବିଳମ୍ବ ହେଉଥିବାରୁ…
୧୦୦ ବଦଳରେ ୨୭ ବେଡ୍ରେ ଚିକିତ୍ସା
ସମ୍ବଲପୁର,୪।୧(ବ୍ୟୁରୋ): ବହୁ ବାଦବିବାଦ ପରେ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ କୋଭିଡ-୧୯ ମେଡିକାଲ କରାଯାଇଥିଲା। ତେବେ କୋଭିଡ ମେଡିକାଲ ଗତ ନଭେମ୍ବର ୧୯ରୁ ଭିମ୍ସାର ସ୍ଥାନାନ୍ତର ହେବା ପରେ ମଧ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତିରେ ସୁଧାର ଆସିନାହିଁ। ସେ ସମୟରେ ଯାହାକୁ…
ସମ୍ବଲପୁରରେ ଆଇଆଇଏମ୍ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍’
ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥ…
ଦର୍ଶନରେ କଟକଣା, ଭକ୍ତଙ୍କ ମନଉଣା
ସମ୍ବଲପୁର,୧।୧(ବ୍ୟୁରୋ): ପ୍ରତିବର୍ଷ ଜାନୁୟାରୀ ୧ ତାରିଖରେ ଶ୍ରଦ୍ଧାଳୁମାନେ ମନ୍ଦିର ଓ ଦେବାଳୟରେ ଠାକୁରଙ୍କୁ ଦର୍ଶନ କରି ନୂତନ ବର୍ଷ ପାଳନ କରିଥାନ୍ତି। ହେଲେ ଚଳିତବର୍ଷ କୋଭିଡ୍-୧୯ ଯୋଗୁ ସମ୍ବଲପୁର ସହରର ବିଭିନ୍ନ ମନ୍ଦିରରେ ଦର୍ଶନ ଲାଗି କଟକଣା ଲଗାଯାଇଛି। ସେହିପରି ସମ୍ବଲପୁରର…
ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ: ବାଟଗାଁ ଚାମ୍ପିୟନ
ନାକଟିଦେଉଳ,୩୧ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ବଳମ ଗ୍ରାମ ୟୁଥ୍ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ନାକଟିଦେଉଳ ଏକାଦଶକୁ ହରାଇ ବାଟଗାଁ ଦଳ ଚାମ୍ପିୟନ ହୋଇଥିଲା। ବାଟଗାଁ ଦଳ…
ହୀରାକୁଦ ନିଷିଦ୍ଧାଞ୍ଚଳରେ ଯୁବତୀଯୁବକ
ସମ୍ବଲପୁର,୩୦।୧୨ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ ନିଷିଦ୍ଧାଞ୍ଚଳରେ କେତେକ ଯୁବତୀଯୁବକ ଚଳପ୍ରଚଳ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେମାନେ ସେଲ୍ଫି ନେବା ସହ ଫଟୋ ଉତ୍ତୋଳନ କରୁଛନ୍ତି। ଏହାପରେ ହୀରାକୁଦ ଡ୍ୟାମରେ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଭିନ୍ନ…
ବିପଦରେ ହାତୀବଂଶ
ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍ସିସିଏଫ୍ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ ସ୍ତରରୁ ମିଳିଥିବା ସୂଚନା ଅନୁସାରେ ଏହି ସର୍କଲ ଅଧୀନରେ ଥିବା ୬ ବନଖଣ୍ଡରେ ୧୫୪…
ଗାଡ଼ି ଧକ୍କାରେ ମା’, ଛୁଆ ଭାଲୁ ମୃତ
ରେଢାଖୋଲ,୨୬ା୧୨(ଡି.ଏନ.ଏ.): ରେଢାଖୋଲ-ବଡମାଲ ପୂର୍ତ୍ତ ବିଭାଗ ରାସ୍ତାର ବଂଶାଜାଲ ପୋଲ ନିକଟରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ମା’ ଓ ଛୁଆ ଭାଲୁର ମୃତ୍ୟୁ ହୋଇଛି। ଖବର ପାଇ ଚାରମାଳ ରେଞ୍ଜ ଅଧିକାରୀ ଦର୍ଶନିଆ ଭୋଇ ଓ ବନ କର୍ମଚାରୀ…
ଦହି ଖାଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ
ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଲୁନ୍ଦୁରୁଡିହି ଗ୍ରାମରେ ଦହି ଖାଇ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଜଣ ଅସୁସ୍ଥ ହୋଇଛନ୍ତି। ସେଥିରେ ୫ ଜଣ ଶିଶୁ ଥିବା ବେଳେ ୧୫ ଜଣ ମହିଳା ଓ ୫ରୁ ଉର୍ଦ୍ଧ୍ୱ ପୁରୁଷ ରହିଛନ୍ତି ।…
ପୁରୀ-ସୁରତ ଏକ୍ସପ୍ରେସ ଧକ୍କାରେ ଦନ୍ତା ହାତୀର ପ୍ରାଣ ଗଲା
ସମ୍ବଲପୁର ଅଫିସ,୨୧ା୧୨: ସମ୍ବଲପୁରର ହାତୀବାରି ଓ ମାନେଶ୍ୱର ଷ୍ଟେଶନ ମଧ୍ୟରେ ଭବାନୀପାଲିରେ ପୁରୀ-ସୁରତ ଏକ୍ସପ୍ରେସ ଧକ୍କାରେ ରବିବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିବା ବେଳେ ଏହାର ସମ୍ମୁଖ ଇଞ୍ଜିନର ୬ଟି ଚକ ଟ୍ରାକ୍ରୁ ବାହାରି ଯାଇଥିବା ଜଣାପଡ଼ିଛି।…
ରାନିବଖରୀରେ ହେବ ରାଜକୀୟ ରେଷ୍ଟୁରାଣ୍ଟ
ସମ୍ବଲପୁର,୨୦ା୧୨ (ବ୍ୟୁରୋ): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ବିକାଶ କରି ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିରେ ଯୋଡିହୋଇଛି ନିମନ୍ତ୍ରଣ ଯୋଜନା। ଏହି ଯୋଜନାରେ ସମ୍ବଲପୁର, ପୁରୀ ଓ ଭୁବନେଶ୍ୱରରେ ଓଡିଆ ବ୍ୟଞ୍ଜନ ଯୋଗାଇଦେବାର ବ୍ୟବସ୍ଥା କରୁଛନ୍ତି।…
ଚାଷୀଙ୍କୁ ମିଲର୍ସଙ୍କ ମାଡ଼
ସମ୍ବଲପୁର,୧୩ା୧୨(ବ୍ୟୁରୋ): ଧାନ କଟନୀଛଟନୀକୁ ବିରୋଧ କରିବାରୁ ଟାମ୍ପରକେଲା (ଅଇଁଲାମାଲ) ଗ୍ରାମର ଚାଷୀ ବିଭୂତି ପ୍ରଧାନଙ୍କୁ ଜଣେ ମିଲର୍ସ ଶନିବାର ମାଡ଼ ମାରିଛନ୍ତି। ଏନେଇ ବିଭୂତି ସମ୍ବଲପୁର ସହର ବୈଜାମୁଣ୍ଡାସ୍ଥିତ ସମଲେଶ୍ୱରୀ ଉଦ୍ୟୋଗ ମିଲର୍ସଙ୍କ ବିରୋଧରେ ବୁର୍ଲା ଥାନା ଗୋଶାଳା ଫାଣ୍ଡିରେ ଅଭିଯୋଗ…
Archives


