ସମ୍ବଲପୁର

ସମ୍ବଲପୁର ଜିଲାରେ ୨୩ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ସମ୍ବଲପୁର,୧୧ା୬(ବ୍ୟୁରୋ)-ସମ୍ବଲପୁର ଜିଲାରେ ଶୁକ୍ରବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ମୋଟ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେଲେଣି। ତେବେ ସେମାନଙ୍କ ମଧ୍ୟରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି...

ଖାଇବାକୁ ମିଳୁନି, ଋଣ ଅସୁଲ ହେଉଛି  

ସମ୍ବଲପୁର, ୧୧।୬ (ବ୍ୟୁରୋ)-ସରକାର ବ୍ୟାଙ୍କ ଓ ମାଇକ୍ରୋ ଫାଇନାନ୍ସ କମ୍ପାନୀ ଗୁଡିକର ଋଣ ଅସୁଲ କରିବା ଉପରେ ରୋକ୍‌ ଲଗାଇଛନ୍ତି। ହେଲେ ମାଇକ୍ରୋ ଫାଇନାନ୍ସ କମ୍ପାନୀ ଗୁଡିକ ନିର୍ଦ୍ଦେଶ ପାଳନ ନ କରି ମହିଳାମାନଙ୍କ ଠାରୁ ଋଣ ଅସୁଲ କରୁଛନ୍ତି...

ସମ୍ବଲପୁର ଷ୍ଟେଶନରୁ ଚାଲିଲା ସ୍ବତନ୍ତ୍ର ଟ୍ରେନ

ସମ୍ବଲପୁର,୮ା୬(ବ୍ୟୁରୋ): ମହାମାରୀ କରୋନା ଯୋଗୁ ସମ୍ବଲପୁର ଷ୍ଟେଶନରୁ ବନ୍ଦ ପଡିଥିବା ରେଳ ଚଳାଚଳ ଆରମ୍ଭ ହୋଇଛି। ସୋମବାର ସମ୍ବଲପୁର-ପୁରୀ ଇଣ୍ଟରସିଟି ଯାହା ପରିବର୍ତ୍ତନ ହୋଇ ଖୋର୍ଦ୍ଧା ପର୍ଯ୍ୟନ୍ତ ଚାଲିବ । ଏହି ଟ୍ରେନରେ ଯାତ୍ରା କରିବା ପାଇଁ ସମ୍ବଲପୁର ଷ୍ଟେଶନରୁ...

ତଲାବିରା ଖଣି ବିବାଦ: ସମାଧାନ ପାଇଁ ତ୍ରିପାକ୍ଷିକ ବୈଠକ

ସମ୍ବଲପୁର,୮ା୬(ବ୍ୟୁରୋ): ସମ୍ବଲପୁର ରେଙ୍ଗାଲି ତଲାବିରା କୋଇଲାଖଣି ୧ ଓ ୨ରେ ଲାଗି ରହିଥିବା ବିବାଦର ସମାଧାନର ବାଟ ଫିଟୁନାହିଁ । କମ୍ପାନୀ କୋଇଲା ଉତ୍ତୋଳନ କାମ ଆରମ୍ଭ କରିଥିବା ବେଳେ ବିସ୍ଥାପିତ ଓ ଅଞ୍ଚଳବାସୀ ଏହାକୁ ବିରୋଧ ଜାରି ରଖିଛନ୍ତି।...

ତଲାବିରା କୋଇଲା ଖଣି ଆଗରେ ଗ୍ରାମବାସୀଙ୍କ ଧାରଣା

ରେଙ୍ଗାଲି,୭।୬(ଡି.ଏନ.ଏ.)-ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ତଲାବିରା ୨ ଓ ୩ କୋଇଲା ଖଣି ଖନନ କାମ କରୁଥିବା ଏନ୍‌ଏଲ୍‌ସି କମ୍ପାନୀର ମନମୁଖି କାର୍ଯ୍ୟ ଏବଂ ବିଭିନ୍ନ ଦାବି ନେଇ ତଲାବିରା ଗ୍ରାମବାସୀ ଖଣି ସମ୍ମୁଖରେ ଶନିବାର ଧାରଣାରେ ବସିଥିଲେ ।...

ଖରିଫ ଚାଷ ପାଇଁ ଜମିକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର, ୭।୬ (ବ୍ୟୁରୋ)- ଅଦିନିଆ ବର୍ଷା ସହ କୁଆପଥର ମାଡରେ ରବି ଧାନ ସହିତ ପନିପରିବା, ଡାଲି, ଫଳ ଜାତୀୟ ଫସଲ ନଷ୍ଟ ହୋଇଥିଲା। ଏଥିଯୋଗୁ ଚାଷୀ ବହୁ କ୍ଷତି ସହିଥିଲେ । କୃଷି ଓ ରାଜସ୍ବ ବିଭାଗ ପକ୍ଷରୁ...

ଧାନବିଲକୁ ଯାଉଥିବା ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ନାକଟିଦେଉଳ, ୨୯।୫ (ଡି.ଏନ.ଏ.)-ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ହିତସରା ଗାଁରେ ଶୁକ୍ରବାର ସକାଳ ୬ଟାରେ ଜଣେ ମହିଳାଙ୍କୁ ହାତୀ କଚାଡି ମାରି ଦେଇଛି। ଏହି ମହିଳା ଜଣଙ୍କ ହେଲେ ହିତସରା ଗାଁର ମିତ୍ରଭାନୁ ଦେହୁରୀଙ୍କ ସ୍ତ୍ରୀ ପ୍ରମିଳା ଦେହୁରୀ...

ନିରାଡମ୍ବରରେ ସମ୍ପନ୍ନ ହେଲା ବାଲୁଙ୍କେଶ୍ୱରଙ୍କ ପତରପେଡିଁ

ସମ୍ବଲପୁର, ୨୩।୫ (ବ୍ୟୁରୋ)-କରୋନା କଟକଣାକୁ ଦୃଷ୍ଟିରେ ରଖି ଶନିବାର ନିରାଡମ୍ବର ଭାବେ ନନ୍ଦପଡା ବମ୍‌ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ପତରପେଡିଁ (ନିର୍ବନ୍ଧ) ଶେଷ ହୋଇଛି। ଏଥିସହ ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ଆରମ୍ଭ ହୋଇଛି । ପରମ୍ପରା ଓ ରୀତିନୀତି...

ଏସ୍‌ଏଚ୍‌ଜି କିଣିବେ ଲଘୁ ବନଜାତ ଦ୍ରବ୍ୟ

ସମ୍ବଲପୁର,୧୮।୫(ବ୍ୟୁରୋ): ଆଦିବାସୀମାନେ ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି। ହେଲେ ଉପଯୁକ୍ତ ବଜାର ନ ଥିବାରୁ ବନଜାତ ଦ୍ରବ୍ୟର ଅଭାବୀ ବିକ୍ରି ସମସ୍ୟା ଲାଗି ରହୁଛି। ଏହାକୁ ଆଖି ଆଗରେ ରଖି ସରକାର ନୂଆ...

ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍‌

ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍‌ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଏ ନେଇ ସମସ୍ତ ବ୍ୟବସ୍ଥା କରିଛି। ସମ୍ବଲପୁର ଷ୍ଟେଶନରୁ ଏହି ଟ୍ରେନ୍‌...

ସମ୍ବଲପୁରକୁ ଛୁଇଁଲା କରୋନା

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରବିବାର ଚିହ୍ନଟ ହୋଇଥିବା ୯୧ ନୂତନ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ ରହିଛନ୍ତି। ଫଳରେ ପ୍ରଥମ ଥର ଲାଗି ଜିଲାକୁ କରୋନା ଛୁଇଁଛି। ପୂର୍ବରୁ ରାଜ୍ୟର ୨୧ଟି ଜିଲାରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ...

ପରିବାର ଲୋକେ ଘରେ ପୂରାଇଲେନି

ସମ୍ବଲପୁର,୧୬।୫ (ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ସରକାର ଯେତେ ସଚେତନ ଓ ସୁବିଧା କଲେ ମଧ୍ୟ ସୁଫଳ ମିଳିପାରୁନାହିଁ। ସଚେତନତା ଅଭାବ ଯୋଗୁ ଭୟରେ ପରିବାର ନିଜ ଲୋକଙ୍କୁ ପର କରିଦେଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri