ସମ୍ବଲପୁର

କୋଭିଡ କଟକଣା ସତ୍ତ୍ୱେ ବିଶ୍ୱେଶ୍ୱର ପୀଠରେ ଭକ୍ତଙ୍କ ପ୍ରବଳ ସମାଗମ

ସରଣ୍ଡା,୧୧।୩(ଡି.ଏନ.ଏ.):ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡା ସ୍ଥିତ ପଶ୍ଚିମ ଓଡିଶାର ପ୍ରସିଦ୍ଧ ଅଷ୍ଟଶମ୍ଭୁ ଶୈବପୀଠରେ କୋଭିଡ କଟକଣା ସତ୍ତ୍ୱେ ଭକ୍ତଙ୍କ ସମାଗମ ହୋଇଛି। ଅଭିଭକ୍ତ ସମ୍ବଲପୁର ଜିଲାର ହୁମାର ବକ୍ର ମନ୍ଦିର ନିର୍ମାଣ ପରେ ପରେ ୧୬୯୫ରୁ ୧୭୬୬ ଖ୍ରୀ:ଅ:…

ବନ୍ଦ ହେବ ସମ୍ବଲପୁର ରୋଡ୍‌ ଷ୍ଟେଶନ

ସମ୍ବଲପୁର,୧୧ା୩ (ବ୍ୟୁରୋ):ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍‌ ୧୮୯୦ ମସିହାରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ ଚିଫ୍‌ ଅପରେଶନ ମ୍ୟାନେଜରଙ୍କ ପକ୍ଷରୁ ନୋଟିସ୍‌ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳକୁ ମଧ୍ୟ…

ବନ୍ଦ ହେବାକୁ ଯାଉଛି ୧୮୯୦ରୁ ସେବା ଯୋଗାଉଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ

ସମ୍ବଲପୁର,୧୦ା୩(ବ୍ୟୁରୋ): ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍‌ ୧୮୯୦ରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ ଚିଫ୍‌ ଅପରେଶନ ମ୍ୟାନେଜରଙ୍କ ପକ୍ଷରୁ ନୋଟିସ୍‌ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳକୁ ମଧ୍ୟ ଏ…

ଚାଷ ଜମିରୁ ବ୍ୟାପିଛି ନିଆଁ

ସମ୍ବଲପୁର,୯ା୩(ବ୍ୟୁରୋ): ସମଗ୍ର ରାଜ୍ୟରେ ଜଙ୍ଗଲ ଅସୁରକ୍ଷିତ। ନିଆଁ ଆଁରେ ପୋଡ଼ି ପାଉଁଶ ହେଉଛି ମୂଲ୍ୟବାନ ବୃକ୍ଷଲତା। ବିପଦରେ ବନ୍ୟପ୍ରାଣୀଙ୍କ ଜୀବନ। ସମ୍ବଲପୁର ବନଖଣ୍ଡ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ସୋମବାର ମିଳିଥିବା ରିପୋର୍ଟ ଅନୁସାରେ ବନଖଣ୍ଡର ବିଭିନ୍ନ ସଂରକ୍ଷିତ ଜଙ୍ଗଲର ମୋଟ…

ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ବନ୍ଧା ହେବେ

ସମ୍ବଲପୁର, ୮।୩(ବ୍ୟୁରୋ): ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ବନ୍ଧା ହେବେ । ଜଙ୍ଗଲ ନିଆଁ ରୋକିବାକୁ ସମ୍ବଲପୁର ଡିଏଫ୍‌ଓ ସଞ୍ଜୀତ କୁମାର ଏଭଳି କଡ଼ା ପଦକ୍ଷେପ ନେଇଛନ୍ତି । ଜଙ୍ଗଲରେ ନିଆଁ ଲଗାଇଲେ ତୁରନ୍ତ ଗିରଫ କରାଯିବ ବୋଲି ସେ ଚେତାବନୀ…

ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ

ସମ୍ବଲପୁର, ୬ା୩ (ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଅଧୀନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମୁଖ୍ୟ ଗେଟ ସମ୍ମୁଖରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅଟୋରେ ଆଣି ଚାଳକ ଅଚେତ ଅବସ୍ଥାରେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି।…

କେନ୍ଦୁପତ୍ର ଗୋଛା କାଟିବା ବେଳେ ମାଡ଼ି ଆସିିଲା ମୃତ୍ୟୁ

ନାକଟିଦେଉଳ, ୬ା୩: ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ସେକ୍ସନର ବସାଲୋଇ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ବାଦୀ (୫୮)। ସୂଚନା ଅନୁସାରେ ବିରଞ୍ଚତ୍ ଶୁକ୍ରବାର ଘରଠାରୁ ପ୍ରାୟ ୧ କି.ମି.…

୧୨ ଦିନ ପରେ ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ସମ୍ବଲପୁର,୩ା୩: ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଡୁମେରଚୁଆଁ ଜଙ୍ଗଲରୁ ବୁଧବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଯୁଯୁମୁରା ଥାନା ଭବାନିପାଲି ଗ୍ରାମ ମିର୍ଦ୍ଧାପଡାର ଦ୍ରୋଣ ମିର୍ଦ୍ଦା(୨୮) ବୋଲି ଜଣାପଡିଛି। ନିକଟ ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌…

ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ

ସମ୍ବଲପୁର, ୩।୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ଗୌରୀ ଶଙ୍କରଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବନ କରାଯାଇଛି । ସଦର ରେଞ୍ଜ ଅଧିନରେ ପ୍ରାୟ ୫ ମାସ ଭିତରେ ୬ଟି ହାତୀର ମୃତ୍ୟୁ ଘଟିଛି। ଏହାକୁ ନେଇ ବିଭାଗ ପକ୍ଷରୁ ରିପୋର୍ଟ…

୨ ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି: ଚାଲିଗଲା ୩ ଜୀବନ

ସମ୍ବଲପୁର,୩।୩(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ରେମେଡି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଗୁରୁତ ହୋଇଛନ୍ତି। ଉକ୍ତ ଯୁବକମାନେ ହୀରାକୁଦ ଅଞ୍ଚଳର ବୋଲି ଜଣାପଡିଛି। ତେବେ ସେମାନଙ୍କ…

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ ମହାନ୍ତି ଏହି ରାୟ ଶୁଣାଇଛନ୍ତି। କୋର୍ଟ ପରିସରରେ ଅଭିଯୁକ୍ତ ଓ ଅପରପକ୍ଷ ଓକିଲ…

ଭିସୁଟ୍‌ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍‌, କିଟ୍‌ ଖରାପ ଥିବା ଯୋଗୁ ଆସିଥିଲା ପଜିଟିଭ୍‌

ସମ୍ବଲପୁର,୨।୩(ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହୋଇଥିଲା। ଏପରିକି ବିଶ୍ୱବିଦ୍ୟାଳୟର ୨୫ଜଣ ଛାତ୍ର କରୋନା ପଜିଟିଭ୍‌ ଆସିଥିବା ନେଇ ଖବର ପ୍ରକାଶ ପାଇଥିଲା। ଏହି ଘଟଣାକୁ ଅତିରିକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri