ସମ୍ବଲପୁର

ଭିମ୍‌ସାର ଡାକ୍ତରଙ୍କ ପଦୋନ୍ନତିକୁ ନେଇ ବିବାଦ

ସମ୍ବଲପୁର,୨୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ପ୍ରଫେସର ଓ ଆସୋସିଏଟ ପ୍ରଫେସର ପଦୋନ୍ନତିରେ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ପଦୋନ୍ନତିର ମାତ୍ର ଦିନକ ପରେ ସେହି ନିର୍ଦ୍ଦେଶ…

ସଜେଇ ହେଉଛି ରାନୀ ବଖରୀ

ସମ୍ବଲପୁର, ୨୩ା୭(ବ୍ୟୁରୋ): ନବବଧୂ ଭଳି ସଜେଇ ହୋଇଛି ରାନୀ ବଖରୀ। ୩ ମହଲା ବିଶିଷ୍ଟ ଐତିହାସିକ ରାଜପ୍ରାସାଦରେ ମୋଟ ୧୫ଟି କୋଠରି ରହିଛି। ତଳେ ୭, ମଝିରେ ୬ ଓ ସବା ଉପରେ ୨ଟି ସୁସଜ୍ଜିତ କୋଠରି ଓ ଗୋଟିଏ ବାରଣ୍ଡା…

ସମ୍ବଲପୁରର ଏହି ଗାଁର ନାଁ ହେଲା ‘ରଙ୍ଗବତୀ’

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଖ୍ୟାତ ଲୋକ ସଂଗୀତ ରଙ୍ଗବତୀ ନାଁରେ ନାମିତ ହେଲେ ଗାଁ। ସମ୍ବଲପୁର ଜିଲା ବାମରା ବ୍ଲକର ବିଲୁଙ୍ଗ ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ଗାଁ ନାମରେ ନାମିତ କରାଯାଇଛି। ଏନେଇ ବୁଧବାର ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…

ଜୁଲାଇ ୩୧ ଯାଏ ସମ୍ବଲପୁର ଶଟ୍‌ଡାଉନ୍‌

ସମ୍ବଲପୁର, ୨୧।୭(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସମ୍ବଲପୁର ଜିଲାକୁ ୧୦ ଦିନ ସଟ୍‌ଡାଉନ ଘୋଷଣା କରିଛନ୍ତି ଜିଲାପାଳ। ବୁଧବାରଠାରୁ ଜୁଲାଇ ୩୧ ଯାଏ ଏହି ସଟ୍‌ଡାଉନ ବଳବତ୍ତର ରହିବ। ଦୁଇଟି ପର୍ଯ୍ୟାୟରେ ସଟ୍‌ଡାଉନ ଲାଗୁ ହେବ। ୨୨ରୁ ୨୫ ତାରିଖ…

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ ଏକ…

୧୮ ପର୍ଯ୍ୟନ୍ତ ଭିସୁଟ୍‌, ୨୦ ଯାଏ ଜ୍ୟୋତିବିହାର ବନ୍ଦ

ସମ୍ବଲପୁର,୧୩ା୭(ବ୍ୟୁରୋ)-ସମ୍ବଲପୁର ଜିଲା ବୁର୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ) ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ବନ୍ଦ କରାଯାଇଛି। ଭିସୁଟକୁ ଜୁଲାଇ ୧୮ ଏବଂ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ଜୁଲାଇ…

ଭିମ୍‌ସାର ଡାକ୍ତର କରୋନାରେ ଆକ୍ରାନ୍ତ

ସମ୍ବଲପୁର, ୧୩।୭ (ବ୍ୟୁରୋ) -ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ର ଜଣେ ପିଜି ଡାକ୍ତର କରୋନା ଆକ୍ରାନ୍ତ ହୋଇଥିବା ସୋମବାର ଜଣାପଡ଼ିଛି। ସେ ଆଇସିୟୁରେ କାର୍ଯ୍ୟରତ ଥିଲେ। ତାଙ୍କ ସ୍ବାବ୍‌ ନମୁନାର…

କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ

ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କୁ ଅପହରଣ

ସମ୍ବଲପୁର,୧୦ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଶାସନ ଥାନା ଅଧୀନ ବାଇପାସ୍‌ ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ବନ୍ଧୁକ ଦେଖାଇ ଜଣେ ବ୍ୟବସାୟୀଙ୍କୁ କେତେକ ଅଚିହ୍ନା ଯୁବକ ଉଠାଇ ନେଇଛନ୍ତି। ଏହି ବ୍ୟବସାୟୀ ଜଣକ ହେଲେ ଅଇଁଠାପାଲି ଥାନା ନୂଆପଡାର ନରେଶ ଅଗ୍ରୱାଲ (୬୩)। ତେବେ…

ସମ୍ବଲପୁର ଜିଲା ୨ ଦିନ ଶଟ୍‌ଡାଉନ

ସମ୍ବଲପୁର,୯।୭(ବ୍ୟୁରୋ)-କରୋନା ସଂକ୍ରମଣକୁ ଦୃଷ୍ଟିରେ ସମ୍ବଲପୁର ଜିଲାକୁ ୨ ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଆସନ୍ତା ୧୧ ଓ ୧୨ ତାରିଖ ୨ ଦିନ ଶଟ୍‌ଡାଉନ ହେବ। ଶଟଡାଉନ ସମୟରେ ଜରୁରୀକାଳିନ ସେବା ଅବ୍ୟାହତ ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

ଭୋଜି ଖାଇବାକୁ ଡାକି ଯୁବକଙ୍କୁ ହତ୍ୟା  

ସମ୍ବଲପୁର,୬ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଅଇଁଠାପାଲି ଥାନା କରମଟୁଲିରେ ରବିବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ସୋନୁ ଖଡିଆ (୨୪)। ଏହି ଘଟଣାରେ ଉମେଶ ମୁଣ୍ଡା ଗୁରୁତର ହୋଇଛନ୍ତି ା ତାଙ୍କୁ ବୁର୍ଲା…

୭ ଦିନ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ

ସମ୍ବଲପୁର,୬ା୭(ବ୍ୟୁରୋ)-ସମ୍ବଲପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁର୍ଲାରେ ଭିସୁଟ୍‌ ଅଧ୍ୟାପକ ଓ କର୍ମଚାରୀ ମଧ୍ୟ ସଂକ୍ରମିତ ହୋଇଛନ୍ତି । ଏହାକୁ ନେଇ ବୁର୍ଲାରେ ଭୟର ବାତାବରଣ ଖେଳି ଯାଇଛି। ତେଣୁ ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ଏକ ସପ୍ତାହ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri