ସତା ହରଉଛେ ତିରଶୁଲ ବଁଧ୍
ବେଲପଡା, ୨୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ସଦର ଗାଁ ବେଲପଡ଼ାରେ ରହିଛେ ପୁରାତନ ତିରଶୁଲ ବଁଧ୍। ୪୨ ନମ୍ବର ରାଜ୍ୟ ରାଜପଥ ତରାରେ ୬ ଏକର ଜାଗାରେ ଥିବାର ଇ ବଁଧ୍ ଏହେଦେ ଦେଖ୍ଭାଲ ଅଭାବୁ ତାର ସତା...
ସୁଖ୍ ଶିଆଁତି ଛଡ଼େଇ ନେଲା ଇନ୍ଦ୍ରାବତୀ ପ୍ରକଳ୍ପ: ମଉଲିକ୍ ସୁବିଧାରୁ ବଁଚିତ୍ ଘୁଟୃଖାଲବାସୀ
ଭବାନୀପାଟଣା, ୨୬ା୪ (ଡିଏନଏ): ଇନ୍ଦ୍ରାବତୀ ପ୍ରକଳ୍ପ ତିଆର ହେବା, ଆସର ପାସର ହାଁଗଁଡ଼ାର ଲୋକ୍ ସବୁ ପରକାର ମଉଲିକ ସୁବିଧା ସୁଯୋଗ ପାଏବେ। ପିଲାମାନେ ପାଠ୍ ପଢ଼ବାର ସୁବିଧା ପାଏବାର ସଂଗେ ଭେଁଡ଼ିଆମାନେ ରୁଜଗାର ପାଏବେ। ଅଂଚଲର ବିକାଶ ହେବା।...
ଆବାସ ଯୋଜନାର ବିଲ ଲାଗି ହିତାଧିକାରୀ ହଟହଟା
ସମ୍ବଲପୁର,୨୬।୪ (ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ଭିନେ ଭିନେ ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନେ ଘର ତିଆରି କରୁଛନ୍। ହେଲେ ପାଖାପାଖି ମାସେ ହେଲା ମହାନଗର ନିଗମ ତରଫୁ ବିଲ ଟଁକା ନାଇଁ ଦିଆଯାଉଥିବାର ଅଭିଯୋଗ ହେଉଛେ। କେତେ...
ସାମୂହିକ ଉଦ୍ୟମ ଦ୍ୱାରା ମ୍ୟାଲେରିଆ ମୂଳୋତ୍ପାଟନ ସମ୍ଭବ
ସୋନପୁର,୨୬।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶରତ ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ...
ଲାଠୋରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବନା: ପକାଘର ପାଏବାରୁ ବଁଚିତ ଗରିବ ପରିବାର
ଲାଠୋର, ୨୬ା୪ (ଡି.ଏନ.ଏ): ସରକାରୀ ନିୟମ ଅନ୍ସାରେ ଏସ୍ଇସିସି ତାଲିକାରେ ଯେନ୍ମାନକର ନଁା ଥିବା ଆର ଘରଦୁଆର ନାଇଁଥିବା ସେମାନକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ପକା ଘର ଯୁଗେଇ ଦେବାର ବେବସ୍ତା ରହିଛେ। ଭାରତ ସରକାରକଁର ଗ୍ରାମ୍ୟ...
୨ଟି ବୁଥ୍ରେ ସାନି ମତଦାନ
ସୁନ୍ଦରଗଡ଼,୨୫ା୪(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍ରେ ଇଭିଏମ୍ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ...
ଦିନ୍ଦାହାଡ଼େ ଚାଲିଛେ ଗଛ୍କଟା: ଉଜ୍ଡ଼ି ଯାଉଛେ ରଙ୍ଗମାଟିଆ ରାଜସ୍ବ ଜଂଗଲ
କଣ୍ଟାମାଳ, ୨୫ା୪ (ଡିଏନଏ): ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜର ଚନ୍ଦନିଆମୁଣ୍ଡା ପାସର ରଙ୍ଗମାଟିଆ ରାଜସ୍ବ ଜଂଗଲ ଉଜଡ଼ି ଯାଉଛେ। ଗଲା ମାସେ ହେଲା ଇଠାନେ ଦିନ୍ଦାହାଡ଼େ ଆସର ପାସର ଗାଁବାସୀ ଗଛ୍ କାଟୁଥିଲେ ବି ବନବିଭାଗ ଜାନିଶୁନି ତୁମ୍ପଡ଼ିଥିବାର ଅଭିଯୋଗ ହେଉଛେ।...
ଚିକିତ୍ସା ଲାଗି ଟଁକା ବାଧକ୍: ରକ୍ତ କର୍କଟ ରୋଗ୍ରେ ପୀଡ଼ିତ ଲକ୍ଷ୍ମୀପ୍ରିୟା
ରାଉରକେଲା ଅଫିସ,୨୫।୪: ଟଁକା ପଏସା ଅଭାବ ଥିଲେ ବି ଝି’କେ ପାଠ୍ ପଢ଼ାବାରେ କେହେନ୍ସି ପରକାର ଉନା ନାଇଁକରି। ତାକର ଗୁଟେନ ଉଦେଶ ଥିଲା ଝି’କେ ପାଠ୍ ପଢ଼େଇ ଉଚ୍ ଶିକ୍ଷିତ କରବାର। କୁଲି ମଜୁରି କରି ପରିବାର ଚଲବାର ସଂଗେ...
ହକ୍ଦାର ହିତାଧିକାରୀ ଗୁହାଲ ଯୋଜନାରୁ ବଁଚିତ: କାର୍ଯ୍ୟାଦେଶ ଲାଗି ୨୦ ହଜାର ଟଁକା ଲଁ।ଚ୍ ଅଭିଯୋଗ
ବେଲପଡ଼ା ୨୫।୪(ଡି.ଏନ.ଏ.): ଗୃହପାଲିତ ପଶୁ ପାଲନ କରି ଗରିବ୍ ହିତାଧିକାରୀମାନେ କେନ୍ଥେଇ ଦୁଇପଏସା ରୁଜଗାର କରି ନିଜର ଗୁଡ଼େ ଠିଆ ହେବେ ସରକାର ସେଥିରଲାଗି ଗାଈ ଗୁହାଲ ଯୋଜନା କରିଛନ୍। ହେଲେ ଗାଁଗଁଲିରେ ରହୁଥିବାର ଅନେକ୍ ହକ୍ଦାର ହିତାଧିକାରୀ ଯୋଜନାରୁ ବଁଚିତ...
ମିଳୁନି ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପ୍ରୋତ୍ସାହନ ରାଶି, ହିତାଧିକାରୀ ନିରାଶ
କୁଆଁରମୁଣ୍ଡା, ୨୪।୪(ଡି.ଏନ.ଏ.)-ଗ୍ରାମାଞ୍ଚଳର ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ଗରିବ ପରିବାରକୁ ଚିହ୍ନଟ କରାଯାଇ ସରକାରଙ୍କ ବିଭିନ୍ନ ଯୋଜନାରେ କଂକ୍ରିଟ ଛାତ ଘର ନିର୍ମାଣ ନିମନ୍ତେ ସରକାରୀ ସହାୟତା ପ୍ରଦାନ କରାଯାଉଛି। ପୁଣି ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ଯଦି...
ପୁସ୍ତକ ମଣିଷର ଅନ୍ତରଙ୍ଗ ବନ୍ଧୁ
ସୋନପୁର,୨୪।୪(ନି.ପ୍ର.)- ଦୁଃଖ ଓ ସୁଖ ସମୟରେ ପୁସ୍ତକ ସାଥି ହୋଇଥାଏ। ପୁସ୍ତକ ପଢିଲେ ଜ୍ଞାନ ବଢେ, ଆତ୍ମ ସନ୍ତୋଷ ମିଳେ। ଦୁଶ୍ଚିନ୍ତା ଦୂର ହୁଏ। ତେଣୁ ପୁସ୍ତକ ହିଁ ମଣିଷର ଅନ୍ତରଙ୍ଗ ବନ୍ଧୁ ବୋଲି ବିଶ୍ୱ ପୁସ୍ତକ ଦିବସ ଅବସରରେ...
କାମେ ନାଇଁ ଆଏବାର ସ୍ବଜଳଧାରା ପ୍ରକଳ୍ପ: ପାଏନ୍ ଲାଗି ଗୁଲଗୁଲା ଦେଣ୍ଡୁପଦରବାସୀ
ବିନିକା, ୨୪ା୪(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍ର ଦେଣ୍ଡୁପଦର ଗାଁ। ୨ଟା ଓ୍ବାର୍ଡ ଥିବାର ଇ ଗଁାରେ ପାଖାପାଖି ୮ଶହ ଲୋକ୍ ବାସ୍ କରୁଛନ୍। ଗଁାରେ ଗଲା ୧୨ ବଛର ହେଲା ପିଇଲା ପାଏନ୍ ସମସିଆ ଲାଗିରହିଥିଲେ...