ସମ୍ବଲପୁର

୩ ଘଣ୍ଟିଆ ଚକାଜାମ୍‌

ସମ୍ବଲପୁର,୧୩ା୨(ବ୍ୟୁରୋ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ସମ୍ବଲପୁର ଜିଲା ଭାଜପା ପକ୍ଷରୁ ୩ ଘଣ୍ଟିଆ ଚକା ଜାମ୍‌ କରାଯାଇଥିଲା। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ତତ୍ତ୍ୱାବଧାନରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ହୋଇଥିଲା। ସମ୍ବଲପୁର-ଦେବଗଡ ୫୩ନଂ. ଜାତୀୟ…

ମାର୍ଚ୍ଚ ୧ରେ ଭୁବନେଶ୍ୱରକୁ ଟ୍ରାକ୍ଟର ରାଲି

ସମ୍ବଲପୁର,୧୩।୨ (ବ୍ୟୁରୋ): ସମ୍ବଲପୁର ବରେଇପାଲି ମାର୍କେଟ ୟାର୍ଡ ପରିସରରେ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ଏକ ଜରୁରୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଚାଷୀମାନେ ଟାଗେର୍ଟ କରି ବର୍ଷିଥିଲେ। ଫେବୃୟାରୀ ଶେଷ…

୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡାକ୍ତର ଶିଖା ମଧ୍ୟ ଚିକିତ୍ସା କରିବେ ବୋଲି ଡାକ୍ତର ଚନ୍ଦାନି କହିଛନ୍ତି।…

ସମ୍ବଲପୁରରେ ଚିହ୍ନଟ ହୋଇନାହାନ୍ତି ନୂଆ ସଂକ୍ରମିତ

ସମ୍ବଲପୁର,୧୨ା୨(ବ୍ୟୁରୋ): ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ ଶୁକ୍ରବାର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଶୂନ ହୋଇଛି। ହେଲେ ପୂର୍ବରୁ ସଂକ୍ରମଣ ହୋଇଥିବା ୪୨ ଜଣ ଚିକିତ୍ସାଧୀନ ଅଛନ୍ତି। ଜିଲାରେ ମୋଟ ୯୯୧୨ ଜଣ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଥିବା…

ଭିମ୍‌ସାର ମେଡିକାଲ ପଛପଟୁ ମିଳିଲା ଶିଶୁର ମୁଣ୍ଡବିହୀନ ମୃତଦେହ

ସମ୍ବଲପୁର,୧୧ା୨ (ବ୍ୟୁରୋ): ବୁର୍ଲା ଥାନା ଭିମସାର ମେଡିକାଲର ଯଷ୍ମା ବିଭାଗ ପଛପଟ କେନାଲ ପାର୍ଶ୍ୱରୁ ପୋଲିସ ଏକ ଶିଶୁର ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଥିଲା। ଗୁରୁବାର ସନ୍ଧାନୀ କୁକୁର ସାହାଯ୍ୟରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତଦେହ ପଡିଥିବା ସ୍ଥାନକୁ…

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ ବେହେରା। ପୋଲିସ ଦଫା ୪୯୮(କ), ୨୯୪, ୩୦୨, ୩୦୪ (କ)/୩୪ ଆଇପିସି ଓ ଯୌତୁକ…

ସଙ୍କଟରେ ସୋସିଆଲ ମିଡିଆ ‘ରାଉଟର’

ନାକଟିଦେଉଳ,୭ା୨(ଡି.ଏନ୍‌.ଏ.): ସୋସିଆଲ ମିଡିଆ ରାଉଟର ଚଳାଇବା ପାଇଁ ଭାରତର ସର୍ବକନିଷ୍ଠ ଡେଭଲପର ଆୟୁଷ ରଞ୍ଜନ ରାଉତ ଏବେ ସରକାରୀ ସହାୟତା ଲୋଡ଼ିଛନ୍ତି। ଏଥିପାଇଁ ସେ ଶନିବାର ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ଆମତ୍ନିର୍ଭର ଭାରତ ଆହ୍ବାନ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜେଲରେ ମିଳିବ କନ୍ଧମାଳ ହଳଦୀ

ସମ୍ବଲପୁର, ୩ା୨(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଏଣିକି କନ୍ଧମାଳ ହଳଦୀ ଉପଲବ୍ଧ ହେବ। ବୁଧବାର କାରାଗାର ପରିସରରେ ଏକ କାଉଣ୍ଟର ଖୋଲାଯାଇ ହଳଦୀ ସାଙ୍ଗକୁ ଅଟା, ବେସନ ବିକ୍ରି ଆରମ୍ଭ ହୋଇଛି। ସୁପରିଣ୍ଟେଣ୍ଡେଣ୍ଟ ବୀରେନ ସାହୁ ଏହାକୁ ଉଦ୍‌ଘାଟନ କରି କହିଥିଲେ,…

ଅବକାରୀ ଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୨।୨(ବ୍ୟୁରୋ): ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡା ଜିଲା ବେଲପାହାଡ ଅବକାରୀ ବିଭାଗରେ କାର୍ଯ୍ୟରତ ଏସ୍‌ଆଇ ଦେବେନ୍ଦ୍ର ପ୍ରହରାଜଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି। ଏକସମୟରେ ବେଲପାହଡସ୍ଥିତ କାର୍ଯ୍ୟାଳୟ ସମେତ ସମ୍ବଲପୁର ଏସ୍‌ଆର୍‌ଆଇଟି କଲୋନୀ କଲ୍ୟାଣ ନଗରର ନିଜସ୍ବ ବାସଭବନ,…

ସଞ୍ଜ ନଇଁଲେ ଅଞ୍ଚଳବାସୀଙ୍କୁ ଦନ୍ତା ଭୟ: ଘର ଭିତରେ ଶୁଣ୍ଢ ପୂରାଇବା ଭିଡିଓ ଭାଇରାଲ

ସମ୍ବଲପୁର,୩୦ା୧(ବ୍ୟୁରୋ): ସମ୍ବଲପୁର ସଦର ରେଞ୍ଜ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ସଞ୍ଜ ନଇଁଲେ ଲୋକଙ୍କୁ ଦନ୍ତା ଭୟ ଘାରିଛି। ତେଣୁ ଯିଏ ଯୁଆଡେ ଯାଉଛନ୍ତି ସନ୍ଧ୍ୟା ପୂର୍ବରୁ ଘରକୁ ଫେରିବାକୁ ଚେଷ୍ଟା କରୁଛନ୍ତି। ବନ ବିଭାଗ ଓ ଗ୍ରାମବାସୀ…

ଡଙ୍ଗା ବୁଡ଼ି ବାପପୁଅ ମୃତ

ବିନିକା,୩୦।୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ମଧ୍ୟ ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଏକ ଡଙ୍ଗା ବୁଡି ଗୋଟିଏ ପରିବାରର ବାପା ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିନିକା ସହରସ୍ଥିତ ଶ୍ରୀରାମନଗରର ସୁଲେମାନ ଖାନ୍‌(୪୮) ଓ ତାଙ୍କ ପୁଅ ଆଜଲାଣ୍ଡ। ପ୍ରକାଶ…

ଅନ୍ଧାରୀ ନାଳରେ ଲୀନ ହେବ ବଳମ ଗ୍ରାମ

ନାକଟିଦେଉଳ,୨୬ା୧: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକର ବଳମ ଗ୍ରାମ ଅନ୍ଧାରୀ ନାଳ ମଧ୍ୟରେ ଲୀନ ହେବାକୁ ବସିଛି। ଏହି ନାଳରେ ବର୍ଷାଦିନେ ବନ୍ୟାପାଣି ପ୍ରବାହିତ ହେଉଥିବାରୁ ଗାଁକୁ ଲାଗିଥିବା କୂଳରୁ ମାଟି ଅତଡ଼ା ଖସିବାରେ ଲାଗିଛି। ପ୍ରତ୍ୟେକ ବର୍ଷ ନାଳକୂଳ ଅଞ୍ଚଳରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri