ସମ୍ବଲପୁର

ବିଶ୍ୱବିଦ୍ୟାଳୟରେ ଭଙ୍ଗାରୁଜା: ୨୨ ଛାତ୍ରଙ୍କ ନାମରେ ନୋଟିସ

ସମ୍ବଲପୁର,୭ା୪(ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ଥିତିରେ ବୁଧବାର ସୁଧାର ଆସିଛି। ଅଫିସ କାର୍ଯ୍ୟ ସୁଚାରୁ ରୂପେ ଚାଲିଥିଲେ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ୨ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି। ଘଟଣାରେ ୧୦୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ଅଭିଯୋଗ ହୋଇଥିଲା। ସିସିଟିଭି ଫୁଟେଜକୁ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଶାନ୍ତ: ଭଙ୍ଗାରୁଜା, ଲାଠିଚାର୍ଜ

ସମ୍ବଲପୁର, ୬।୪ (ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ମଙ୍ଗଳବାର ଅଶାନ୍ତ ହୋଇ ପଡିଛି । ଯୁକ୍ତ ୩ ଥାର୍ଡ ସେମିଷ୍ଟାରର ପରୀକ୍ଷାକୁ ଅନ୍‌ଲାଇନ ପ୍ରକ୍ରିୟାରେ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଥିଲେ। ଏହାପରେ କୁଳପତିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏହି ସମୟରେ…

ସମ୍ବଲପୁରର ସ୍ଥିତିନେଇ ଚିନ୍ତାବ୍ୟକ୍ତ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ସମ୍ବଲପୁର,୫ା୪ (ବ୍ୟୁରୋ): ସମ୍ବଲପୁର ଜିଲାରେ ସୋମବାର ୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବିଗତ ସପ୍ତାହ ହେବ ଦୈନିକ ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ କରାଯାଉଛି। ଜମନକିରା ବ୍ଲକ ଡିମିରିମୁଣ୍ଡା ଗ୍ରାମରେ ୩…

ହୀରାକୁଦରେ ବୋଟିଂ

ସମ୍ବଲପୁର,୧ା୪(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ବୋଟିଂ ସେବା ଆରମ୍ଭ ହୋଇଛି। ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହି ସେବାର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଓଟିଡିସି ଅଧ୍ୟକ୍ଷା ମିଶ୍ର କହିଥିଲେ, ରାଜ୍ୟ ସରକାର ପର୍ଯ୍ୟଟନ…

ଘରୁ ମିଳିଲା ମା’ଝିଅଙ୍କ ମୃତଦେହ

ନାକଟିଦେଉଳ,୧ା୪: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦଖିବାକୁ ମିଳିଛି। ଘର ଭିତରୁ ମା’ଝିଅଙ୍କ ମୃତଦେହ କିସିଣ୍ଡା ପୋଲିସ ଜବତ କରିଛି। ମୃତକ ହେଲେ ସୁଜାତା ପଟେଲ (୪୦) ଓ ତାଙ୍କ ନବମ ଶ୍ରେଣୀରେ…

ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ୍‌

ରେଙ୍ଗାଲି,୩୧ା୩: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ରେଙ୍ଗାଲି-ସପନେ ରାସ୍ତାର ସାଲଡ ଗ୍ରାମ ନିକଟରେ ବୁଧବାର ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କ ବାଇକ୍‌ ଲୁଟି ନେଇଛନ୍ତି। ସାଲେପଡା ଗ୍ରାମର ଦେବେନ୍ଦ୍ର ଓରାମ ଏକ ବାଇକ୍‌ (ଓଡି୧୫କ୍ୟୁ-୫୦୧୫) ଯୋଗେ ସମ୍ପର୍କୀୟଙ୍କ ଘର…

ହୋଲିରେ ଦୁର୍ଘଟଣା: ୨ ଜୀବନ ଗଲା

ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାରେ ହୋଲିରେ ଏକ ଅଘଟଣ ଘଟିଛି। ଶାସନ ଥାନା ନୂଅଁାମୁଣ୍ଡା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଦୁଇ ଯୁବକଙ୍କ ଜୀବନ ଯାଇଛି। ସେମାନେ ହେଲେ ପରମାଣପୁର ଗ୍ରାମର ଚିଣ୍ଟୁ ସାହୁ (୨୪) ଓ ଦୁଲ୍ଲଭ ମରେଇ (୨୩)।…

ଜଙ୍ଗଲରେ ନିଆଁ, ରାସ୍ତାରେ ହାତୀପଲ

ସମ୍ବଲପୁର,୨୭ା୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତି ପ୍ରାୟ ୮ଟା ସମୟରେ ହାତୀ ପଲ ୫୫ନଂ. ଜାତୀୟ ରାଜପଥର ମୁଣ୍ଢେର ଗ୍ରାମ ନିକଟ ରାସ୍ତାରେ ୧୫ ମିନିଟ ଛିଡା ହୋଇଥିବା ଜଣାପଡିଛି।…

୨୫ ତାଲା ଭାଙ୍ଗି ଚୋରି

ସମ୍ବଲପୁର,୨୬ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାର କଲେଜ ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏଫ୍‌ଏମ୍‌ଟି, ପାଥୋଲୋଜି, ମାଇକ୍ରୋବାଇଲୋଜି, ଆନୋଟୋମି ବିଭାଗ କୋଠରୀର ପ୍ରାୟ ୨୫ ତାଲା ଭଙ୍ଗାଯାଇ ୨ ଲାପ୍‌ଟପ, ୧ ପ୍ରୋଜେକ୍ଟର ମେଶିନ ଚୋରି ହୋଇଥିବା ଭାରପ୍ରାପ୍ତ…

ପାର୍ଟନରଠାରୁ ଟଙ୍କା ଆଦାୟ ଲାଗି ସୁପାରୀ ଦେଇଥିଲେ ରେଲ୍‌ଓ୍ବେ ଇଞ୍ଜିନିୟର

ସମ୍ବଲପୁର,୨୫ା୩(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନା ଦାନିପାଲିରେ ଘରେ ପଶି ମହିଳାଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାଶ୍‌ କରିଛି ପୋଲିସ । ଜମି ବ୍ୟବସାୟରେ ଦୁଇ ପାର୍ଟନର ଡବ୍ଳ୍ୟୁ ଝା ଓ ସନ୍ତୋଷ କୁମାର ପ୍ରଜାପତିଙ୍କ ମଧ୍ୟରେ ଟଙ୍କାକୁ ନେଇ ଗଣ୍ଡଗୋଳ ହୋଇଥିଲା। ୧୧…

ବ୍ରିଜ୍‌ ତଳୁ ମିଳିଲା ଭିମ୍‌ସାର ଛାତ୍ରଙ୍କ ମୃତଦେହ

ସମ୍ବଲପୁର,୨୨ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ୍‌ ତଳୁ ସୋମବାର ଭିମ୍‌ସାରର ଡିଏମ୍‌ଆର୍‌ଟି (ଡିପ୍ଲୋମା ଇନ୍‌ ରେଡିଓଥେରାପି) ଛାତ୍ର ବିଶ୍ୱରଞ୍ଜନ ଷଡଙ୍ଗୀ (୨୧)ଙ୍କ ମୃତଦେହ ଜବତ ହୋଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି। ବ୍ୟବଚ୍ଛେଦ ରିପୋର୍ଟ…

ମୋବାଇଲ ଫୋନକୁ ନେଇ ବଚସାରୁ ହତ୍ୟାକାଣ୍ଡ

ସମ୍ବଲପୁର,୨୧।୩(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସର୍ଲାକାନୀ ଗାନ୍ଧୀପଡାର ଗଣେଶ ଓରାମ (୨୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ଲବ ଓରାମ (୨୦) ଗୁରୁତର ଆହତ ହୋଇ ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?