ସମ୍ବଲପୁର

ଅସ୍ତଗାମୀ ସୂର୍ଯ୍ୟଙ୍କୁ ବ୍ରତଧାରୀଙ୍କ ଅର୍ଘ୍ୟ ଅର୍ପଣ

ସମ୍ବଲପୁର,୧୯ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ହର୍ଷ ଉଲ୍ଲାସର ସହିତ ପବିତ୍ର ଛଟ୍‌ପର୍ବ ପାଳନ କରାଯାଇଛି। ରବିବାର ସମ୍ବଲପୁର ସହରର ବିଭିନ୍ନ ନଦୀ ଘାଟ ସମେତ ବିଭିନ୍ନ ଜଳାଶୟରେ ଏନେଇ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା। ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ କଟରଧୁଆ,...

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଜମନକିରା,୧୯।୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସରଡ଼ା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଜମନକିରା ପୋଲିସ କୁଚିଣ୍ଡା ଥାନା ଜମନକିରା ବ୍ଲକ ଗୁଣ୍ଡୁରୁଚୂଆଁ...

ଜଙ୍ଗଲରୁ ମିଳିଲା ଦନ୍ତା ହାତୀର ମୃତଦେହ

ନାକଟିଦେଉଳ, ୧୯।୧୧(ବୈକୁଣ୍ଠ ନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ସାଲେଭଟା ପଞ୍ଚାୟତ କୁନ୍ଦେଇଜୁରୀ ଗ୍ରାମ ନିକଟ ଜଙ୍ଗଲରେ ରବିବାର ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। କୁନ୍ଦେଇଜୁରୀ ଗ୍ରାମଠାରୁ ପ୍ରାୟ ଦୁଇ ଶହ ମିଟର ଦୂର ଖାସଡ଼ା...

ଗଙ୍ଗା ଯାତ୍ରାର ସହଯାତ୍ରୀ ଚିତ୍ତରଞ୍ଜନ ଭୋଇ, ଅସ୍ଥି ବିସର୍ଜନ ପାଇଁ ଯିବାକୁ ଚାହୁଁଥିଲେ ପଡ଼ନ୍ତି ଖୋଜା

ସମ୍ବଲପୁର,୧୬ା୧୧ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକର ଚିତ୍ତରଞ୍ଜନ ଭୋଇ। ବୟସ ୫୯ ହେବ। ବୃତ୍ତିରେ ସେ ଜଣେ ବିଡି ମୁନ୍‌ସି। ହେଲେ ଧାର୍ମିକ କାମରେ ନିଃସ୍ବାର୍ଥପର ସହଯୋଗ ପାଇଁ ସେ ବେଶ୍‌ ପରିଚିତ। ବିଶେଷ କରି...

ଫୁଟ୍‌ବଲରେ ନିଆଁ ଲଗାଇ ଖେଳିଲେ

ରେଢ଼ାଖୋଲ,୧୪ା୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଦୀପାବଳି ପାଳନର ଏକ ସ୍ବତନ୍ତ୍ରତା ରହିଛି। ଦୀପାବଳି ଅବସରରେ ରେଢ଼ାଖୋଲ ଯଦୁମଣି ପାଟଣା ଲକ୍ଷ୍ମୀପୂଜା କମିଟି ସଭ୍ୟମାନେ ରବିବାର ସନ୍ଧ୍ୟାରେ ଫୁଟ୍‌ବଲରେ ନିଆଁ ଲଗାଇ ଖେଳିଥିଲେ। ସ୍ଥାନୀୟ ମିନି ଷ୍ଟାଡିୟମରେ...

ଚୋରି କରି ବନ୍ଧା ହେଲେ ସ୍ତ୍ରୀ, ସ୍ବାମୀ

ପଡିଆବାହାଲ,୧୩ା୧୧(ରାଧାମୋହନ ଷଡ଼ଙ୍ଗୀ): ବିଭିନ୍ନ ଦୋକାନରୁ ଚୋରି ଅଭିଯୋଗରେ ସଦର ଥାନା ପୋଲିସ ସ୍ତ୍ରୀ, ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ମଧ୍ୟପ୍ରଦେଶ ରାଜ୍ୟ ଜବଲପୁର ଜିଲା ଭିଦାଗଡ ଥାନା ପାଥୋରୀ ଗ୍ରାମର ବିଜୟ ଗୋଟିଆ କୋଲ...

୨୧ରେ ରାଷ୍ଟ୍ରପତିଙ୍କ ୨ଦିନିଆ ସମ୍ବଲପୁର ଗସ୍ତ

ସମ୍ବଲପୁର,୧୧ା୧୧(ବି.ଶଙ୍କର): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆସନ୍ତା ୨୧ରେ ଦୁଇଦିନିଆ ସମ୍ବଲପୁର ଜିଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୨୧ରେ ରାଷ୍ଟ୍ରପତି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ବୋଲି କୁଳପତି ପ୍ରଫେସର...

ମଙ୍ଗଳପୁର ଗ୍ରାମ୍ୟ ଜଙ୍ଗଲରେ ବାଘ ଆତଙ୍କ: ୭ଛେଳିକୁ ମାରିଲା

ରେଢ଼ାଖୋଲ,୧୦ା୧୧(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ଗିରିଶ୍ଚନ୍ଦ୍ରପୁର ରେଞ୍ଜ ଅଧୀନ ମଙ୍ଗଳପୁର ଗ୍ରାମ୍ୟ ଜଙ୍ଗଲରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ମଙ୍ଗଳପୁର ଗ୍ରାମରେ ଗୁରୁବାର ୭ଟି ଛେଳିଙ୍କୁ ବାଘ ମାରି ଦେଇଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ଭୟର ବାତାବରଣ...

ପରମ୍ପରା ଉଜ୍ଜୀବିତ ରଖିଛନ୍ତି କୁମ୍ଭକାର

ସମ୍ବଲପୁର,୧୦ା୧୧(ଭବାନୀ ଶଙ୍କର ଭୋଇ): ଆସନ୍ତା ୧୨ ତାରିଖରେ ଦୀପାବଳି। ଭାରତୀୟ ପରମ୍ପରାରେ ଦୀପାବଳିରେ ପ୍ରତି ଘରେ ମାଟିଦୀପ ଜାଳିବାର ପରମ୍ପରା ରହିଛି। ସେଥିପାଇଁ ଏହି ପର୍ବ ଆସିଲେ ମାଟି ଦୀପର ଚାହିଦା ବୃଦ୍ଧି ପାଇଥାଏ। ମାଟିରେ ସୁନ୍ଦର ଆକୃତି ଦେଇ...

ପ୍ରଶାସନର ଉଦାସୀନତା: ଶହୀଦଙ୍କ ମୂକସାକ୍ଷୀ କୁଦୋପାଲି ଅବହେଳିତ

ସମ୍ବଲପୁର,୯ା୧୧(ଭବାନୀ ଶଙ୍କର ଭୋଇ): ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କର ଉଲଗୁଲାନର ମୂକସାକ୍ଷୀ ହେଉଛି ସମ୍ବଲପୁରର କୁଦୋପାଲି ଘାଟି। ଇଂରେଜମାନଙ୍କ ଗୁଳିରେ ଗୋଟିଏ ଦିନରେ ପ୍ରାଣ ହରାଇଥିବା ୫୩ ଜଣ ସଂଗ୍ରାମୀଙ୍କ ସହ ଇଂରେଜ ହାତରେ ଧରାପଡ଼ି ଫାଶୀଖୁଣ୍ଟରେ...

ନାବାଳିକାଙ୍କୁ ଅପହରଣ, ବଳାତ୍କାର: ଅଭିଯୁକ୍ତ ଗିରଫ

ରେଢ଼ାଖୋଲ,୮।୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ନାବାଳକ (ଏବେ ସାବାଳକ)ଙ୍କୁ ମଙ୍ଗଳବାର ଗିରଫକରି ସମ୍ବଲପୁର ଜୁଭେନାଇଲ କୋର୍ଟ ଚାଲାଣ କରିଛି। ସୂଚନାମତେ ପ୍ରାୟ...

ସମ୍ବଲପୁରବାସୀ ଅବସର ବିନୋଦନରୁ ବଞ୍ଚିତ

ସମ୍ବଲପୁର,୬।୧୧(ଭବାନୀ ଶଙ୍କର ଭୋଇ): ବଡ଼ବଜାର ନିକଟରେ ରିଙ୍ଗ ରୋଡ଼ କଡ଼ରେ ରହିଛି ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍‌ଡିଏ)ର ଗୌରୀ ଶଙ୍କର ପାର୍କ। ଏଠାରେ ଦୀର୍ଘଦିନ ହେବ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ସହ ପାର୍କରେ ରହିଥିବା ଖେଳଣା ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri