ସମ୍ବଲପୁର

ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜର ନିଲମ୍ବିତ

ସମ୍ବଲପୁର, ୩।୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ଗୌରୀ ଶଙ୍କରଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଳମ୍ବନ କରାଯାଇଛି । ସଦର ରେଞ୍ଜ ଅଧିନରେ ପ୍ରାୟ ୫ ମାସ ଭିତରେ ୬ଟି ହାତୀର ମୃତ୍ୟୁ ଘଟିଛି। ଏହାକୁ ନେଇ ବିଭାଗ ପକ୍ଷରୁ ରିପୋର୍ଟ…

୨ ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି: ଚାଲିଗଲା ୩ ଜୀବନ

ସମ୍ବଲପୁର,୩।୩(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ରେମେଡି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଗୁରୁତ ହୋଇଛନ୍ତି। ଉକ୍ତ ଯୁବକମାନେ ହୀରାକୁଦ ଅଞ୍ଚଳର ବୋଲି ଜଣାପଡିଛି। ତେବେ ସେମାନଙ୍କ…

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ ମହାନ୍ତି ଏହି ରାୟ ଶୁଣାଇଛନ୍ତି। କୋର୍ଟ ପରିସରରେ ଅଭିଯୁକ୍ତ ଓ ଅପରପକ୍ଷ ଓକିଲ…

ଭିସୁଟ୍‌ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍‌, କିଟ୍‌ ଖରାପ ଥିବା ଯୋଗୁ ଆସିଥିଲା ପଜିଟିଭ୍‌

ସମ୍ବଲପୁର,୨।୩(ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହୋଇଥିଲା। ଏପରିକି ବିଶ୍ୱବିଦ୍ୟାଳୟର ୨୫ଜଣ ଛାତ୍ର କରୋନା ପଜିଟିଭ୍‌ ଆସିଥିବା ନେଇ ଖବର ପ୍ରକାଶ ପାଇଥିଲା। ଏହି ଘଟଣାକୁ ଅତିରିକ୍ତ…

ସମ୍ବଲପୁର ଜିଲା ସରକାରୀ ଡାକ୍ତରଖାନାରେ ଦିଆଯାଉଛି ଏକ୍ସପାଏରି ସାଲାଇନ

ସମ୍ବଲପୁର,୧ା୩(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଡାକ୍ତରଖାନା (ଡିଏଚ୍‌ଏଚ୍‌)ରେ ରୋଗୀସେବାରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ନମୁନା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କୁ ଏକ୍ସପାଏରି ସାଲାଇନ ଦିଆଯିବା ପରେ ସେ ଚେତାଶୂନ୍ୟ ହୋଇପଡିଥିଲେ। ସରୋଜ ସାହୁ ନାମକ ରୋଗୀ ଅଭିଯୋଗ କରିଛନ୍ତି ଯେ,…

ଲାଞ୍ଚ ନେଇ ଧରାପଡ଼ିଲେ ଏସ୍‌ଡିଏମ୍‌ଓ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ (ଏସ୍‌ଡିଏମ୍‌ଓ)ସୋମବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ଡାକ୍ତର ବିପିନ ସାହୁ । ଡାକ୍ତର ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଅସ୍ତ୍ର୍ରୋପଚାର ପାଇଁ ୫୫୦୦ଟଙ୍କା ଲାଞ୍ଚ ମାଗିଥିଲେ। ଏ…

ବେସରକାରୀ ସ୍କୁଲରେ ବେଆଇନ ଫି ଆଦାୟ: ଜିଲାପାଳଙ୍କ ଠାରେ ଫେରାଦ ହେଲା ଅଭିଭାବକ ମହାସଂଘ

ବଲାଙ୍ଗୀର ଅଫିସ,୧ା ୩: ବଲାଙ୍ଗୀର ସହରର ବେସରକାରୀ ସ୍କୁଲଗୁଡିକରେ ବେଆଇନ ଫି’ ଆଦାୟକୁ ନେଇ ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ା ନିର୍ଦ୍ଧାରିତ ଫି’ ଠାରୁ ବେଆଇନ ଭାବେ ଅଧିକ ଫି ଆଦାୟ କରାଯାଉଛି। ସରକାରୀ ନିୟମକୁ ପାଳନ…

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଭିସୁଟ୍‌ର ୧୧ ହଷ୍ଟେଲ

ସମ୍ବଲପୁର,୧।୩ (ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ କ୍ୟାମ୍ପସ ପରିସରରେ ଥିବା ୧୧ଟି ହଷ୍ଟେଲକୁ ରବିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି।…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ

କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ। ଏହି ପରିସ୍ଥିତିରେ ପ୍ରେମିକ ହୀରାକୁଦ ବୁଲିବା ବାହାନାରେ ଔଷଧ ଦେଇ ନାବାଳିକାଙ୍କ ଗର୍ଭ ନଷ୍ଟ…

ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଡୋଲେଶ୍ୱରୀ ଛୁରିଆ(୩) ଓ ନିଶା ମହାନନ୍ଦ(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…

ଆଜି ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ, ୩୩୭୦୧୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୦୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୬ ଜଣ ଚିହ୍ନଟ…

ଏକାସାଙ୍ଗରେ ଚାଲିଗଲେ ମା’-ପୁଅ

ସମ୍ବଲପୁର/ଜମନକିରା,୨୪ା୨: ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ ବଞ୍ଜିପାଲି ସେକ୍ସନ ଆଖଡ଼ାଦାଣ୍ଡ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମା’ ରୀନା ମୁଣ୍ଡା (୪୧) ଓ ପୁଅ ସାହିଲ ମୁଣ୍ଡା(୧୫)। ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?