ତଲାବିରା କୋଇଲା ଖଣି ଆଗରେ ଗ୍ରାମବାସୀଙ୍କ ଧାରଣା
ରେଙ୍ଗାଲି,୭।୬(ଡି.ଏନ.ଏ.)-ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ତଲାବିରା ୨ ଓ ୩ କୋଇଲା ଖଣି ଖନନ କାମ କରୁଥିବା ଏନ୍ଏଲ୍ସି କମ୍ପାନୀର ମନମୁଖି କାର୍ଯ୍ୟ ଏବଂ ବିଭିନ୍ନ ଦାବି ନେଇ ତଲାବିରା ଗ୍ରାମବାସୀ ଖଣି ସମ୍ମୁଖରେ ଶନିବାର ଧାରଣାରେ ବସିଥିଲେ । କମ୍ପାନୀ…
ଖରିଫ ଚାଷ ପାଇଁ ଜମିକୁ ଓହ୍ଲାଇଲେ ଚାଷୀ
ସମ୍ବଲପୁର, ୭।୬ (ବ୍ୟୁରୋ)- ଅଦିନିଆ ବର୍ଷା ସହ କୁଆପଥର ମାଡରେ ରବି ଧାନ ସହିତ ପନିପରିବା, ଡାଲି, ଫଳ ଜାତୀୟ ଫସଲ ନଷ୍ଟ ହୋଇଥିଲା। ଏଥିଯୋଗୁ ଚାଷୀ ବହୁ କ୍ଷତି ସହିଥିଲେ । କୃଷି ଓ ରାଜସ୍ବ ବିଭାଗ ପକ୍ଷରୁ କ୍ଷୟକ୍ଷତି…
ଧାନବିଲକୁ ଯାଉଥିବା ମହିଳାଙ୍କୁ କଚାଡ଼ି ମାରିଲା ହାତୀ
ନାକଟିଦେଉଳ, ୨୯।୫ (ଡି.ଏନ.ଏ.)-ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ହିତସରା ଗାଁରେ ଶୁକ୍ରବାର ସକାଳ ୬ଟାରେ ଜଣେ ମହିଳାଙ୍କୁ ହାତୀ କଚାଡି ମାରି ଦେଇଛି। ଏହି ମହିଳା ଜଣଙ୍କ ହେଲେ ହିତସରା ଗାଁର ମିତ୍ରଭାନୁ ଦେହୁରୀଙ୍କ ସ୍ତ୍ରୀ ପ୍ରମିଳା ଦେହୁରୀ (୫୫)।…
ନିରାଡମ୍ବରରେ ସମ୍ପନ୍ନ ହେଲା ବାଲୁଙ୍କେଶ୍ୱରଙ୍କ ପତରପେଡିଁ
ସମ୍ବଲପୁର, ୨୩।୫ (ବ୍ୟୁରୋ)-କରୋନା କଟକଣାକୁ ଦୃଷ୍ଟିରେ ରଖି ଶନିବାର ନିରାଡମ୍ବର ଭାବେ ନନ୍ଦପଡା ବମ୍ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ପତରପେଡିଁ (ନିର୍ବନ୍ଧ) ଶେଷ ହୋଇଛି। ଏଥିସହ ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ଆରମ୍ଭ ହୋଇଛି । ପରମ୍ପରା ଓ ରୀତିନୀତି ଅନୁସାରେ…
ଏସ୍ଏଚ୍ଜି କିଣିବେ ଲଘୁ ବନଜାତ ଦ୍ରବ୍ୟ
ସମ୍ବଲପୁର,୧୮।୫(ବ୍ୟୁରୋ): ଆଦିବାସୀମାନେ ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି। ହେଲେ ଉପଯୁକ୍ତ ବଜାର ନ ଥିବାରୁ ବନଜାତ ଦ୍ରବ୍ୟର ଅଭାବୀ ବିକ୍ରି ସମସ୍ୟା ଲାଗି ରହୁଛି। ଏହାକୁ ଆଖି ଆଗରେ ରଖି ସରକାର ନୂଆ ନିଷ୍ପତ୍ତି…
ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍
ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଏ ନେଇ ସମସ୍ତ ବ୍ୟବସ୍ଥା କରିଛି। ସମ୍ବଲପୁର ଷ୍ଟେଶନରୁ ଏହି ଟ୍ରେନ୍ ୨୦…
ସମ୍ବଲପୁରକୁ ଛୁଇଁଲା କରୋନା
ଭୁବନେଶ୍ୱର,୧୭।୫(ବ୍ୟୁରୋ): ରବିବାର ଚିହ୍ନଟ ହୋଇଥିବା ୯୧ ନୂତନ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ ରହିଛନ୍ତି। ଫଳରେ ପ୍ରଥମ ଥର ଲାଗି ଜିଲାକୁ କରୋନା ଛୁଇଁଛି। ପୂର୍ବରୁ ରାଜ୍ୟର ୨୧ଟି ଜିଲାରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ମୋଟ…
ପରିବାର ଲୋକେ ଘରେ ପୂରାଇଲେନି
ସମ୍ବଲପୁର,୧୬।୫ (ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ସରକାର ଯେତେ ସଚେତନ ଓ ସୁବିଧା କଲେ ମଧ୍ୟ ସୁଫଳ ମିଳିପାରୁନାହିଁ। ସଚେତନତା ଅଭାବ ଯୋଗୁ ଭୟରେ ପରିବାର ନିଜ ଲୋକଙ୍କୁ ପର କରିଦେଉଛନ୍ତି। ସ୍ଥାନୀୟ…
ଗାଁ ଲୋକେ ମିଶି ଗାଧୁଆ ଘାଟ ତିଆରି କଲେ
ବାମରା,୧୬।୫(ଡି.ଏନ.ଏ.)-ସମ୍ବଲପୁର ଜିଲା ବାମରା ବ୍ଲକ ବାଉଁସଲଗା ପଞ୍ଚାୟତ ସର୍ଗିଡ଼ିହି ଗ୍ରାମର ଲହରଙ୍ଗା ନଦୀରେ ଗାଁ ଲୋକେ ମିଶି ଗାଧୁଆଘାଟ ତିଆରି କରିଛନ୍ତି। ୭ ବର୍ଷ ହେବ ଏମାନେ ଜନପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସନ ଯାଏ ଅନେକ ଆବେଦନ ଓ ଗୁହାରି କରିଆସୁଥିଲେ।…
ମିଛ ସୂଚନା ପୋଷ୍ଟ କରି ଅଡୁଆରେ ନାରୀନେତ୍ରୀ
ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁରରେ କରୋନା ପଜିଟିଭି ଚିହ୍ନଟ ହୋଇଥିବା ମିଛ ସୂଚନା ଦେଇ ଏବେ ଜଣେ ମହିଳା ନେତ୍ରୀ ଅଡ଼ୁଆରେ ପଡ଼ିଛନ୍ତି। ସେ ହେଲେ ଭାରତୀ ପଣ୍ଡା। ସେ ଏକ ଜାତୀୟ ଦଳର ସଦସ୍ୟା ଅଛନ୍ତି। ନିଜର ଫେସ୍ବୁକ୍ ଆକାଉଣ୍ଟରେ ସେ…
ଚାଉଳ ଦେଲେ କ’ଣ ହେବ, ପାଣି ନାହିଁ
ସମ୍ବଲପୁର,୧୫।୫ (ବ୍ୟୁରୋ): ଚାଉଳ ଦେଲେ କ’ଣ ହେବ, ପାଣି ଦିଅ। ନ ହେଲେ କିଭଳି ଭାତ ରୋଷେଇ ହେବ । ପ୍ରଥମେ ପିଇବାକୁ ପାଣି ତା ପରେ ପେଟକୁ ଖାଇବାକୁ ଦିଅ। ବାରମ୍ବାର ସବୁ ଅଫିସକୁ ଯାଇ ଅଭିଯୋଗ କରିଛୁ। ଗୁହାରୀ…
ହ୍ବାଟ୍ସଆପ୍ରେ ଲୋକଙ୍କୁ ଉତ୍ତର ଦେଉଛନ୍ତି ଏସ୍ପି
ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁର ପୋଲିସ ଲକ୍ଡାଉନ୍ ସମ୍ପର୍କରେ ଠିକ୍ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ ନମ୍ବର (୯୪୩୮୯୧୬୫୫୦) ସର୍ବସାଧାରଣ କରିଛି। ଏହା କେବଳ ଦିନ ୧୧ଟାରୁ ୧୨ ପର୍ଯ୍ୟନ୍ତ ଖୋଲା ରହୁଛି। ନିଜେ ଏସ୍ପି କନୱର ବିଶାଳ ସିଂ ଏହାକୁ…
Archives


