ଆଉ ଲୋଡ଼ା ପଡ଼ିବେ ନାହିଁ ରାଜ୍ୟ ବାହାର ହାର୍ଭେଷ୍ଟର ଚାଳକ
ସମ୍ବଲପୁର,୧୫।୫ (ବ୍ୟୁରୋ)-ଆଉ ଲୋଡ଼ା ପଡିବେ ନାହିଁ ରାଜ୍ୟ ବାହାର ଚାଳକ ା ଧାନ ଅମଳ ପାଇଁ ହାର୍ଭେଷ୍ଟର ଚଳାଇବା ପାଇଁ ୫୦ଜଣଙ୍କୁ ତାଲିମ ଦେଇ ସ୍ବାବଲମ୍ବୀ କରିଛି ଜିଲା କୃଷି ବିଭାଗ ା ଏହାପରେ ଧାନ ଅମଳ ଚିନ୍ତାରୁ ମୁକ୍ତି ପାଇଛନ୍ତି…
ଶୋଷ ମେଣ୍ଟାଇଲା ସୋଲାର ପାନୀୟ ଜଳ ପ୍ରକଳ୍ପ
ସମ୍ବଲପୁର,୧୩ା୫(ବ୍ୟୁରୋ)-ଦୀର୍ଘଦିନ ପରେ ଦୁର୍ଗମ ଅଞ୍ଚଳବାସୀଙ୍କ ଜଳକଷ୍ଟ ଦୂର ହୋଇଛି ା ସୋଲାର ପାନୀୟ ଜଳ ପ୍ରକଳ୍ପ ଯୋଗୁ ସମ୍ବଲପୁର ଜିଲାର ଜଙ୍ଗଲ ପରିବେଷ୍ଟିତ ପାହାଡିଆ ଅଞ୍ଚଳବାସୀଙ୍କ ଶୋଷ ମେଣ୍ଟିଛି ା ନଳ ଖୋଲିଲେ ୨୪ ଘଣ୍ଟା ପାନୀୟ ଜଳ ମିଳୁଛି। ବିଜୁଳି…
ରାସ୍ତାରେ ଯାଉଥିବା ୧୦ ଜଣଙ୍କୁ ଧରିନେଇ ସଙ୍ଗରୋଧ କେନ୍ଦ୍ରକୁ ପଠାଇଦେଲା ପୋଲିସ
ସମ୍ବଲପୁର,୧୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ଦେଇ ରାଜ୍ୟ ବାହାରର ଲୋକେ ପ୍ରତିଦିନ ଚାଲି ଚାଲି ନିଜ ରାଜ୍ୟ ତଥା ଘରକୁ ଯାଉଛନ୍ତି। ମଙ୍ଗଳବାର ପଶ୍ଚିମବଙ୍ଗ ଯାଉଥିବା ୧୨ ଜଣ ଶ୍ରମିକଙ୍କୁ ଗେଙ୍ଗୁଟିପାଲିରେ ସ୍ଥାନୀୟ କେତେକ ଲୋକେ ଦେଖି ଧନୁପାଲି ପୋଲିସକୁ ଖବର ଦେଇଥିଲେ।…
ଟ୍ରାକ୍ଟରରୁ ପଡ଼ିଗଲେ ଶ୍ରମିକ, ଟ୍ରଲି ଚକ ଚଢିଗଲା
ସମ୍ବଲପୁର,୧୨।୫(ବ୍ୟୁରୋ): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ବୁଢ଼ାରଜା ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି । ଟ୍ରାକ୍ଟର ଟ୍ରଲିର ଚକ ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶାସନ ଥାନା…
ନାବାଳିକା ବଳାତ୍କାର ଅଭିଯୋଗରେ ଜେଲ୍ଗଲେ ଯୁବକ
କୁଚିଣ୍ଡା,୧୨।୫(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସମୀର କାଲୋ (୨୦)। ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ହେଲେ ଜାମିନ ମଞ୍ଜୁର ନ…
ସୁବାଷ ଚୌହାନଙ୍କୁ ଶ୍ରଦ୍ଧାଞ୍ଜଳି, ଶେଷଦର୍ଶନ
ସମ୍ବଲପୁର,୧୦ା୫ (ବ୍ୟୁରୋ)- ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାଷ ଚୌହାନଙ୍କ ରବିବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ଘଟଛି। ଏହି ଖବର ଜଣା ପଡ଼ିବା ପରେ ସାରା ପଶ୍ଚିମ ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି। ତେବେ…
ଭିମ୍ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା
ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ କରି ପାରିବେ ନାହିଁ। ଦର ଧାର୍ଯ୍ୟ ପରେ ଆମ୍ବୁଲାନ୍ସ ରୋଗୀ କିମ୍ବା ମୃତଦେହ ନେବ।…
ପୋଚ ନଷ୍ଟ କଲେ ଗାଁ ମହିଳା
ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ…
ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର
ନାକଟିଦେଉଳ,୯।୫(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅନ୍ତର୍ଗତ ଜାମୁଯୋରୀ ପଞ୍ଚାୟତର ଏକ ଗାଁରେ ଜଣେ ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର ହୋଇଛନ୍ତି। ଏ ନେଇ ନାକଟିଦେଉଳ ଥାନାରେ ଶନିବାର ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ବୈରାଗୀ ମାଝି ଓରଫ ବାବୁଲି…
ଓଡ଼ିଶା ଫେରାଇ ଆଣିବାକୁ ତାମିଲନାଡୁରୁ ପ୍ରବାସୀଙ୍କ ନିବେଦନ
ବାମରା,୯।୫,(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ଲରିଆପାଲି ପଞ୍ଚାୟତ ନୂଆଡ଼ିହି ଗ୍ରାମର ଲିଲିମା କୁଜୁର ଓ ଜମନକିରା ବ୍ଲକ ଟିକଲିପଡା ପଞ୍ଚାୟତ ବରହାମୁଣ୍ଡି ଗ୍ରାମର ଶୁକ୍ରା ଓରାମଙ୍କ ସମେତ କେତେକ ଯୁବକ ଯୁବତୀ ତାମିଲନାଡୁ ରାଜ୍ୟ ଇରୋଡ଼ ଜିଲା ପଲଭାକାଲିପଲାୟମସ୍ଥିତ ଅରୁଣ…
ଦିଲ୍ଲୀରେ ଜୁହାର ପରିବାର ବାଣ୍ଟିଲା ରିଲିଫ
ସମ୍ବଲପୁର, ୭।୫ (ବ୍ୟୁରୋ)- ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଜୁହାର ପରିବାର ପକ୍ଷରୁ ଦିଲ୍ଲୀରେ କରୋନା ପରିସ୍ଥିତିକୁ ଦେଖି ରିଲିଫ ବଣ୍ଟନ କରାଯାଇଛି । ଲକ୍ ଡାଉନରେ ପ୍ରଭାବିତ ହୋଇଥିବା ଗରିବମାନଙ୍କୁ ଚାଉଳ, ଡାଲି, ଅଟା, ତେଳ, ଆଳୁ, ଲୁଣ, ଚିନି,…
ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ଦୁର୍ଘଟଣା ରୋକିବାକୁ ଶପଥ
ସମ୍ବଲପୁର, ୭।୫ (ବ୍ୟୁରୋ)- ପୂର୍ବତଟ ରେଳବାଇ ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ନିରାପତ୍ତା ସପ୍ତାହ ପାଳିତ ହୋଇଯାଇଛି । ବିଭିନ୍ନ ରେଳଷ୍ଟେଶନ, ରେଳବାଇ କଲୋନୀ, ଅଫିସ ଓ ମଣ୍ଡଳ ଅଫିସରେ ବିଦ୍ୟୁତ ନିରାପତ୍ତା ସ୍ଲୋଗାନ, ବ୍ୟାନର, ଷ୍ଟିକର୍ ଏବଂ ପୋଷ୍ଟର ପ୍ରଦର୍ଶିତ…
Archives


