ସମ୍ବଲପୁର

ଗୀତ,ଅଭିନୟରେ ସଚେତନତା ସୃଷ୍ଟି କଲେ ପଶ୍ଚିମ ଓଡ଼ିଶା କଳାକାର

ସମ୍ବଲପୁର, ୩୦ା୪(ବ୍ୟୁରୋ)-ମହାମାରୀ କରୋନା ମୁକାବିଲା ପାଇଁ ସଚେତନତା ସୃଷ୍ଟି କରିଛନ୍ତି ପଶ୍ଚିମ ଓଡିଶାର କଳାକାରମାନେ। ସେମାନଙ୍କ ଏପରି ପ୍ରୟାସ ଯୋଗୁ ଏକ ଭିଡିଓ ‘ହୁସୁଥିଲା ଫେର ହସୁଥିବ ଇଣ୍ଡିଆ’ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି । କଳାକାରଙ୍କ ଏପରି ଉଦ୍ୟମକୁ ବିଭିନ୍ନ…

ଧାନରେ ଅଜଣା ରୋଗ, ଚିନ୍ତାରେ ଚାଷୀ

ସମ୍ବଲପୁର, ୨୯।୪ (ବ୍ୟୁରୋ): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ ତବଲା ଓ ଯୁଯୁମୁରା ବ୍ଲକ କୁକୁଡାପାଲି ଅଞ୍ଚଳରେ ଅଜଣା ରୋଗରେ ଧାନ ଚାଷ ନଷ୍ଟ ହେଉଛି। କୀଟନାଶକ ସିଞ୍ଚନ କଲେ ମଧ୍ୟ ପ୍ରତିକାର ହୋଇପାରୁନାହିଁ । ଏହାକୁ ନେଇ ଚାଷୀ ସଂଗଠନ…

ଘରକୁ ଫେରୁଥିଲେ, ସଙ୍ଗରୋଧ କେନ୍ଦ୍ରକୁ ଗଲେ

ବାମରା,୨୮।୪(ଡି.ଏନ.ଏ): ଓଡ଼ିଶାରେ ଥିବା ବାହ୍ୟ ରାଜ୍ୟ ଶ୍ରମିକଙ୍କୁ ରାଜ୍ୟ ସରକାର ସବୁ ପ୍ରକାର ସହାୟତା ଯୋଗାଇବାର ପ୍ରତିଶ୍ରୁତି ଦେଇ ରାଜ୍ୟ ଛାଡି ନ ଯିବା ପାଇଁ ବାରମ୍ବାର ଅପିଲ କରିଛନ୍ତି। ହେଲେ ଓଡିଶାରୁ ଅନେକ ଶ୍ରମିକ ପଦଯାତ୍ରା, ସାଇକେଲ ଯାତ୍ରା ଓ…

ଭୋକିଲା ପେଟରେ ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ

ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ ପୂଜାର୍ଚ୍ଚନା ରୀତିନୀତି ଓ ପରମ୍ପରାରେ କରାଯାଉଛି । ମନ୍ଦିର ଟ୍ରଷ୍ଟ ବୋର୍ଡ ପୂଜା ଲାଗି…

ହରିଣ ମାଂସ ଭୋଜି କରି ଧରାପଡ଼ିଲେ ବାପା, ପୁଅ

ଜମନକିରା,୨୮।୪ (ଡି.ଏନ.ଏ): ସମ୍ବଲପୁର ଜିଲା ବଡରମା ରେଞ୍ଜ ଅଧୀନ ଆମ୍ବଲାଙ୍ଗ ନିକଟସ୍ଥ ପେଟ୍ରୋଲ ପମ୍ପ ପଛ ପାଖରେ ଥିବା ଏକ ଘରେ ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୧ଟାରେ ବନ ବିଭାଗ ଚଢ଼ାଉ କରିଛି। ସେଠାରୁ ସାଢେ ୪ କେଜି ହରିଣ ମାଂସ,…

କରେନା କଟକଣା ବେଳେ : ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସାହା

ସମ୍ବଲପୁର,୨୮ା୪(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ ଘୋଷଣା କରିବା ସହ ନାନା କଟକଣା ଜାରି କରିଛନ୍ତି ା ଦୋକାନ ବଜାର, ଟ୍ରେନ ଓ ଗାଡିମୋଟର ଚାଳଚଳ ବନ୍ଦ ରହିଛି ା ନିର୍ମାଣ କାମ…

ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ

ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଥାଳ ଉଠିଥିଲା । ପଣ୍ଡିତ, ମନ୍ଦିର ପୂଜକ, କନ୍ୟା ମାତାପିତା, ବର ମାତାପିତା…

ଲକ୍‌ଡାଉନ ସମୟରେ ୧୪୯ଟି ରେକ୍‌ରେ ଚାଉଳ ପରିବହନ

ସମ୍ବଲପୁର, ୨୭।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଲକ୍‌ ଡାଉନ ଜାରି ରହିଛି । ଏହି ସମୟରେ ସମ୍ବଲପୁର ରେଳମଣ୍ଡଳ ଅନବରତ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ ଦେଶର ବିଭିନ୍ନ ପ୍ରାନ୍ତକୁ ପରିବହନ କରୁଛି । ଗତ ୨୪ ତାରିଖ ୧୪୯ଟି ରେକ୍‌ରେ…

ସ୍କୁଲରେ ରହିଲା ନାହିଁ ସମାଜିକ ଦୂରତା – ମାଗଣା ବହି ପାଇଁ ପ୍ରବଳ ଭିଡ଼

ସମ୍ବଲପୁର,୨୭ା୪ (ବ୍ୟୁରୋ)-ରବିବାର ସମ୍ବଲପୁର ମହାନଗର ନିଗମ ଅଧୀନ ବୀର ସୁରେନ୍ଦ୍ର ସାଏ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହେଉଛି । ସ୍କୁଲରେ ପିଲାମାନଙ୍କ ପାଇଁ ମାଗଣା ବହି ବଣ୍ଟନ କରାଯାଉଥିବା ପ୍ରଚାର ହେବା…

ଝଡ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

ବାମରା, ୨୬।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକର ବିଭିନ୍ନ ଅଞ୍ଚଳରେ ଶୁକ୍ରବାର ଦିନ ପ୍ରବଳ ଝଡ ବର୍ଷା ହେବା ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କେତେକ ସ୍ଥାନରେ କୁଆପଥର ମାଡ ହୋଇଛି। ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟାରେ ବାମରା ବ୍ଲକ…

ଛିଡା ହୋଇଥିବା ଚିପ୍ସ ବୋଝେଇ ହାଇୱାକୁ ପଛରୁ ଧକ୍କା ଦେଲା ଟ୍ରକ୍‌: ଟ୍ରକ୍‌ ହେଲ୍ପର ମୃତ, ଡ୍ରାଇଭର ଗୁରୁତର

ରେଙ୍ଗାଲି, ୨୬।୪ (ଡି.ଏନ.ଏ.)- ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ରମ୍ପେଲା ଗ୍ରାମ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଚିପ୍ସ ବୋଝେଇ ହାଇୱା (ଓଡି ୨୩ ବି- ୯୮୯୨)କୁ ଗୋଠିଏ ଟ୍ରକ୍‌ (ଓଡି ୧୭ ଏନ- ୯୦୧୧) ଧକ୍କା ଦେଇଛି।…

ଶ୍ରମିକ କାର୍ଡ ନାମରେ ଠକେଇ ଅଭିଯୋଗ

ସମ୍ବଲପୁର,୨୫ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଜାରି କରାଯାଇଛି । ରୋଜଗାର ହରାଇଥିବା ଶ୍ରମିକ ଓ ଗରିବ ଲୋକମାନଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ଆର୍ଥତ୍କ ସହାୟତା ସହିତ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି । ଏପରି ପରିସ୍ଥିତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri