ସମ୍ବଲପୁର

ନିୟମ ମାନିବାକୁ ଲୋକେ ନାରାଜ

ସମ୍ବଲପୁର, ୨।୪ (ବ୍ୟୁରୋ)- ସମ୍ବଲପୁର ସହରରେ ଲକ୍‌ ଡାଉନ ଲାଗି ରହିଛି । ତଥାପି ଜନସାଧାରଣ ଅନେକାଂଶରେ ନିୟମ ମାନୁ ନାହାନ୍ତି । ଘରୁ ବାହାରି ପୋଲିସକୁ ମିଛ କହି ବୁଲୁଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର...

ରାମନବମୀକୁ ଫିକା କରିଦେଲା କରୋନା କଟକଣା

ସମ୍ବଲପୁର, ୨।୪ (ବ୍ୟୁରୋ)- କରୋନା ଭୂତାଣୁ କଟକଣା ଯୋଗୁ ସମସ୍ତ ଧାର୍ମିକ ପୀଠରେ ତାଲା ପଡିଛି । ଗୁରୁବାର ରାମନବନୀ ଅବସରରେ ପରମ୍ପରାନୁସାରେ କେବଳ ପୂଜାର୍ଚ୍ଚନା ହୋଇଛି। ବ୍ରୃକ୍ସହିଲ ରାମ ମନ୍ଦିର, କମଲିବଜାର ରାମଜୀ ଗୁଡିରେ ପୂଜକମାନେ ସ୍ବତନ୍ତ୍ର ପୂଜାର୍ଚ୍ଚନା...

ଅଣ ଓଡ଼ିଆ ବୋଲି ଖାଇବାକୁ ମିଳୁନି

ବାମରା,୨।୪(ଡି.ଏନ.ଏ.)-ଲକ୍‌ ଡାଉନ୍‌ ପାଇଁ ବାହାର ରାଜ୍ୟର ଶ୍ରମିକ ଓଡିଶାରେ ଫସି ରହିଛନ୍ତି। ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ହେଲେ ବାମରା ବ୍ଳକ ଗୋବିନ୍ଦପୁର ପଞ୍ଚାୟତରେ ଅନୁସରଣ କରାଯାଉ ନାହିଁ। ଗତ ପ୍ରାୟ ୨୦...

ଭୀମସାରରେ ପୁଣି ୪ କରୋନା ସନ୍ଦିଗ୍ଧ

ସମ୍ବଲପୁର,୧।୪ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମସାରରେ ବୁଧବାର ପୁଣି ୪ଜଣ କରୋନା ସନ୍ଦିଗ୍ଧ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ବୁର୍ଲା ଥାନା ଓ ହୀରାକୁଦ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୪ ଜଣଙ୍କୁ ଉଦ୍ଧାର...

ସମ୍ବଲପୁର-ସୋନପୁର ସୀମାକୁ ସିଲ୍‌ କଲା ଧମା ପୋଲିସ

ଧମା, ୧।୪ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ କୋଭିଡ- ୧୯ ସୁରକ୍ଷା କଡାକଡିକୁ ନେଇ କରାଯାଇଥିବା ନିଷ୍ପତ୍ତି ପରେ ସମସ୍ତ ରାଜ୍ୟ ଓ ଜିଲା ସୀମାକୁ ସିଲ କରାଯାଇଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଓ କୋଭିଡ- ୧୯ ତଥା ମେଡିକାଲ ସେବା...

ପିଡିଏସ୍‌ ବଣ୍ଟନରେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ

ସମ୍ବଲପୁର,୧।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ ଜାରି ରହିଛି । ଏହି ପରିପେକ୍ଷୀରେ ରାଜ୍ୟ ସରକାର ଭତ୍ତା ଓ ପିଡିଏସ ସାମଗ୍ରୀ ଆଗୁଆ ୪ ମାସର ଦେବାକୁ ଘୋଷଣା କରିଛନ୍ତି । ଏପରିକି...

ପରିସ୍ଥିତିରେ ପେଷା ପରିବର୍ତ୍ତନ

ସମ୍ବଲପୁର,୧।୪(ବ୍ୟୁରୋ)-କରୋନା କଟକଣା ଓ ପରେ ଲକ୍‌ ଡାଉନ ଘୋଷଣା ହେବାପରେ ସମଗ୍ର ଦୋକାନ, ବଜାର ବନ୍ଦ ହୋଇଯାଇଛି । ଔଷଧ, ପନିପରିବା, ମାଂସ, ମାଛ, ଅଣ୍ଡା, କିରାନା ଦୋକାନକୁ ଛାଡି ଦେଲେ ପ୍ରାୟ ସମସ୍ତ ଦୋକାନ ବନ୍ଦ କରିବାକୁ କଡା...

ଅଲଗା ହେଲା ପରିବା ବଜାର

ସମ୍ବଲପୁର, ୧।୪ (ବ୍ୟୁରୋ)-କରୋନା କଟକଣା ଓ ଲକଡାଉନ ଘୋଷଣା ପରେ ମଧ୍ୟ ସମ୍ବଲପୁର ବ୍ୟବସାୟିକ ପେଣ୍ଠସ୍ଥଳ ଗୋଲ ବଜାର ଭିଡ ଜମୁଥିଲା। ପ୍ରଶାସନ ଓ ପୋଲିସ ପକ୍ଷରୁ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପ୍ରୟାସ କଲେ ମଧ୍ୟ ବିଫଳ...

କରୋନା ମୁକାବିଲା ପାଇଁ ଏମ୍‌ସିଏଲର ପ୍ରସ୍ତୁତି

ସମ୍ବଲପୁର, ୧।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିରୋଧ କରିବାକୁ ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ବିବିଧ ପଦକ୍ଷେପ ଗ୍ରହଣ କରିଛି। କମ୍ପାନୀର ସମସ୍ତ କର୍ମଚାରୀ, ଠିକା କର୍ମଚାରୀ ଓ ଜନସାଧାରଣଙ୍କୁ ୨୯ ହଜାର ମାସ୍କ ବଣ୍ଟନ କରିଛି ।...

ଦନ୍ତା ଆକ୍ରମଣରେ ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ସମ୍ବଲପୁର, ୧।୪ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଯୁଯୁମୁରା ଥାନା କୋଲଗାଁରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଦନ୍ତା ଆକ୍ରମଣରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ହେଲେ କେଶାପାଲି ସରପଞ୍ଚଙ୍କ ମା’ ଉର୍ମିଳା ମିର୍ଞ୍ଚା (୬୫)...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଲ୍‌ଆଇସି ଫିଲ୍ଡ ୱାର୍କରଙ୍କ ଆର୍ଥତ୍କ ସାହାଯ୍ୟ

ସମ୍ବଲପୁର, ୩୧।୩ (ବ୍ୟୁରୋ)-ନ୍ୟାଶନାଲ ଫେଡେରେସନ ଅଫ୍‌ ଇନସ୍ୟୁରାନ୍ସ ଫିଲ୍ଡ ୱାର୍କର ଅଫ୍‌ ଇଣ୍ଡିଆ (ଏଲଆଇସି )ସମ୍ବଲପୁର ମଣ୍ଡଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ଦେଇଛନ୍ତି । ୧୪ଟି ଶାଖାର ୧୧୭ଜଣ ସଦସ୍ୟ ୧ ହଜାର ଟଙ୍କା ଲେଖାଏଁ...

କରୋନା ମୁକାବିଲା ପାଇଁ ମାସ୍କ, ସାବୁନ ବଣ୍ଟନ

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ସମ୍ବଲପୁର ବିଭିନ୍ନ ଅନୁଷ୍ଠାନ ଗୁଡିକ ସହଯୋଗର ହାତ ବଢ଼ାଇଛନ୍ତି । ଗ୍ରାମାଞ୍ଚଳରେ ମଧ୍ୟ ଏହା ଦେଖିବାକୁ ମିଳିଛି । ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଡଙ୍ଗାପାଲ ଗ୍ରାମର ଉତ୍ସବ ସାମାଜିକ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri