କାଟି ଦେଲେ ଶହ ଶହ ଗଛ: ଅଭିଯୁକ୍ତଙ୍କୁ ଛାଡି ଦେଲା ବନ ବିଭାଗ
ବାମରା, ୨୪।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବନଖଣ୍ଡ ବନାଞ୍ଚଳରେ ପ୍ରତିଦିନ ବେଆଇନ ଭାବରେ ଗଛକଟା ଚାଲିଛି। ଏ ନେଇ ଅଭିଯୋଗ ସତ୍ତ୍ବେ ବନ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉନାହିଁ। ବାମରା ବ୍ଲକ ଅନ୍ତର୍ଗତ ସାକୋବାହାଲ ଫରେଷ୍ଟ ବିଟ୍ ଅନ୍ତର୍ଗତ…
ଅମଳ ସମୟରେ ଉଜୁଡ଼ିଲା ଫସଲ
ସମ୍ବଲପୁର,୨୪ା୪(ବ୍ୟୁରୋ) – ରବିଧାନ ଅମଳ ଅବସ୍ଥାକୁ ଆସି ଯାଇଥିଲା। କରୋନା କଟକଣା ସତ୍ତ୍ୱେ ଚାଷର ଉପଯୁକ୍ତ ଯତ୍ନ ନେଇଥିଲା ଚାଷୀ। ହେଲେ ସମ୍ବଲପୁର ଜିଲାରେ ମଙ୍ଗଳବାର ସନ୍ଧ୍ୟାର ବର୍ଷା ଓ କରାମାଡ ସବୁ ଯେମିତି ଓଲଟପାଲଟ କରିଦେଲା । କ୍ଷେତରେ ହସୁଥିବା…
ମହୁଲ ଗୋଟାଇବାକୁ ଯାଇଥିବା ବୃଦ୍ଧାଙ୍କ ବଜ୍ରପାତରେ ଜୀବନ ଗଲା
ବାମରା,୨୨।୪(ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ବ୍ଲକ ସଗରା ପଞ୍ଚାୟତ ମୁଣ୍ଡଲେସା ଗାଁର ନେଗି କୁଜୁରଙ୍କ ସ୍ତ୍ରୀ ତାସରି କୁଜୁର (୬୨)ଙ୍କ ବଜ୍ରପାତରେ ଜୀବନ ଯାଇଛି। ସେ ଭୋରରୁ ଘରଠାରୁ ପ୍ରାୟ ୧ କିମି ଦୂରକୁ ମହୁଲ ଗୋଟେଇବାକୁ ଯାଇଥିଲେ। ହେଲେ ଏହି ସମୟରେ…
ସମ୍ବଲପୁରରେ କୋଭିଡ୍ ମେଡିକାଲ ଉଦ୍ଘାଟିତ
ସମ୍ବଲପୁର,୨୨ା୪(ବ୍ୟୁରୋ)-ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ କୋଭିଡ୍-୧୯ ମେଡିକାଲକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବୁଧବାର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଡିଆରଡିଏ ସମ୍ମିଳନୀ କକ୍ଷରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଦାସ କହିଛନ୍ତି, ଏହି ମେଡିକାଲ ୨ ଶହ ଶଯ୍ୟା…
ଜାଲ ବୁଣି ସମୟ କାଟୁଛନ୍ତି ସମାରୁ
ସମ୍ବଲପୁର,୨୨ା୪(ବ୍ୟୁରୋ)-ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍ଡାଉନ ଘୋଷଣା କରିଛନ୍ତି । ଏପ୍ରିଲ ୨୦ରୁ କଟକଣା କିଛିମାତ୍ରାରେ କୋହଳ କରାଯାଇଛି । ଲକ୍ଡାଉନର ସୁଯୋଗ ନେଇ ଅନେକଙ୍କ ଜୀବନଶୈଳୀରେ ବି ପରିବର୍ତ୍ତନ ଆସିଛି । ପୁରାତନ କାମକୁ ଆପଣେଇଛନ୍ତି ବହୁ ଲୋକ।…
ମଦ ଦୋକାନ ସିଲ୍ କେବଳ ଲୋକ ଦେଖାଣିଆ
ସମ୍ବଲପୁର,୨୨ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶକୁ ଲକ୍ ଡାଉନ୍ ଘୋଷଣା କରାଯାଇଛି। ମାର୍ଚ୍ଚ ୨୩ ତାରିଖଠାରୁ ଦୋକାନ ବଜାର ବନ୍ଦ ରହିଛି । ବିଦେଶୀ ମଦ ଦୋକାନ ଓ ବାର, ଦେଶୀ ମଦଭାଟି ଗୁଡିକ ମଧ୍ୟ ସିଲ୍ କରାଯାଇଛି ।…
ସହାୟତା ଦାବି କଲେ ଘରୋଇ ଗାଡି ଚାଳକ
ସମ୍ବଲପୁର,୧୯ା୪(ବ୍ୟୁରୋ)-ଲକ୍ଡାଉନର ପ୍ରଭାବ ଘରୋଇ ବସ୍, ଟ୍ରକ, କାର ଓ ସମସ୍ତ ଚାରିଚକିଆ ଯାନ ଚଲାଇଥିବା ଡ୍ରାଇଭରମାନଙ୍କ ଉପରେ ପଡିଛି । ଗାଡି ଚଳାଚଳ ବନ୍ଦ ହେବାରୁ ସେମାନଙ୍କ ରୋଜଗାର ବନ୍ଦ ହୋଇଯାଇଛି । ତେଣୁ ସେମାନେ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି…
କଣ୍ଡରାପାଟ ପୀଠରେ ଛତରଯାତ୍ରା ବନ୍ଦ
ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ସହର ଉପକଣ୍ଠ ଝାଙ୍କରପାଲି କଣ୍ଡରାପାଟ ପୀଠରେ ହେବାକୁ ଥିବା ଛତରଯାତ୍ରା ତଥା ଅକ୍ଷୟତୃତୀୟା ପର୍ବ ପାଳନ କରାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି। ଫଳରେ କରେନା କଟକଣା ପ୍ରାୟ ୭ ଶହ ବର୍ଷର ପରମ୍ପରା ଭାଙ୍ଗି ଦେଇଛି। କେବଳ ପୂଜକଙ୍କ…
ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଜେଲ୍ ଗଲେ ଜେଇ
ରେଢାଖୋଲ, ୧୯।୪(ଡି.ଏନ.ଏ.): ସ୍ତ୍ରୀଙ୍କୁ ଯୌତୁକଜନିତ ନିର୍ଯାତନା ଦେବା ଅଭିଯୋଗରେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକରେ କାର୍ଯ୍ୟରତ ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବିଭୁପ୍ରସାଦ ବେହେରା ଶନିବାର ଜେଲ ଯାଇଛନ୍ତି। ଶୁକ୍ରବାର ତାଙ୍କ ସ୍ତ୍ରୀ ରଶ୍ମିମୟି ତାଣ୍ଡିଙ୍କ ଅଭିଯୋଗକ୍ରମେ ରେଢାଖୋଲ ପୋଲିସ…
ସମାଜିକ ଦୂରତା ରଖି ରାସ୍ତାରୋକୋ
ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ୍ ଖିଣ୍ଡା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଦେଖା ଦେଇଛି। ଏହାକୁ ନେଇ ସ୍ଥାନୀୟ ମହିଳମାନେ ଗ୍ରାମ୍ୟ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଉପରେ ମାଠିଆ ଗରା ରଖି ମହିଳାମାନେ ସାମାଜିକ ଦୂରତା ନିୟମ ଅନୁଯାୟୀ ରାସ୍ତା…
ପେନସନ ଟଙ୍କାରୁ ସହାୟତା
ସମ୍ବଲପୁର, ୧୯।୪ (ବ୍ୟୁରୋ)- କରୋନା ଭୂତାଣୁକୁ ପ୍ରତିରୋଧ କରିବାକୁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ା ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲା ସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରଘୁନାଥ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।…
କୋଭିଡ-୧୯ ଲେଖି କାଠ ଚୋରା ଚାଲାଣ
ସମ୍ବଲପୁର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଗାଡି ଗୁଡିକୁ ପାସ୍ ଦେଇଛନ୍ତି। ଫଳରେ ଗାଡି ସମ୍ମୁଖରେ କୋଭିଡ- ୧୯ ଲେଖାଥିବାରୁ କେଉଁଠି ନ ଅଟକି ସୁବଧାରେ ଯିବା ଆସିବା କରିପାରିବ। ହେଲେ ଏହି ସୁଯୋଗକୁ ହାତ ଛଡା କରିନାହାନ୍ତି…
Archives


