ସମ୍ବଲପୁର

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ ଫୁଟକୁ ବୃଦ୍ଧି ପାଇଛି। ସେହିପରି ଜଳଭଣ୍ଡାର…

କେନ୍ଦୁପତ୍ର କର୍ମଚାରୀ ସଂଘର ଦାବିପତ୍ର

ରେଢାଖୋଲ, ୧୪।୮(ଡି.ଏନ.ଏ.) କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଚପରାସୀମାନଙ୍କ ଦରମା ପ୍ରଦାନ, ଚେକରମାନଙ୍କ ଛଟେଇକୁ ନେଇ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଅସନ୍ତୋଷ ପ୍ରକାଶ କରିଛି। ମହାମାରୀ କରୋନା ପାଇଁ ସିଜନାଲ କର୍ମଚାରୀ, ତୋଳାଳି, ବନ୍ଧେଇ ଶ୍ରମିକ ଦୁର୍ଦ୍ଦିନରେ ରହିଛନ୍ତି। ଏ ଦିଗରେ…

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୧୨।୮(ବ୍ୟୁରୋ)-ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଚଳିତ ମାସ ୨୩ ତାରିଖ ଇଷ୍ଟଦେବୀ ସମଲେଶ୍ୱରୀଙ୍କ ପାଖରେ ପୂର୍ବାହ୍ନ ୯ଟା ୩୫ ମିନିଟରୁ ୯ଟା ୫୦ ମିନିଟ…

ହାତୀ ଦିବସରେ ହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର, ୧୨।୮ (ବ୍ୟୁରୋ): ଅଗଷ୍ଟ ୧୨ ଅର୍ଥାତ୍‌ ବୁଧବାର ହେଉଛି ଅନ୍ତର୍ଜାତୀୟ ହସ୍ତୀ ଦିବସ। ଏହି ହାତୀ ଦିବସରେ ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଅନ୍ତର୍ଗତ କେଶାପାଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି ।…

ସମ୍ବଲପୁର ଜିଲାର ପ୍ରଥମ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ସମ୍ବଲପୁର,୧୨।୮(ବ୍ୟୁରୋ): ସମ୍ବଲପୁର ଜିଲାରେ ପ୍ରଥମ କରୋନା ଯୋଦ୍ଧା ରେଙ୍ଗାଲି ଥାନାର କନଷ୍ଟେବଳ ପେଟ୍ରସ ଟିଗା (୪୦)ଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍‌ ଗୁରୁତର ହୋଇପଡ଼ିବା ପରେ ତାଙ୍କୁ ବୁର୍ଲା ମେଡିକାଲ ନିଆଯାଇଥିଲା। ସେଠାରେ କରୋନା…

ବଡ଼ଭାଇ ପରିବାରକୁ ମୂଳପୋଛ ଉଦ୍ୟମ

ବାମରା,୧୨।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ୍‌ ବାଉଁଶଲଗା ପଞ୍ଚାୟତ ତାଳଡ଼ିହି ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ନିଜ ବଡ଼ଭାଇ, ଭାଉଜ ଓ ପୁତୁରାକୁ ଆକ୍ରମଣ କରିବା ପରେ ଘରପାଖ ଅଙ୍ଗନଓ୍ବାଡି କେନ୍ଦ୍ର ପାଇଖାନା ଟାଙ୍କିରେ ଭର୍ତ୍ତି…

ନୂଆଁଖାଇ ପାଇଁ ସମ୍ବଲପୁରରେ ହଟିଲା ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା: ୩ ଦିନ ପାଇଁ ନିୟମ ବାତିଲ

ସମ୍ବଲପୁର,୧୧।୮(ବ୍ୟୁରୋ): ବଦଳିଲା ଶଟ୍‌ଡାଉନ୍‌ ନିୟମ। ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଏବଂ ଅଗଷ୍ଟ ୨୩ ନୂଆଁଖାଇରେ ଶଟ୍‌ଡାଉନ୍‌ ହେବନାହିଁ ସମ୍ବଲପୁର। ଏହାକୁ ନେଇ ୩ ଦିନ ଅଗଷ୍ଟ ୧୫,୨୨ ଓ ୨୩ ତାରିଖରେ ଶଟ୍‌ଡାଉନ୍‌ କଟକଣାକୁ ବାତିଲ କରାଯାଇଛି। ଏହା ବଦଳରେ…

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର,୯ା୮(ବ୍ୟୁରୋ)-ହୀରାକୁଦ ଡ୍ୟାମ୍‌ର ଜଳସ୍ତର ରବିବାର ସନ୍ଧ୍ୟା ସୁଦ୍ଧା ୬୦୮.୫୮ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୪୯ ହଜାର ୪୬୨ କ୍ୟୁସେକ ଜଳ ପ୍ରବେଶ କରୁଛି । ଡାହାଣ ପାର୍ଶ୍ୱର ୩ଟି ଓ ବାମ ପାର୍ଶ୍ୱର ୫ଟି…

ଜୁନ୍‌ରେ ବଢ଼ିଲା, ଜୁଲାଇରେ କମିଲା

ସମ୍ବଲପୁର, ୪। ୮(ବ୍ୟୁରୋ) ମୌସୁମୀ ବର୍ଷା ଠିକ୍‌ ସମୟରେ ଆସିଥିଲେ ମଧ୍ୟ ଧୋକା ଦେଇଛି। ଓଡ଼ିଶାର ବିଭିନ୍ନ ଜିଲାରେ ଅଦ୍ୟାବଧି ବର୍ଷା ପରିମାଣ ସ୍ବାଭାବିକ ହୋଇନାହିଁ। ପଡୋଶୀ ରାଜ୍ୟ ଛତିଶଗଡ଼ରେ ମଧ୍ୟ ଜୁଲାଇ ମାସରେ ବର୍ଷା ସ୍ବାଭାବିକ ହୋଇ ନ ଥିବା…

ରକ୍ତ ଦେଇ ଶିଶୁପୁତ୍ରର ଜୀବନ ବଞ୍ଚାଇଲେ ଦୁଇ ଆମ୍ବୁଲାନ୍ସ କର୍ମଚାରୀ

ରେଢାଖୋଲ,୩୧।୭(ଡି.ଏନ.ଏ.)-ସମ୍ବଲପୁର ଜିଲା ଚାରମାଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ୨ ଜଣ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁକ୍ରବାର ରେଢାଖୋଲ ଡାକ୍ତରଖାନାରେ ରକ୍ତ ଦେଇ ଜଣେ ୫ ବର୍ଷ ଶିଶୁପୁତ୍ରର ଜୀବନ ବଞ୍ଚାଛନ୍ତି। ରେଢାଖୋଲ ବ୍ଲକ୍‌ ରେଙ୍ଗାଲି ପଞ୍ଚାୟତ କସଣ୍ଡା ଗ୍ରାମର ନିରଞ୍ଜନ ମିର୍ଦ୍ଧାଙ୍କ ଶିଶୁପୁତ୍ର…

ବିଧାୟକ-ପୋଲିସ ମୁହାଁମୁହିଁ

ସମ୍ବଲପୁର,୨୯।୭(ବ୍ୟୁରୋ): କରୋନା କଟକଣା ଯୋଗୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲାଗିଛି। ହେଲେ ମଙ୍ଗଳବାର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଫଳରେ କିଛି ସମୟ ପାଇଁ…

ଅଯୋଧ୍ୟା ପଠାଗଲା ସମଲେଇ ପୀଠର ମାଟି, ଜଳ

ସମ୍ବଲପୁର, ୨୫ା୭(ବ୍ୟୁରୋ): ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାଠାରେ ରାମ ମନ୍ଦିର ନିର୍ମାଣ ଲାଗି ଭୂମି ପୂଜା ହେବ। ତେଣୁ ସମଗ୍ର ଦେଶର ବିଭିନ୍ନ ପ୍ରାନ୍ତରୁ ପବିତ୍ର ଭୂମି ଓ ଜଳ ଅଯୋଧ୍ୟାକୁ ଯିବ। ଏହି କ୍ରମରେ ସମ୍ବଲପୁର ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?