ଦେଶସେବା ପାଇଁ ସ୍ତ୍ରୀଙ୍କୁ ହସ୍ପିଟାଲରେ ଛାଡ଼ି ପଳାଇଥିଲେ ଯବାନ ସ୍ବାମୀ: ଶେଷରେ ଆଖି ବୁଜିଲେ ଜଶ୍ମିନ
ସମ୍ବଲପୁର, ୧୩।୫(ପ୍ରମୋଦ ବହିଦାର): ଦେଶ ମାତୃକାରେ ସୁରକ୍ଷା ପାଇଁ ସୀମାରେ ନିୟୋଜିତ ଜଣେ ଯବାନଙ୍କ ସ୍ତ୍ରୀ ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଦୀର୍ଘ ୧୫ ଦିନ ଧରି ଜୀବନ ସହ ସଂଗ୍ରାମରେ ହାରି ଯାଇ ଯବାନ ଦେବରାଜ ଗଣ୍ଡଙ୍କ…
ବିନା ପରମିଟ୍ରେ ଫ୍ଲାଏ ଆସ ଚାଲାଣ: ୨୩ ଟ୍ରକ ଜବତ
ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): ବେଆଇନ ଅଳିଆ ନିଷ୍କାସନ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଥେଲକୋଲୋଇ ପୋଲିସ। ଥେଲକୋଲୋଇ ନିକଟରେ ଫ୍ଲାଏ ଆସ ବୋଝେଇ ୨୩ଟି ବେଆଇନ ହାଇଓ୍ବା ଟ୍ରକଗୁଡିକୁ ଜବତ କରିଛି। ବୈଧ ପରିବହନ କିମ୍ବା ଡମ୍ପିଂ ପରମିଟ ବିନା…
ଯବାନଙ୍କ ପ୍ରସୂତି ସ୍ତ୍ରୀଙ୍କୁ ଭିମ୍ସାରରେ ମିଳିଲାନି ରକ୍ତ
ସମ୍ବଲପୁର/ଝାରସୁଗୁଡ଼ା,୧୨ା୫(ପ୍ରମୋଦ ବହିଦାର/ଆଶିଷ ରଞ୍ଜନ ଦାଶ):ଦେଶ ମାତୃକାର ସୁରକ୍ଷାରେ ନିୟୋଜିତ ବୁର୍ଲା ଭିମ୍ସାରରେ ଚିକିତ୍ସାଧୀନ ଜଣେ ଯବାନଙ୍କ ସ୍ତ୍ରୀଙ୍କୁ ଆବଶ୍ୟକ ରକ୍ତ ମିଳି ପାରିଲାନି। ଡାକ୍ତରଙ୍କ ପରାମର୍ଶକ୍ରମେ ପ୍ରସୂତିଙ୍କୁ ଶନିବାର ‘ଓ’ ପଜିଟିଭ୍ ବର୍ଗର ରକ୍ତ ଆବଶ୍ୟକ ହୋଇଥିଲା। ମାତ୍ର ଭିମ୍ସାର ରକ୍ତଭଣ୍ଡାରରେ…
ଡାକ୍ତରଖାନାରୁ ମହିଳା ରୋଗୀ ନିଖୋଜ
ରେଢାଖୋଲ,୧୧ା୫(ଅଚ୍ୟୁତାନନ୍ଦ ପୁରୋହିତ): ସ୍ବାମୀଙ୍କ ମାଡରେ ଆହତ ହୋଇ ରେଢାଖୋଲ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ନିଖୋଜ ହୋଇଯାଇଛନ୍ତି। ଏନେଇ ମହିଳାଙ୍କ ମା’ ରେଢାଖୋଲ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକାରୀ ବୌଦ୍ଧ ଥାନା ଟାଙ୍ଗରପାଲି ଗ୍ରାମର ମୂଳବାସିନ୍ଦା ମା’ ଗୁରୁବାରୀ ବେହେରା କରିଥିବା…
ଭିମ୍ସାରରେ ରାଗିଂ ଅଭିଯୋଗ
ସମ୍ବଲପୁର,୯ା୫(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଚିକିତ୍ସା ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ରେ ରାଗିଂ ଅଭିଯୋଗ ହୋଇଛି। ସ୍ନାତକୋତ୍ତର ପ୍ରଥମ ବର୍ଷରେ ଅଧ୍ୟୟନରତ ଝାରସୁଗୁଡ଼ାର ଜଣେ ଛାତ୍ର ରାଗିଂର ଶିକାର ହୋଇଛନ୍ତି। ଗତ ଏକ ମାସ ହେଲା ସ୍ନାତକୋତ୍ତର ଦ୍ୱିତୀୟ…
ସମ୍ବଲପୁର ଜିଲା ଟପ୍ପର: ଜି ଶିରିଶା
ସମ୍ବଲପୁର,୩ା୫(ପ୍ରମୋଦ ବହିଦାର): ନିୟମିତ ଅଭ୍ୟାସ ଯୋଗୁ ମାଟ୍ରିକ୍ ପରୀକ୍ଷାରେ ସଫଳତା ପାଇଛନ୍ତି ବୋଲି ସମ୍ବଲପୁର ଜିଲା ଟପ୍ପର ଜି ଶିରିଶା କହିଛନ୍ତି। ମାନେଶ୍ୱରର ଜି ଜଗଦିଶ ଓ ଜି ଶ୍ରୀଲକ୍ଷ୍ମୀଙ୍କ କନ୍ୟା ଶିରିଶା ଚଳିତ ମାଟ୍ରିକ ପରୀକ୍ଷାରେ ୯୪.୩୩ ପ୍ରତିଶତ ହାରରେ…
୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା କମିଟି ଦ୍ବାରା ଛାତ୍ରମାନଙ୍କ ଅସଦାଚରଣ, ନିମ୍ନ ଉପସ୍ଥାନ ଏବଂ ବିଶ୍ବବିଦ୍ୟାଳୟ ନିୟମ ଉଲଂଘନ ଆଦି…
ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା
ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ…
ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ
କୁଚିଣ୍ଡା,୨୦ା୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା ପୋଲିସ ଶନିବାର କୁଚିଣ୍ଡା ବ୍ଲକ କଲ୍ଲେହିପାଲି ଯୁକ୍ତଦୁଇ କଲେଜ ଅଧ୍ୟକ୍ଷଙ୍କୁ ଗିରଫ କରି…
ଲାଞ୍ଚ ନେଉଥିଲେ ଅତିରିକ୍ତ ତହସିଲଦାର: ଛକିରହିଥିଲା ଭିଜିଲାନ୍ସ ,ପରେ ଯାହା ହେଲା…
ସମ୍ବଲପୁର,୧୯।୪: ଲାଞ୍ଚ ନେଇ ଧରାପଡ଼ିଲେ ସମ୍ବଲପୁର ଜିଲା ମାନେଶ୍ବର ଅତିରିକ୍ତ ତହସିଲଦାର। ମାନେଶ୍ବର ଅତିରିକ୍ତ ତହସିଲଦାର ଭୁବନାନନ୍ଦ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି। ଚାଷଜମିର କିସମ ପରିବର୍ତ୍ତନ କରିବାକୁ ୬ ହଜାର ଲାଞ୍ଚ ନେଉଥିଲା ବେଳେ ପୂର୍ବ ଯୋଜନା ମୁତାବକ ଛକି…
ନିଲଡୁଙ୍ଗୁରୀ ମାର୍କେଟ ଟର୍ମିନାଲ ନେଇ ଆଶା ସଂଚାର
ସମ୍ବଲପୁର,୧୯।୪(ଭବାନୀ ଶଙ୍କର ଭୋଇ): ଯୁଯୁମୁରା ବ୍ଲକ କବରାପାଲି ଗ୍ରାମପଞ୍ଚାୟତର ନିଲଡୁଙ୍ଗୁରୀରେ ବିଜେଡି ସରକାର ଅମଳରେ ୨୦୧୪ରେ ଘୋଷଣା ହୋଇଥିବା ବୃହତ୍ ମାର୍କେଟ ଟର୍ମିନାଲକୁ ନେଇ ପୁଣିଥରେ ଆଶା ସଂଚାର ହୋଇଛି। ଆସନ୍ତା ୨୦ ତାରିଖରେ କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗର…
ସମ୍ବଲପୁର ସିଆର୍ପିଏଫ୍ ଗୋଷ୍ଠୀ କେନ୍ଦ୍ର ସର୍ବଶ୍ରେଷ୍ଠ ବିବେଚିତ
ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ଭାରତର ସର୍ବବୃହତ ସାମରିକ ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସର ଜନ୍ମଭୂମି ମଧ୍ୟପ୍ରଦେଶର ନିମଚରେ ଗୁରୁବାର ଆୟୋଜିତ ୮୬ତମ ସ୍ଥାପନା ଦିବସ ପରେଡରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗଦେଇ ଡେପୁଟି ଇନ୍ସପେକ୍ଟର ଜେନେରାଲ…
Archives


