ତାମିଲନାଡୁରେ ଅଟକି ରହିଛନ୍ତି ଶ୍ରମିକ
ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ସାମାଜିକ ଜୀବନଯାତ୍ରାରେ ମଧ୍ୟ ପ୍ରତିବନ୍ଧକ ସାଜିଛି। ତେଣୁ କରୋନା କଟକଣାରେ ଜିଲା, ରାଜ୍ୟ ବାହାରେ ଶ୍ରମିକମାନେ ଅଟକି ରହିଛନ୍ତି । ସେମାନେ ନିଜ ଜନ୍ମମାଟିକୁ ଫେରିବା ପାଇଁ ସାମାଜିକ ଗଣମାଧ୍ୟମ ଜରିଆରେ କାକୁତିମିନତୀ କରିଛନ୍ତି।…
ଜିଲାପାଳଙ୍କ ଅଫିସକୁ ପଶି ପାରିଲେନି ପୂର୍ବତନ ରାଜ୍ୟସଭା ସଦସ୍ୟା
ସମ୍ବଲପୁର, ୩୧।୩ (ବ୍ୟୁରୋ)-ସମ୍ବଲପୁର ଜିଲାପାଳଙ୍କ ଅଫିସ ଭିତରକୁ ବାହ୍ୟ ବ୍ୟକ୍ତି ବିଶେଷଙ୍କ ଯାତାୟତ କରିବାକୁ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି । କେବଳ କର୍ମଚାରୀ ଓ ଅଧିକାରୀମାନଙ୍କ ବିନା ଅନ୍ୟମାନଙ୍କ ସକାଶେ ବାରଣ ରହିଛି । ସୋମବାର ଦିନଠାରୁ ଏହି ନିୟମ…
ସମ୍ବଲପୁରରେ ମନଇଚ୍ଛା ଗଡୁଛି ଗାଡ଼ିମୋଟର
ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ଜନତା କର୍ଫ୍ୟୁ ଓ ପରେ ୨୧ ଦିନ ଲକ୍ ଡାଉନ କରାଯାଇଛି । ମଙ୍ଗଳବାର ସପ୍ତମ ଦିନରେ ପହଞ୍ଚତ୍ଛି ଲକ୍ ଡାଉନ। କିନ୍ତୁ ସମ୍ବଲପୁର ସହରରେ ଗାଡିମୋଟର ବେଧଡ଼କ ଭାବେ ଗଡ଼ୁଛି।…
ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା
ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି । ସେମାନଙ୍କ ଜୀବନ ଦୁଃଖରେ ବିତୁଛି । ତେବେ ସମ୍ବଲପୁର ରେଳ ଷ୍ଟେଶନ, ବସଷ୍ଟାଣ୍ଡ, ଧାର୍ମିକ…
ଅଗ୍ରୀମ ଦରମା ନେବାକୁ ମନାକଲେ ଭିମସାର ଡାକ୍ତର
ସମ୍ବଲପୁର, ୩୦।୩ (ବ୍ୟୁରୋ)-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷେ ନିଷ୍ଠାପର ସେବା ପାଇଁ ସ୍ବାସ୍ଥ୍ୟ ବିଭାଗ ଡାକ୍ତର, କର୍ମଚାରୀଙ୍କୁ ୪ ମାସର ଅଗ୍ରୀମ ଦରମା ଦେବାକୁ ଘୋଷଣା କରିଛନ୍ତି ।…
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ
ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ ବଦନାମ…
ଅନୁଧ୍ୟାନ କଲେ ଏସ୍ପି
ସମ୍ବଲପୁର, ୩୦।୩ (ବ୍ୟୁରୋ)- ସଂପ୍ରତି ଲକ୍ ଡାଉନ ଯୋଗୁ ସମ୍ବଲପୁର ସହର ପ୍ରଭାବିତ ହୋଇଛି । ଜନସାଧାରଣ ନିହାତି ଜରୁରୀ ନଥିଲେ ଘରୁ ବାହାରକୁ ବାହାରିବାକୁ ମନା କରାଯାଇଛି । ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ…
ବୁଢ଼ାରଜା ଦୈନିକ ବଜାରକୁ ଯାନ ଚଳାଚଳ ବନ୍ଦ
ସମ୍ବଲପୁର, ୩୦।୩ (ବ୍ୟୁରୋ)- କରୋନା ଭୂତାଣୁ ସବୁ କ୍ଷେତ୍ର ଲାଗି କଟକଣା ଆଣି ଦେଇଛି। ପ୍ରତିଷେଧକ ଭାବେ ଜନସାଧାରଣ ଏହାକୁ ମାନୁଛନ୍ତି । ଏହି କ୍ରମରେ ସମ୍ବଲପୁର ବୁଢ଼ାରଜା ଦୈନିକ ବଜାର ପ୍ରବେଶ ପଥ ପ୍ରଫେସର କଲୋନୀ ଛକଠାରେ ଅଞ୍ଚଳବାସୀ ବାଉଁଶ…
ଗରିବ ଲୋକଙ୍କୁ ରାଶନ ସାମଗ୍ରୀ ଦେଲେ ସ୍ଥାନୀୟ ଲୋକେ
ବାମରା, ୩୦।୩ (ଡି.ଏନ.ଏ.)-ସମ୍ବଲପୁର ଜିଲା ବାମରା ସଦର ମହକୁମା ଅଞ୍ଚଳରେ ଲକ ଡାଉନ ଯୋଗୁ ଅନାହାରରେ ଥିବା ଗରିବ ପରିବାରଙ୍କୁ ସ୍ଥାନୀୟ କେତେ ଜଣ ବ୍ୟକ୍ତି ରାସନ ସାମଗ୍ରୀ ଯୋଗାଇ ଦେଇଛନ୍ତି। ପରିବାର ପ୍ରତି ୪ ଦିନର ରାସନ ସାମଗ୍ରୀ ଆକାରରେ…
କରୋନା ସ୍ଥିତି ଅନୁଧ୍ୟାନ କଲେ ଉପଜିଲାପାଳ
ବାମରା, ୩୦।୩ (ଡି.ଏନ.ଏ.)-ବର୍ତ୍ତମାନ କରୋନା ପାଇଁ ସାରା ଦେଶ ସମ୍ପୂର୍ଣ୍ଣ ଲକ ଡାଉନ ପରିସ୍ଥିତିରେ ଗତି କରୁଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାର ଜିଲା ପ୍ରଶାସନକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କୁଚିଣ୍ଡା ଉପଜିଲାପାଳ ବିଶ୍ୱରଞ୍ଜନ…
ମନଇଚ୍ଛା ପାସ୍ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତା
ଜୁନାଗଡ,୨୯।୩(ଡି.ଏନ୍.ଏ): କୋଭିଡ-୧୯ ପାଇଁ ରାଜ୍ୟରେ ଲକ୍ଡାଉନ ହୋଇଛି। ଜରୁରୀକାଳୀନ ସେବା ପାଇଁ ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କୁ ଭେଇକିଲ ପାସ୍ ଦିଆଯାଉଛି। ଏହି ପାସ୍ଗୁଡିକ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ମନଇଚ୍ଛା ଦିଆଯାଉଥିବା ଅଭିଯୋଗ ହେଉଛି। ଏକାଧିକ ଲୋକ…
ସହଯୋଗ ମାଗିଲେ ଦିଲୀରେ ଅଟକି ରହିଥିବା ଶ୍ରମିକ
ସମ୍ବଲପୁର,୨୮।୩ (ବ୍ୟୁରୋ)- ସମ୍ବଲପୁର ଜିଲା ମେଘପାଳ ଗ୍ରାମଞ୍ଚାତୟର ୩୦ ଶ୍ରମିକ ଦିଲୀରେ ଫସି ରହିଛନ୍ତି । ଉଦ୍ଧାର ଲାଗି ସେମାନେ ସୋସିଆଲ ମିଡିଆରେ ରାଜ୍ୟ ସରକାରଙ୍କ ସହଯୋଗ ଭିକ୍ଷା କରିଛନ୍ତି । ଲକଡାଉନ ୨୧ ଦିନ ପର୍ଯ୍ୟନ୍ତ ଚାଲିବ । ଇତିମଧ୍ୟରେ…
Archives


