ସମ୍ବଲପୁର

ତେଲେଙ୍ଗାନା ଇଟାଭାଟିରେ ୪୧ଶ୍ରମିକ

ନୂଆପଡା ଅଫିସ,୨୯ା୩- ସାରା ଦେଶରେ ଲକଡାଉନ। ଆଗକୁ କଅଣ ହେବ ଅନିଶ୍ଚିତତା ମଧ୍ୟରେ ଲୋକ ଜୀବନ ବଞ୍ଚାଇବାକୁ ରାହା ଖୋକୁଛନ୍ତି। ଏଭଳି  ସ୍ଥିତିରେ ରାଜ୍ୟ ବାହାରେ ଇଟାଭାଟିଗୁଡିକରେ ଫସି ରହିଛନ୍ତି ଶ୍ରମିକମାନେ । ତେଲେଙ୍ଗାନାର ବୋମାଲା ରମାରାମ ପୋଲିସ ଷ୍ଟେଶନ ଅନ୍ତର୍ଗତ…

ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୫ଲକ୍ଷ ଦେଲା ଅରୁନ୍ଧତୀ ଗ୍ରୁପ୍‌

ବଲାଙ୍ଗୀର ଅଫିସ, ୨୯ା୩- ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ମହାମାରୀ ମୁକାବିଲା ପାଇଁ ଏବେ ସରକାରୀ ଓ ବେସରକାରୀସ୍ତରରେ ପ୍ରୟାସ ଆରମ୍ଭ ହୋଇଛି । ଏହି ମହତ୍‌ କାର୍ଯ୍ୟରେ ସହଯୋଗ କରିବାକୁ ରାଜ୍ୟର ଅନ୍ୟତମ ଅଗ୍ରଣୀ ବ୍ୟବସାୟିକ ପ୍ରତିଷ୍ଠାନ ଅରୁନ୍ଧତୀ…

ମାଛ ବଜାର ଭିଡ କମାଇବାକୁ ମାର୍କିଂ କଲା ପୋଲିସ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ୨୧ଦିନିଆ ଲକ୍‌ ଡାଉନ୍‌ ବ୍ୟବସ୍ଥା କରାଯାଇଛି । ବଲାଙ୍ଗୀର ଜିଲା ଓ ସହରରେ ଏହି ଲକ୍‌ ଡାଉନ୍‌କୁ କଡାକଡି ଭାବେ ପାଳନ କରାଯାଉଛି । ଏହି ସମୟରେ ନିତ୍ୟ…

କରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀ

କେଗାଁ, ୨୯ା୩(ଡି.ଏନ.ଏ.)-କରୋନା ଭୟରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁ ଗ୍ରାମର ଯୁବଗୋଷ୍ଠୀ ରବିବାରଠାରୁ ଗାଁକୁ ଥିବା ତିନି ପ୍ରବେଶ ପଥରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ କରଛନ୍ତି। ବାଉଁଶରେ କରୋନା ସଚେତନତା ବାର୍ତ୍ତା ଲେଖାଯାଇଛି। ଯୁବଗୋଷ୍ଠୀଙ୍କ କହିବା କଥା ଉକ୍ତ…

ଫେରିବାକୁ ଚାହିଁ ବସିଛନ୍ତି ୭୮ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ନେଇ ଦେଶବ୍ୟାପୀ ଲକ୍‌ ଡାଉନ୍‌ ସମୟରେ ସବୁଠୁ ବେଶୀ ଅସୁବିଧାରେ ପଡିଛନ୍ତି ଦାଦନ ଶ୍ରମିକ । ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶତାଧିକ ଦାଦନ ଶ୍ରମିକ ଏବେ ଉଦ୍ଧାର ପାଇଁ…

ଆମିଶ ବଜାରରେ ଦରବୃଦ୍ଧିକୁ ନେଇ ଉତ୍ତେଜନା

ଦେବଗଡ, ୨୯ା୩ (ଡି.ଏନ.ଏ.): ଦେବଗଡ ଆମିଶ ବଜାରରେ ଅହେତୁକ ଦର ବୃଦ୍ଧିକୁ ନେଇ ରବିବାର ଗ୍ରାହକ ଓ ବ୍ୟବସାୟୀ ମୁହାମୁହିଁ ହୋଇଥିଲେ। ଉତ୍ତ୍ୟକ୍ତ ଗ୍ରାହକମାନେ ବଜାର ଫାଟକରେ ତାଲା ପକାଇ ଦେଇଥିଲେ । ପରିସ୍ଥିତି ଗୁରୁତର ଆକାର ଧାରଣ କରିବା ପୂର୍ବରୁ…

ହରିଶଙ୍କରରେ ଭୋକିଲା ମାଙ୍କଡଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଖପ୍ରାଖୋଲ, ୨୯ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ମନ୍ଦିର ଗତ ୮ଦିନ ହେଲା ବନ୍ଦ ରହିଥିବାବେଳେ କେବଳ ପୂଜକ ନୀତି ପୂଜା କରୁଛନ୍ତି। ତେବେ ଏଠାରେ ହଜାର ହଜାର ମାଙ୍କଡ ରହୁଥିବାବେଳେ ପର୍ଯ୍ୟଟକଙ୍କଠାରୁ ମୁଆଁ, ବିସ୍କୁଟ୍‌, ବାଦାମ, ମୁଢି, ଫଳମୂଳ…

ପଞ୍ଚାୟତ ପୃଥକାବାସ ଶୌଚାଳୟ ଭାଙ୍ଗିଲେ ଦୁର୍ବୃତ୍ତ

ଲୋଇସିଂହା, ୨୯।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ପକ୍ଷରୁ ଭାଲୁପାଲି ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରୋନା ଭାଇରସ ମୁକାବିଲା ପାଇଁ ପୃଥକାବାସ କେନ୍ଦ୍ର କରାଯାଇଛି । ଏଠାରେ ନିର୍ମାଣ ଚାଲିଥିବା ଶୌଚାଳୟକୁ କେତେକ ଦୁର୍ବୃତ୍ତ ଭାଙ୍ଗି…

ହାତ ଟେକି ଦେଇଛନ୍ତି ସରକାରୀ କର୍ମଚାରୀ

ବାମରା, ୨୯।୩ (ଡି.ଏନ.ଏ.) କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ବିଭିନ୍ନ ପ୍ୟାକେଜ ଓ ସୁବିଧା ଘୋଷଣା କରଛନ୍ତି। ହେଲେ କରୋନାରୁ ଲୋକଙ୍କୁ ବଞ୍ଚାଇବା ପାଇଁ ନିୟୋଜିତ କାର୍ଯ୍ୟରତ ଡାକ୍ତର ଓ ଅନ୍ୟାନ୍ୟ ବ୍ଲକ କର୍ମଚାରୀଙ୍କୁ ସରକାର…

ବୋମାଲୋଇ ଗ୍ରାମକୁ ପ୍ରବେଶ ନିଷେଧ

ସମ୍ବଲପୁର, ୨୯।୩ (ବ୍ୟୁରୋ):ସମଗ୍ର ବିଶ୍ୱରେ କରୋନା ଭୂତାଣୁ ଭୟ ଲାଗି ରହିଛି। ସହରରେ ଲକ୍‌ ଡାଉନକୁ କେତେକାଂଶରେ ଜନସାଧାରଣ ମାନୁଛନ୍ତି। କିନ୍ତୁ ଗ୍ରାମାଞ୍ଚଳରେ ଜନସାଧାରଣ ଲକ୍‌ ଡାଉନକୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ମାନି ନେଇଛନ୍ତି । ଏହି କ୍ରମରେ ସମ୍ବଲପୁର…

ଆନିକଟ୍‌ର ଦ୍ୱିତୀୟ ଗେଟରେ ଜୁଆ ଖେଳ

ସମ୍ବଲପୁର, ୨୯।୩ (ବ୍ୟୁରୋ)- ସମ୍ବଲପୁର ମହାନଦୀ ଅଯୋଧ୍ୟା ସରୋବର ଦ୍ୱିତୀୟ ଗେଟ୍‌ ନିକଟରେ ଜୁଆ ଖେଳ ଚାଲିଛି । ଗତ ମାର୍ଚ୍ଚ ୨୨ ତାରିଖ ଜନତା କର୍ଫ୍ୟୁ ଏବଂ ପରେ ଲକ୍‌ ଡାଉନ୍‌ ଯୋଗୁ ଜୁଆ ଖେଳିବାରେ ଲିପ୍ତ ଅଛନ୍ତି ଯୁବକମାନେ…

ଭୋକିଲାଙ୍କ ପେଟରେ ଆହାର ଦେବାକୁ ପଣ

ସମ୍ବଲପୁର, ୨୯।୩ (ବ୍ୟୁରୋ):ସଂପ୍ରତି କରୋନା ଭୁତାଣୁ ସମଗ୍ର ବିଶ୍ୱକୁ ସଂପୂର୍ଣ୍ଣ ଭାବେ ଗ୍ରାସିଛି। ଜନ ଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଆଧୁନିକ ବୈଜ୍ଞାନିକ ହାତ ଟେକି ଦେଇଛନ୍ତି। ଏପରି ସ୍ଥଳେ ମଣିଷ ଭୟଭିତ ହୋଇ ଘରେ ବସିବାକୁ ବାଧ୍ୟ ହୋଇଛି। ଜନତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri