ସମ୍ବଲପୁର

ରିଲିଫ ପାଣ୍ଠିକୁ ଦାନ କଲା ଶୀତଳଷଷ୍ଠୀ ଯାତ୍ରା କମିଟି

ସମ୍ବଲପୁର, ୧୧।୪ (ବ୍ୟୁରୋ)-ବିଶ୍ୱ ବ୍ୟାପି କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଏହି ପରିସ୍ଥିତିରେ ମୁକାବିଲା ଲାଗି ସମ୍ବଲପୁର ବଡବଜାର ଶ୍ରୀ ଶ୍ରୀ ଶିତଳେଶ୍ୱର ବାବା ଶୀତଳଷଷ୍ଠୀ ଯାତ୍ରା କମିଟି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛି। ଉଭୟ…

ଉଜୁଡ଼ିଯିବ ରବିଧାନ ଫସଲ

ସମ୍ବଲପୁର,୧୧ା୪(ବ୍ୟୁରୋ) କରୋନା ଭୂତାଣୁର ମୁକାବିଲା ପାଇଁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍‌ ଡାଉନ୍‌ କରି କଟକଣା ଜାରି କରିଛନ୍ତି। ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଏହାର ଅବଧି ବଢାଇ ଦେଇଛନ୍ତି। ଏହାର ପ୍ରଭାବ ଚାଷ କ୍ଷେତ୍ରରେ ପଡିଛି। ସାମାଜିକ…

କରୋନା ମୁକାବିଲା ପାଇଁ ଶିକ୍ଷୟତ୍ରୀ, ଶିକ୍ଷକଙ୍କୁ ତାଲିମ

ସମ୍ବଲପୁର,୧୦।୪(ବ୍ୟୁରୋ): ସମ୍ବଲପୁରର ବିଭିନ୍ନ ସ୍କୁଲର ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ କରୋନା ମୁକାବିଲା ପାଇଁ ନିୟୋଜିତ କରାଯିବ । ଏ ନେଇ ଶୁକ୍ରବାର ସହରର ୧୫ଟି ସ୍କୁଲରେ ଦୁଇ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ୭୫୦ ଜଣ ଶିକ୍ଷୟିତ୍ରୀ, ଶିକ୍ଷକ…

ସାନିଟାଇଜର ତିଆରି କଲା ପ୍ରଶାସନ

ସମ୍ବଲପୁର,୧୦ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ରାଜ୍ୟ ସରକାର ସବୁ ଦିଗରେ ଉଦ୍ୟମ କରୁଛନ୍ତି । ତଥାପି ରାଜ୍ୟରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ କରୋନା ଭୂତାଣୁରୁ ସୁରକ୍ଷା ପାଇବା ପାଇଁ ସାନିଟାଇଜରର ଆବଶ୍ୟକତା ରହିଛି । ତେଣୁ…

ସାହାଯ୍ୟ ମାଗିଲେ ଗୁପ୍‌ଚୁପ୍‌, ଆଖୁରସ ବ୍ୟବସାୟୀ

ସମ୍ବଲପୁର,୧୦।୪(ବ୍ୟୁରୋ) ବର୍ତ୍ତମାନ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ସମ୍ବଲପୁରରେ ଗୁପ୍‌ଚୁପ୍‌ ଓ ଆଖୁ ରସ ବିକ୍ରି ବନ୍ଦ ରହିଛି। ଏହାଦ୍ୱାରା ଆଖୁରସ ଓ ଗୁପଚୁପ ବିକ୍ରି କରି ପରିବାର ପ୍ରତିପୋଷଣ କରୁଥିବାର ଦୋକାନୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ପରିବାର ଉପରେ ଏହାର ପ୍ରଭାବ ପଡିଛି। ଏଥିରୁ ବାଦ୍‌ ପଡିନାହାନ୍ତି…

ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି । ଅଇଁଠାପାଲି, ଶାସନ, ଟାଉନ ଥାନା, ଧନୁପାଲି ଥାନା, କ୍ଷେତରାଜପୁର ଥାନା, ସଦର ଥାନା ପୋଲିସ…

ଡ୍ରୋନ ଦ୍ୱାରା ଷ୍ଟେଶନ ସୁରକ୍ଷା ତଦାରଖ

ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍‌ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍‌, ଯାତ୍ରୀ ସଂରକ୍ଷଣ କେନ୍ଦ୍ରଗୁଡିକ ବ୍ୟବହାର ନ ହୋଇ ବନ୍ଦ ରହିଛି । ଏଥିସହ ସିଗନାଲିଂ ଭିତ୍ତିଭୂମି,…

ସମ୍ବଲପୁରରେ ହେବ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର,୯ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରିବାକୁ ପ୍ରଶାସନ ସ୍ଥିର କରିଛି। ବିଭିନ୍ନ ମହଲରେ କିନ୍ତୁ ଏହାକୁ ବିରୋଧ କରାଯାଉଛି। ବୁର୍ଲା ଭିମ୍‌ସାରରେ କୋଭିଡ ମେଡିକାଲ ନିମାଣ କରିବାକୁ ଦାବି କରାଯାଇଥିଲା। ଏଥିପାଇଁ ପ୍ରଶାସନିକ ଅଧିକାରୀ ଭିମ୍‌ସାର,…

ଅମାନିଆଙ୍କ ପାଇଁ କଠୋର

ସମ୍ବଲପୁର,(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶକୁ ଲକଡାଉନ କରି କେତେକ କଟକଣା ଘୋଷଣା କରାଯାଇଛି । ହେଲେ କେତେକ ଏହାକୁ ମାନୁ ନାହାନ୍ତି। ଏଣୁ ଜିଲାରେ ଅମାନିଆଙ୍କୁ ସାବାଡ କରିବା ପାଇଁ ପୋଲିସ ଓ ଜିଲା ପ୍ରଶାସନ କଠୋର ଅଭିମୁଖ୍ୟ…

୩ ଦୋକାନ ସିଲ୍‌, ୩୫ ବାଇକ୍‌ ଜବତ: ୨୨ ଜଣଙ୍କ ନାଁରେ ମାମଲା

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁର ମୁକାବିଲା ଲାଗି ସରକାର କଟକଣା ଜାରି କରିଛନ୍ତି। ଏପ୍ରିଲ ୧୪ ପର୍ଯ୍ୟନ୍ତ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ନିୟମ ପାଳନ କରୁ ନ ଥିବା ସମ୍ବଲପୁରର ଅମାନିଆମାନଙ୍କୁ ପୋଲିସ ସାବାଡ କରିଛି । ଗତ…

ଆହତ ସମ୍ବରକୁ ଚିକିତ୍ସା କରାଇଲା ବନ ବିଭାଗ

ଧମା, ୭।୪ (ଡି.ଏନ.ଏ.) ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ୍‌ ଖିଣ୍ଡା ଗ୍ରାମର ଖଲିଆବନ୍ଧ ନିକଟରୁ ଧମା ବନ ବିଭାଗ ମଙ୍ଗଳବାର ସକାଳେ ଏକ ଆହତ ସମ୍ବରକୁ ଉଦ୍ଧାର କରାଯାଇଛି । ଲୋକଙ୍କଠାରୁ ଖବର ପାଇ ରେଞ୍ଜର ଆଲୋକ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ କର୍ମଚାରୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri