ସମ୍ବଲପୁର

ପରିବାର ଲୋକେ ଘରେ ପୂରାଇଲେନି

ସମ୍ବଲପୁର,୧୬।୫ (ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ସରକାର ଯେତେ ସଚେତନ ଓ ସୁବିଧା କଲେ ମଧ୍ୟ ସୁଫଳ ମିଳିପାରୁନାହିଁ। ସଚେତନତା ଅଭାବ ଯୋଗୁ ଭୟରେ ପରିବାର ନିଜ ଲୋକଙ୍କୁ ପର କରିଦେଉଛନ୍ତି। ସ୍ଥାନୀୟ…

ଗାଁ ଲୋକେ ମିଶି ଗାଧୁଆ ଘାଟ ତିଆରି କଲେ

ବାମରା,୧୬।୫(ଡି.ଏନ.ଏ.)-ସମ୍ବଲପୁର ଜିଲା ବାମରା ବ୍ଲକ ବାଉଁସଲଗା ପଞ୍ଚାୟତ ସର୍ଗିଡ଼ିହି ଗ୍ରାମର ଲହରଙ୍ଗା ନଦୀରେ ଗାଁ ଲୋକେ ମିଶି ଗାଧୁଆଘାଟ ତିଆରି କରିଛନ୍ତି। ୭ ବର୍ଷ ହେବ ଏମାନେ ଜନପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସନ ଯାଏ ଅନେକ ଆବେଦନ ଓ ଗୁହାରି କରିଆସୁଥିଲେ।…

ମିଛ ସୂଚନା ପୋଷ୍ଟ କରି ଅଡୁଆରେ ନାରୀନେତ୍ରୀ

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁରରେ କରୋନା ପଜିଟିଭି ଚିହ୍ନଟ ହୋଇଥିବା ମିଛ ସୂଚନା ଦେଇ ଏବେ ଜଣେ ମହିଳା ନେତ୍ରୀ ଅଡ଼ୁଆରେ ପଡ଼ିଛନ୍ତି। ସେ ହେଲେ ଭାରତୀ ପଣ୍ଡା। ସେ ଏକ ଜାତୀୟ ଦଳର ସଦସ୍ୟା ଅଛନ୍ତି। ନିଜର ଫେସ୍‌ବୁକ୍‌ ଆକାଉଣ୍ଟରେ ସେ…

ଚାଉଳ ଦେଲେ କ’ଣ ହେବ, ପାଣି ନାହିଁ

ସମ୍ବଲପୁର,୧୫।୫ (ବ୍ୟୁରୋ): ଚାଉଳ ଦେଲେ କ’ଣ ହେବ, ପାଣି ଦିଅ। ନ ହେଲେ କିଭଳି ଭାତ ରୋଷେଇ ହେବ । ପ୍ରଥମେ ପିଇବାକୁ ପାଣି ତା ପରେ ପେଟକୁ ଖାଇବାକୁ ଦିଅ। ବାରମ୍ବାର ସବୁ ଅଫିସକୁ ଯାଇ ଅଭିଯୋଗ କରିଛୁ। ଗୁହାରୀ…

ହ୍ବାଟ୍ସଆପ୍‌ରେ ଲୋକଙ୍କୁ ଉତ୍ତର ଦେଉଛନ୍ତି ଏସ୍‌ପି

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁର ପୋଲିସ ଲକ୍‌ଡାଉନ୍‌ ସମ୍ପର୍କରେ ଠିକ୍‌ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ ନମ୍ବର (୯୪୩୮୯୧୬୫୫୦) ସର୍ବସାଧାରଣ କରିଛି। ଏହା କେବଳ ଦିନ ୧୧ଟାରୁ ୧୨ ପର୍ଯ୍ୟନ୍ତ ଖୋଲା ରହୁଛି। ନିଜେ ଏସ୍‌ପି କନୱର ବିଶାଳ ସିଂ ଏହାକୁ…

ଆଉ ଲୋଡ଼ା ପଡ଼ିବେ ନାହିଁ ରାଜ୍ୟ ବାହାର ହାର୍ଭେଷ୍ଟର ଚାଳକ

ସମ୍ବଲପୁର,୧୫।୫ (ବ୍ୟୁରୋ)-ଆଉ ଲୋଡ଼ା ପଡିବେ ନାହିଁ ରାଜ୍ୟ ବାହାର ଚାଳକ ା ଧାନ ଅମଳ ପାଇଁ ହାର୍ଭେଷ୍ଟର ଚଳାଇବା ପାଇଁ ୫୦ଜଣଙ୍କୁ ତାଲିମ ଦେଇ ସ୍ବାବଲମ୍ବୀ କରିଛି ଜିଲା କୃଷି ବିଭାଗ ା ଏହାପରେ ଧାନ ଅମଳ ଚିନ୍ତାରୁ ମୁକ୍ତି ପାଇଛନ୍ତି…

ଶୋଷ ମେଣ୍ଟାଇଲା ସୋଲାର ପାନୀୟ ଜଳ ପ୍ରକଳ୍ପ

ସମ୍ବଲପୁର,୧୩ା୫(ବ୍ୟୁରୋ)-ଦୀର୍ଘଦିନ ପରେ ଦୁର୍ଗମ ଅଞ୍ଚଳବାସୀଙ୍କ ଜଳକଷ୍ଟ ଦୂର ହୋଇଛି ା ସୋଲାର ପାନୀୟ ଜଳ ପ୍ରକଳ୍ପ ଯୋଗୁ ସମ୍ବଲପୁର ଜିଲାର ଜଙ୍ଗଲ ପରିବେଷ୍ଟିତ ପାହାଡିଆ ଅଞ୍ଚଳବାସୀଙ୍କ ଶୋଷ ମେଣ୍ଟିଛି ା ନଳ ଖୋଲିଲେ ୨୪ ଘଣ୍ଟା ପାନୀୟ ଜଳ ମିଳୁଛି। ବିଜୁଳି…

ରାସ୍ତାରେ ଯାଉଥିବା ୧୦ ଜଣଙ୍କୁ ଧରିନେଇ ସଙ୍ଗରୋଧ କେନ୍ଦ୍ରକୁ ପଠାଇଦେଲା ପୋଲିସ

ସମ୍ବଲପୁର,୧୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ଦେଇ ରାଜ୍ୟ ବାହାରର ଲୋକେ ପ୍ରତିଦିନ ଚାଲି ଚାଲି ନିଜ ରାଜ୍ୟ ତଥା ଘରକୁ ଯାଉଛନ୍ତି। ମଙ୍ଗଳବାର ପଶ୍ଚିମବଙ୍ଗ ଯାଉଥିବା ୧୨ ଜଣ ଶ୍ରମିକଙ୍କୁ ଗେଙ୍ଗୁଟିପାଲିରେ ସ୍ଥାନୀୟ କେତେକ ଲୋକେ ଦେଖି ଧନୁପାଲି ପୋଲିସକୁ ଖବର ଦେଇଥିଲେ।…

ଟ୍ରାକ୍ଟରରୁ ପଡ଼ିଗଲେ ଶ୍ରମିକ, ଟ୍ରଲି ଚକ ଚଢିଗଲା

ସମ୍ବଲପୁର,୧୨।୫(ବ୍ୟୁରୋ): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ବୁଢ଼ାରଜା ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି । ଟ୍ରାକ୍ଟର ଟ୍ରଲିର ଚକ ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶାସନ ଥାନା…

ନାବାଳିକା ବଳାତ୍କାର ଅଭିଯୋଗରେ ଜେଲ୍‌ଗଲେ ଯୁବକ

କୁଚିଣ୍ଡା,୧୨।୫(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସମୀର କାଲୋ (୨୦)। ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ହେଲେ ଜାମିନ ମଞ୍ଜୁର ନ…

ସୁବାଷ ଚୌହାନଙ୍କୁ ଶ୍ରଦ୍ଧାଞ୍ଜଳି, ଶେଷଦର୍ଶନ

ସମ୍ବଲପୁର,୧୦ା୫ (ବ୍ୟୁରୋ)- ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାଷ ଚୌହାନଙ୍କ ରବିବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମୃତ୍ୟୁ ଘଟଛି। ଏହି ଖବର ଜଣା ପଡ଼ିବା ପରେ ସାରା ପଶ୍ଚିମ ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି। ତେବେ…

ଭିମ୍‌ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା

ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍‌ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ କରି ପାରିବେ ନାହିଁ। ଦର ଧାର୍ଯ୍ୟ ପରେ ଆମ୍ବୁଲାନ୍ସ ରୋଗୀ କିମ୍ବା ମୃତଦେହ ନେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?