ସମ୍ବଲପୁର

ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ…

ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର

ନାକଟିଦେଉଳ,୯।୫(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅନ୍ତର୍ଗତ ଜାମୁଯୋରୀ ପଞ୍ଚାୟତର ଏକ ଗାଁରେ ଜଣେ ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର ହୋଇଛନ୍ତି। ଏ ନେଇ ନାକଟିଦେଉଳ ଥାନାରେ ଶନିବାର ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ବୈରାଗୀ ମାଝି ଓରଫ ବାବୁଲି…

ଓଡ଼ିଶା ଫେରାଇ ଆଣିବାକୁ ତାମିଲନାଡୁରୁ ପ୍ରବାସୀଙ୍କ ନିବେଦନ

ବାମରା,୯।୫,(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ଲରିଆପାଲି ପଞ୍ଚାୟତ ନୂଆଡ଼ିହି ଗ୍ରାମର ଲିଲିମା କୁଜୁର ଓ ଜମନକିରା ବ୍ଲକ ଟିକଲିପଡା ପଞ୍ଚାୟତ ବରହାମୁଣ୍ଡି ଗ୍ରାମର ଶୁକ୍ରା ଓରାମଙ୍କ ସମେତ କେତେକ ଯୁବକ ଯୁବତୀ ତାମିଲନାଡୁ ରାଜ୍ୟ ଇରୋଡ଼ ଜିଲା ପଲଭାକାଲିପଲାୟମସ୍ଥିତ ଅରୁଣ…

ଦିଲ୍ଲୀରେ ଜୁହାର ପରିବାର ବାଣ୍ଟିଲା ରିଲିଫ

ସମ୍ବଲପୁର, ୭।୫ (ବ୍ୟୁରୋ)- ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଜୁହାର ପରିବାର ପକ୍ଷରୁ ଦିଲ୍ଲୀରେ କରୋନା ପରିସ୍ଥିତିକୁ ଦେଖି ରିଲିଫ ବଣ୍ଟନ କରାଯାଇଛି । ଲକ୍‌ ଡାଉନରେ ପ୍ରଭାବିତ ହୋଇଥିବା ଗରିବମାନଙ୍କୁ ଚାଉଳ, ଡାଲି, ଅଟା, ତେଳ, ଆଳୁ, ଲୁଣ, ଚିନି,…

ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ଦୁର୍ଘଟଣା ରୋକିବାକୁ ଶପଥ

ସମ୍ବଲପୁର, ୭।୫ (ବ୍ୟୁରୋ)- ପୂର୍ବତଟ ରେଳବାଇ ସମ୍ବଲପୁର ରେଳ ମଣ୍ଡଳରେ ବିଦ୍ୟୁତ ନିରାପତ୍ତା ସପ୍ତାହ ପାଳିତ ହୋଇଯାଇଛି । ବିଭିନ୍ନ ରେଳଷ୍ଟେଶନ, ରେଳବାଇ କଲୋନୀ, ଅଫିସ ଓ ମଣ୍ଡଳ ଅଫିସରେ ବିଦ୍ୟୁତ ନିରାପତ୍ତା ସ୍ଲୋଗାନ, ବ୍ୟାନର, ଷ୍ଟିକର୍‌ ଏବଂ ପୋଷ୍ଟର ପ୍ରଦର୍ଶିତ…

ପରସ୍ପରଠୁ ଦୂରତ୍ୱ ରଖି ଶିବିରରେ ବସିଲେ

ସମ୍ବଲପୁର, ୭।୫ (ବ୍ୟୁରୋ)- ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶିଶୁ ଶ୍ରମିକ ଆଇନ ଆଧାରିତ କରୋନା ସଚେତନତା ଶିବିର ଗୁରୁବାର ଏଡିଆର କେନ୍ଦ୍ର କୋଠା ପରିସରରେ ସାମାଜିକ ଦୂରତ୍ୱ ପାଳନ ସହ ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା…

ଫସି ରହିଥିବା ପରିବାର ଶେଷରେ ଘରକୁ ଗଲେ

ସମ୍ବଲପୁର, ୭।୫ (ବ୍ୟୁରୋ): ଲକ୍‌ ଡାଉନ୍‌ ଯୋଗୁ ସମ୍ବଲପୁର ଫାଟକଠାରେ ଫସି ରହି ଯାଇଥିବା ବରଗଡ ଜିଲା ଭଟଲିର ଏକ ପରିବାର ଶେଷରେ ଘରକୁ ଫେରିଛନ୍ତି। ଗାଡ଼ିମୋଟର ଚଳାଚଳ ବନ୍ଦ ହୋଇ ଯାଇଥିବାରୁ ଭଟଲିର କିସୁନ ସାହାଣି (୭୦) ତାଙ୍କ ସ୍ତ୍ରୀ…

ରେଢାଖୋଲରେ ନିରାଡ଼ମ୍ବରରେ ପାଳିତ ହେଲା ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ

ରେଢାଖୋଲ,୭।୫(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ଗୁରୁବାର ନିରାଡ଼ମ୍ବର ଭାବେ ପାଳିତ ହୋଇଛି। ବ୍ରହ୍ମ ଅବଧୁତ ବାବା ଆନନ୍ଦ ଦାସ ଦୀପ ପ୍ରଜ୍ୱଳନ କରି ବିଶ୍ୱଶାନ୍ତି କାମନା କରିଥିଲେ। ଏହି ଅବସରରେ ବସଷ୍ଟାଣ୍ଡସ୍ଥିତ ସନ୍ଥକବି ଭୀମ ଭୋଇଙ୍କ…

ଆଇସ୍କାନ ହୋଇପାରେ ସୁପରସ୍ପ୍ରେଡର

ସମ୍ବଲପୁର,୭ା୫(ବ୍ୟୁରୋ): ସମ୍ବଲପୁର ଜିଲାରେ ଆସନ୍ତା ୧୧ ତାରିଖରୁ ଧାନ କିଣାବିକା ଆରମ୍ଭ ହେବାକୁ ସ୍ଥିର ହୋଇଛି। ଏଥିପାଇଁ କେତେକ ଚାଷୀଙ୍କୁ ଟୋକନ ଦିଆଯାଇଛି। ହେଲେ ଏଥିପାଇଁ ଚାଷୀଙ୍କ ଟିପଚିହ୍ନ ସହ ଆଖି ସ୍କାନ କରିବାର ନିୟମ ରହିଛି । ଆଇସ୍କାନ କଲେ…

ରାଜ୍ୟ ବାହାରର ବସ୍‌କୁ ଦେଖି ଲୋକେ ଆତଙ୍କିତ

ସମ୍ବଲପୁର,୨ା୫(ବ୍ୟୁରୋ)-ରାଜ୍ୟ ବାହାରର ୩ଟି ବସ୍‌ ଶନିବାର ସମ୍ବଲପୁର ସହର ଭିତରକୁ ପ୍ରବେଶ କରିବାରୁ ସହରବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଧନୁପାଲି ଥାନା ଅଧୀନ ଜେଲ୍‌ ଛକରେ ଥିବା ଫଳ ଦୋକାନରୁ ଏମାନେ କିଛି ଫଳ କିଣିଥିଲେ। ଏହି ସମୟରେ କିନ୍ତୁ ସାମାଜିକ…

ସମ୍ବଲପୁର ରେଳ ମଣ୍ଡଳ ଅଫିସରେ ହାଣ୍ଡ ଫ୍ରି ସାନିଟାଇଜର ମେଶିନ୍‌ ବସିଲା

ସମ୍ବଲପୁର,୨।୫(ବ୍ୟୁରୋ):ମହାମାରୀ କୋଭିଡ- ୧୯ ସଂକ୍ରମଣକୁ ରୋକିବା ନେଇ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ଅଫିସରେ ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି । ଏହି କ୍ରମରେ ଶନିବାର ୨ଟି ହାଣ୍ଡ ଫ୍ରି ସାନିଟାଇଜର ଡିସପେନ୍ସର ସ୍ଥାପନ କରାଯାଇଛି । ସମ୍ବଲପୁର ମଣ୍ଡଳ ଯାନ୍ତ୍ରିକ…

ବବନ ସିଂ ଏମ୍‌ସିଏଲ୍‌ର ନୂତନ ବୈଷୟିକ ନିର୍ଦ୍ଦେଶକ

ସମ୍ବଲପୁର, ୨।୫ (ବ୍ୟୁରୋ)- ମହାନଦୀ କୋଇଲା କମ୍ପାନୀ (ଏମ୍‌ସିଏଲ)ର ନୂତନ ବୈଷୟିକ ନିର୍ଦ୍ଦେଶକ (ଯୋଜନା ଓ ପରିଯୋଜନା) ଭାବେ ଶନିବାର ବବନ ସିଂ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତାଙ୍କୁ ଅଧିକାରୀ, କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ୧୯୮୫ରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?