ତଲାବିରା କୋଇଲା ଖଣି ବିବାଦ: ବଳପୂର୍ବକ ଆନ୍ଦୋଳନକାରୀଙ୍କୁ ଘଉଡ଼ାଇଲା ପୋଲିସ
ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ତଲାବିରା କୋଇଲା ଖଣି ୧ ଓ ୨ରେ ବିବାଦ ଲାଗି ରହିଛି । କୋଇଲା ଖଣିରେ ଅଞ୍ଚଳବାସୀ ଆନ୍ଦୋଳନରେ ବସିଥିବା ବେଳେ ଗୁରୁବାର ସକାଳ ୮ଟାରେ ପୋଲିସ ପହଞ୍ଚିଥିଲା। ପରେ ବଳପୂର୍ବକ ମହିଳାମାନଙ୍କୁ…
ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍: ଅଭିଯୋଗ ପରେ ନୂତନ ପ୍ରଶ୍ନପତ୍ର ସେଟ୍ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର
ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍ ହୋଇଛି। କେମେଷ୍ଟ୍ରି (ରସାୟନ ବିଜ୍ଞାନ) ଓ ଜୁଲୋଜି (ପ୍ରାଣୀ ବିଜ୍ଞାନ) ବିଷୟର ପ୍ରଶ୍ନପତ୍ର ଗୁରୁବାର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ହେଲେ ବିଶ୍ୱବିଦ୍ୟାଳୟ ପକ୍ଷରୁ କେମେଷ୍ଟ୍ରି ପେପର୍ ଲିକ୍…
ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର
ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ ଭାଇରାଲ କରି ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗ କ୍ରମେ ବୁଧବାର ଅପରାହ୍ନ ପ୍ରାୟ…
ଆବାସ ଯୋଜନା ବାଟ୍ବନା: ଦଦ୍ରା କୁରିଆରେ ଦୁଇ ଗରିବ୍ ପରିବାର
ଜମନକିରା, ୧୧।୨ (ଡି.ଏନ୍.ଏ.)- କେନ୍ଦ୍ର ଆର ରାଏଜ୍ ଉଭଏ ସରକାର ଗରିବ୍ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍। ଅନେକ୍ ହକ୍ଦାର ହିତାଧିକାରୀ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଆଶ୍ରେ ଦରକାରୀ କାଗଜପତର ଧରି ପଁଚେତ୍ନୁ ବ୍ଲକ ତକ୍…
ଅଜାତିରେ ଖାଇ ଅଜେତ୍ ହେଇଥିଲେ: ଖଁଦ୍ ଦେବାକେ ମନାକଲେ ଜାତିଭାଇ
ଚିପିଲିମା, ୧୧।୨ (ଡି.ଏନ୍.ଏ.)- ବିଗିଅଁାନ ଯୁଗ୍ରେ ବି ଅନେକ ଜାତି, ଧରମ୍, ସମାଜର ଲୋକ୍ ଅଁଧ୍ ବିଶୁଆସରେ ବଁାଧି ହେଇ ରହିଛନ୍। ଆଏଜ୍ ବି ଅନେକ ଲୋକ୍ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍ ଲେଖେଁ ଅଁଧ୍ ବିଶୁଆସରେ ବିଶାସ୍ କରୁଛନ୍।…
ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ
ଜମନକିରା,୮।୨(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ନେଇ ବାମରା ଡିଏଫ୍ଓ…
ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍ଆଇ ନିଲମ୍ବିତ
ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍ପି କନୱର ବିଶାଳ ସିଂ ତାଙ୍କୁ ନିଲମ୍ବନ କରିଛନ୍ତି । ସୂଚନାଯୋଗ୍ୟ, ବୁଢ଼ାରଜା ଅଞ୍ଚଳରେ…
ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା
ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା ଅପରାଧୀଙ୍କୁ…
ସମ୍ବଲପୁରରେ ବନ୍ଦ ପାଳନ
ସମ୍ବଲପୁର,୫।୨(ବ୍ୟୁରୋ): ପଶ୍ଚିମ ଓଡିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ସମ୍ବଲପୁର ଜିଲାରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ଓକିଲ ସଂଘ ସମୁହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ନାଗରିକ କମିଟି…
ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ
ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ…
ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ
ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍ ଏଟିଆର୍ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ କରି ଉଡ଼ାଣ କରିଛି । ଏହି ବିମାନ ଝାରସୁଗୁଡ଼ା ଭିଏସ୍ଏସ୍ ବିମାନ ବନ୍ଦରରୁ ୧୦ଟା…
ଖରିଫ୍ ଧାନ ଶସ୍ୟବୀମା ପ୍ରଦାନ କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇବେ ଚାଷୀ
ଜମନକିରା,୩୦।୧(ଡି.ଏନ୍.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮ ମସିହାର ଖରିଫ୍ ଧାନଚାଷ ବୀମାରାଶି ପ୍ରଦାନ ନେଇ ଉଭୟ ପ୍ରଶାସନ ଓ ବୀମା କମ୍ପାନୀ ବିଭିନ୍ନ ସମୟରେ ଟାଳଟୁଳ ନୀତି ଅବଲମ୍ବନ କରିଆସୁଛନ୍ତି। ଫଳରେ ଚାଷୀମାନେ ଅନ୍ୟ ଉପାୟ ନ ପାଇ…
Archives


