ସମ୍ବଲପୁର

ଯାତ୍ରାମଣ୍ଡପ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ: କାମ ବନ୍ଦ ଲାଗି ବିଡିଓଙ୍କୁ ଦାବିପତ୍ର

ଜମନକିରା,୩୦।୧(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଛେମୁଣ୍ଡା ଗାଁରେ ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଆରମ୍ଭ ହୋଇଥିବା ଯାତ୍ରାମଣ୍ଡପକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ଗାଁର କିଛି ଲୋକ ଗୁରୁବାର ସ୍ଥାନୀୟ ବିଡିଓଙ୍କୁ…

ବସ୍‌-ଟ୍ରାକ୍ଟର ଦୁର୍ଘଟଣାରେ ୨ ଶ୍ରମିକ ମୃତ୍ୟୁ ଘଟଣା: କାଗଜପତ୍ର ନ ଥିବାରୁ ଜରିମାନା ଆଦାୟ

ସମ୍ବଲପୁର,୨୭।୧(ବ୍ୟୁରୋ): ସମ୍ବଲପୁର ଜାତୀୟ ରାଜପଥ ୫୫ରେ ଯୁଯୁମୁରା ଥାନା ମୁଦେର ଗ୍ରାମ ନିକଟରେ ରବିବାର ପୂର୍ବାହ୍ନରେ ଏକ ଟ୍ରାକ୍ଟର ପଛରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ଏଥିରେ ଏକ କମ୍ପାନୀରେ କାମ କରୁଥିବା ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ…

ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ

ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସମଲେଇ ମନ୍ଦିରର ଆବଶ୍ୟକ ଅନୁସାରେ ବିକାଶ କରାଯିବ। ବିଶେଷ…

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି।…

ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ ତାଙ୍କ ମୃତଦେହକୁ ଉଦ୍ଧାର କରି ଅଭିଯୁକ୍ତ ସ୍ବାମୀ କୁନାଲ ସିଂଙ୍କ ସହ ୫ଜଣଙ୍କୁ ଅଟକ…

ପିକ୍‌ନିକ୍‌ ହେଲା କାଳ: ଜଳପ୍ରପାତରେ ଗାଧୋଇବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ

ସମ୍ବଲପୁର,୧୮।୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରାଠାରେ ଥିବା ଦେବଝରଣ ପର୍ଯ୍ୟଟନସ୍ଥଳୀକୁ ଶନିବାର ଭିସୁଟ୍‌ ଇଞ୍ଜିନିୟରିଂ ଛାତ୍ର ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଜଳପ୍ରପାତରେ ଗାଧୋଉଥିବା ସମୟରେ ବୁଡ଼ିଯିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁର୍ଲା ଭିସୁଟ୍‌ କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ ଛାତ୍ର…

କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ, ୮ଶହ ଅଭିଭାବକ ସାମିଲ

କୁଆଁରମୁଣ୍ଡା,୧୬।୧(ଡି.ଏନ.ଏ.)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶମତେ ଗୁରୁବାର ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନ କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ ହୋଇଥିଲା। ୮ଶହରୁ ଅଧିକ ଅଭିଭାବକ ଯୋଗଦେଇ ବିଦ୍ୟାଳୟର ସୁନ୍ଦରବଗିଚା ବୁଲିଦେଖିବାସହ ବିଦ୍ୟାଳୟର ପରିବେଶକୁ ଦେଖି…

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୪ ସ୍ଥାନରେ ଚାଲିଛି ତନାଘନା

ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜର ସୁରେଶ ଚନ୍ଦ୍ର ମିର୍ଞ୍ଚାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଜାରି ରହିଛି। ସମ୍ବଲପୁର ଓ ଝାରସୁଗୁଡ଼ା ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉରେ…

ଦ୍ୱିତୀୟ ସ୍ପିଲ୍‌ୱେ

ବୃହତ୍‌ ମାଟିବନ୍ଧ ହୀରାକୁଦର ସୁରକ୍ଷା ପାଇଁ ଦ୍ୱିତୀୟ ସ୍ପିଲ୍‌ୱେ ନିର୍ମାଣ କଥା ଉଠିଥିଲା। ୨୦୧୫ ଏପ୍ରିଲରେ ସେଣ୍ଟ୍ରାଲ ୱାଟର କମିଶନ (ସିଡବ୍ଲ୍ୟୁସି) ଓ ୱାଲ୍ଡ ବ୍ୟାଙ୍କର ଅଧିକାରୀମାନେ ଏ ସଂକ୍ରାନ୍ତରେ ଆଲୋଚନା କରିଥିଲେ। ବନ୍ୟାଜଳ ନିୟନ୍ତ୍ରଣ କରିବା ଲାଗି ଅତିରିକ୍ତ ସ୍ପିଲ୍‌ୱେ…

ଦେଖନହାରୀ ସାଜିଛେ ପରଶାସନ: ସୀମା ଟପୁଛେ ସାମାଜିକ ବାସଁଦ୍‌ର ଜାତ୍‌ନା

ବାମରା, ୧୫।୧ (ଡି.ଏନ୍‌.ଏ.)-ଝାଡ଼ଖଣ୍ଡ ସୀମଡ଼େଗା ଅଂଚଲରୁ ଆସି ଗଲା ୨୫ ବଛର ହେଲା ବାମରା ବ୍ଲକ କେସାଇବାହାଲରେ ରହୁଥିବାର ପୁସୁ ମାଝିକଁର ପରିବାର ସାମାଜିକ ବାସଁଦ୍‌ର ଶିକାର ହେଇଛନ୍‌। ଉନିଅଁା ଜାତିରେ ବିହା ହେଇଥିବାର ଘଟନାକେ ନେଇ ସମାଜର ଲୋକ୍‌ ପରିବାରକେ…

ବନ୍ଦ କୋଠରିରେ ମହିଳାଙ୍କ ମୃତଦେହ ଥିବା ସନ୍ଦେହ: ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ବାହାଲପଡ଼ାସ୍ଥିତ ଏକ ବନ୍ଦ କୋଠରିରୁ ମହିଳାଙ୍କ ମୃତଦେହ ଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଥିଲା। ଏନେଇ ପୋଲିସ ପାଖରେ ମଧ୍ୟ ଅଭିଯୋଗ ପହଞ୍ଚତ୍ଥିଲା । ଗୁରୁବାର ସକାଳେ ଧନୁପାଲି ଥାନା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ…

ଏନ୍‌ଏଲ୍‌ସି କମ୍ପାନୀକୁ ବିରୋଧ, ମାଟିଖୋଳା କାର୍ଯ୍ୟ ବନ୍ଦ କଲେ ଅଞ୍ଚଳବାସୀ

ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ରେଙ୍ଗାଳି ତହସିଲ ତଲାବିରା କୋଇଡ଼ା ଖଣି ୧ ଓ ୨ ନମ୍ବର ଏନ୍‌ଏଲ୍‌ସି କମ୍ପାନୀ କୋଇଲା ଉତ୍ତୋଳନ କରିବା ନେଇ ସ୍ଥାନୀୟ ଅଞ୍ଚଳବାସୀ ଆରମ୍ଭରୁ ବିରୋଧ କରୁଥିଲେ। ଗୁରୁବାର ବଳପୂର୍ବକ ଭାବେ ପୋଲିସ ଫୋର୍ସ ମୁତୟନ କରି ମାଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri