ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି
ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ ବେହେରା। ଚିକିତ୍ସା ଲାଗି ତାଙ୍କୁ ବୁର୍ଲା ଭିମସାର ଅର୍ଥୋପେଡିକରେ ଭର୍ତ୍ତି କରାଯାଇଛି। ଘଟଣାକୁ ଚପାଇଦେବାକୁ…
କଲେଜ ପାଚେରି କାର୍ଯ୍ୟ ନିମ୍ନମାନର ଅଭିଯୋଗ: କାମ ବନ୍ଦକଲେ ସଚେତନ ନାଗରିକ
ଜମନକିରା,୮।୩(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ସଦର ମହକୁମା ଯୁକ୍ତ ୩ ମହାବିଦ୍ୟାଳୟରେ ନିର୍ମାଣାଧୀନ ପାଚେରି କାମ ନିମ୍ନମାନର ଅଭିଯୋଗ କରି ଜମନକିରା ସଚେତନ ନାଗରିକ ପକ୍ଷରୁ କାମ ବନ୍ଦ କରିଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ଯୁକ୍ତ ୩ ମହାବିଦ୍ୟାଳୟରେ ନୂତନ ଭାବେ…
ସ୍ବାବଲମ୍ବୀ କରିଛି ଛେଳି ଚାଷ
ସମ୍ବଲପୁର ଅଫିସ,୮ା୩ (ବ୍ୟୁରୋ) ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କପାଲି ପଞ୍ଚାୟତ ମୁଣ୍ଡେର (ଖଲିଆପାଲିର)ର ମନ୍ଦାକିନୀ ଭୋଇ। ସ୍ବାମୀ କୂଳମଣି ମୁଣ୍ଡେର, ଗୋଟିଏ ପୁଅ ଓ ଗୋଟିଏ ଝିଅଙ୍କୁ ନେଇ ତାଙ୍କ ପରିବାର। ପରିବାରର ଆର୍ଥକ ପରିସ୍ଥିତି ସଜାଡିବାକୁ ଯାଇ ୨୦୦୮ରେ ଗାଁର…
କାହାର ଲାଗି ଅଙ୍ଗନଓ୍ବାଡି: ଛାତ୍ରୀଛାତ୍ର ପାଠ୍ପଢ଼ି ଯିବେ ୨ କି.ମି.
ଜମନକିରା, ୭।୩ (ଡି.ଏନ୍.ଏ.)- ସମ୍ବଲପୁର ଜିଲା ଜମନକିରା ବ୍ଲକ କଟଙ୍ଗପାଣି ପଁଚେତ୍ ଅଧୀନ ଫୁଲକୁସମ ଗଁ। ର ଲାଗି ଆସିଥିବାର ଅଙ୍ଗନଓ୍ବାଡି କେନ୍ଦ୍ରଟା ଗଁ। ରୁ ଦୁଇ କି.ମି. ଦୂରେ ତିଆର କରାଯାଇଛେ। ଏନ୍ତାଥି ଛୋଟ ଛୋଟ ଛୁଆମାନେ କେନ୍ଥେଇ…
୨ କିମି ଚାଲି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଯାଉଛନ୍ତି ଶିଶୁ
ଜମନକିରା, ୬।୩(ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ କଟଙ୍ଗପାଣି ପଞ୍ଚାୟତ ଫୁଲକୁସମ ପାଇଁ ଆସିଥିବା ଅଙ୍ଗନଓ୍ବାଡି କେନ୍ଦ୍ରଟି ଅନ୍ୟ ସ୍ଥାନରେ ନିର୍ମାଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁମାନଙ୍କୁ ୨ କିଲୋମିଟର ରାସ୍ତା ଯିବାକୁ ପଡ଼ୁଥିବା ବେଳେ ସେମାନେ ନାହିଁ…
ସିମେଣ୍ଟ ଉଠି ବାହାରିଛି ଛଡ଼: ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ କାମ ନିମ୍ନମାନର ନେଇ ଅଭିଯୋଗ କଲେ ଅଞ୍ଚଳବାସୀ
ଜମନକିରା,୬।୩(ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ବଡ଼ମାଳ ଛକ ପିଡବ୍ଲ୍ୟୁଡି ରାସ୍ତାରୁ କୁଚିଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗ (ଆର୍ଡି) ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ ନିମ୍ନମାନର ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପୋଲରେ ଲାଗିଥିବା ଛଡ଼ ବାହାରକୁ ବାହାରିଥିବା ବେଳେ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ
ସମ୍ବଲପୁର, ୬।୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଚିଣ୍ଡା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଜିତେନ୍ଦ୍ର କୁମାର ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। ସମ୍ବଲପୁର ଭିଜିଲାନ୍ସ ଟିମ୍ ଭୋର ୬ଟାରେ ଏହି ଚଢ଼ାଉ କରିଥିଲା। ଜିତେନ୍ଦ୍ରଙ୍କ ପୈତୃକ ଘର…
ସମ୍ବଲପୁର ଜିଲାପାଳଙ୍କଠାରେ ଫେରାଦ ହେଲେ ପରୀକ୍ଷାରୁ ବାଦ୍ ପଡ଼ିଥିବା ଛାତ୍ରୀଛାତ୍ର
ସମ୍ବଲପୁର,୫।୩(ବ୍ୟୁରୋ):ସମ୍ବଲପୁର ଜିଲା ଧନୁପାଲି ଥାନା ଏକ ଅଣସ୍ବୀକୃତି ପ୍ରାପ୍ତ ଘରୋଇ କଲେଜର ଛାତ୍ରୀଛାତ୍ର ଯୁକ୍ତ ୨ କଳା ପରୀକ୍ଷା ଦେବାରୁ ବାଦ୍ ପଡ଼ିଥିଲେ। ଗୁରୁବାର ଛାତ୍ରୀଛାତ୍ରମାନେ ଏ ନେଇ ଜିଲା ପ୍ରଶାସନଙ୍କ ନିକଟରେ ଫେରାଦ ହୋଇଛନ୍ତି। ଜିଲାପାଳ ଶୁଭମ୍ ସକ୍ସେନାଙ୍କ ଆବାସିକ…
ଭିମ୍ସାରରେ ସ୍ବାଇନଫ୍ଲୁ ରୋଗୀ
ସମ୍ବଲପୁର,୫ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍ସାରରେ ସୁନ୍ଦରଗଡ଼ର ଜଣେ ସ୍ବାଇନଫ୍ଲୁ ରୋଗୀ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ସ୍ବତନ୍ତ୍ର ବିଭାଗରେ ଚିକିତ୍ସା କରାଯାଉଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୁଦର୍ଶନ ପୋଥାଳ କହିଛନ୍ତି ଯେ, ସ୍ବାଇନଫ୍ଲୁ ପାଇଁ…
ଭିମ୍ସାରରେ କରୋନା ସନ୍ଦିଗ୍ଧ
ସମ୍ବଲପୁର,୪।୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍ସାରରେ ବୁଧବାର ଜଣେ କରୋନା ସନ୍ଦିଗ୍ଧ ରୋଗୀ ଭର୍ତ୍ତି ହୋଇଛନ୍ତି। କରୋନା ଚିକିତ୍ସା ପାଇଁ ତିଆରି କରାଯାଇଥିବା ସ୍ବତନ୍ତ୍ର କୋଠରିରେ ତାଙ୍କର ଚିକିତ୍ସା କରାଯାଉଛି । ସେ ସୋନପୁର ଜିଲାର ବୋଲି ଜଣାପଡ଼ିଛି। କିଛିଦିନ ପୂର୍ବରୁ…
ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା
ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଅଧିକାରୀ ଓ କର୍ମଚାରୀ ପହଞ୍ଚତ୍ଛନ୍ତି । ହାତୀର ଦାନ୍ତ…
କେନାଲ କାମରେ ଅନିୟମିତତା: ବିରୋଧ କରି କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ
ଜମନକିରା,୩।୩(ଡି.ଏନ୍.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ (ଏମ୍ଆଇପି) ପକ୍ଷରୁ ଜମନକିରା ବ୍ଲକ୍ ସଦର ମହକୁମାର ମୁଖ୍ୟ କେନାଲ କାମକୁ ଖଇରଡିହି ଗ୍ରାମବାସୀ ବିରୋଧ କରିଛନ୍ତି। କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସୋମବାର ଗ୍ରାମବାସୀ ଏହାକୁ ବିରୋଧ…
Archives


