ସମ୍ବଲପୁର

ସମ୍ବଲପୁରରେ ବନ୍ଦ ପାଳନ

ସମ୍ବଲପୁର, ୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି॥ ସମ୍ବଲପୁର ଜିଲାରେ ଏହି ବନ୍ଦ ପାଳନର ପଡିଛି। ଅଇଁଠାପାଲି, ଧନୁପାଲି, ଚାରଭାଟି, ଗୋଶାଳା ଛକ ପ୍ରଭୃତି ସ୍ଥାନରେ ଟ୍ରେଡ ୟୁନିୟନର କର୍ମକର୍ତ୍ତାମାନେ ପିକେଟିଂ…

ବଦଳିବ ହୀରାକୁଦ ଡ୍ୟାମ୍‌ର ପୁରୁଣା ଯନ୍ତ୍ରାଂଶ

ସମ୍ବଲପୁର,୮।୧(ବ୍ୟୁରୋ):ହୀରକୁଦ ଡ୍ୟାମ୍‌ର ସୁରକ୍ଷାକୁ ନେଇ ଏକ ବିଶେଷଜ୍ଞ ଦଳ ମଙ୍ଗଳବାର ପରିଦର୍ଶନ କରିଛନ୍ତି। ସେମାନେ ଅତିରିକ୍ତ ସ୍ପିଲୱେ, ଗେଟ୍‌, ନଦୀବନ୍ଧ ମରାମତି କାମ, ଗେଟ୍‌ ମରାମତି କାମ ତଦାରଖ କରିବା ସହ ବନ୍ଧର ସୁରକ୍ଷା ନେଇ ଆଲୋଚନା କରିଛନ୍ତି। ଡ୍ୟାମରେ ପୁରୁଣା…

ଆହାର କେନ୍ଦ୍ର ପରିଦର୍ଶନ, ଖାଦ୍ୟର ମାନ ଯାଞ୍ଚ କଲେ ସମ୍ବଲପୁର ଆର୍‌ଡିସି

ସମ୍ବଲପୁର, ୭।୧(ବ୍ୟୁରୋ): ସମ୍ବଲପୁର ଜିଲା ଉତ୍ତରାଞ୍ଚଳ ଆର୍‌ଡିସି ନିରଞ୍ଜନ ସାହୁ କାର୍ଯ୍ୟରେ ଯୋଗଦାନର ଦ୍ୱିତୀୟ ଦିନରେ ମଙ୍ଗଳବାର ସମ୍ବଲପୁର ସହରରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ପ୍ରଥମେ ଲକ୍ଷ୍ମୀ ଟକିଜ୍‌ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ପରେ ଜିଲା…

ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍‌ ସାମିଲ

ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ, ଓୟୁଏଟିର ବିଶେଷଜ୍ଞ, ପକ୍ଷୀ ଗଣନାର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ହୋଇଛନ୍ତି । ମୋଟ୍‌…

ସମ୍ବଲପୁର ଲୋକ ମହୋତ୍ସବ ଉଦ୍‌ଘାଟିତ

ସମ୍ବଲପୁର,୫।୧(ବ୍ୟୁରୋ): ଆମର୍‌ ସଂସ୍କୃତି ଆରମ୍‌ ଟେକ୍‌ ଅଟେ । ସଂସ୍କୃତି, ପରମ୍ପରାକୁ ବଞ୍ଚାଇ ରଖିଲେ, ଜାତିର ସମ୍ମାନ ବୃଦ୍ଧି ହୋଇଥାଏ। ତେଣୁ ପ୍ରତ୍ୟେକସ୍ତରରୁ ଲୋକ ସଂସ୍କୃତିକୁ ବଞ୍ଚାଇବା ପାଇଁ ପ୍ରୟାସ କରିବା ଆବଶ୍ୟକତା ରହିଛି। ନଚେତ ଅବଲୁପ୍ତ ପ୍ରାୟ କଳା ସହ…

ଖରିଫ ଶସ୍ୟବୀମା ପ୍ରଦାନ ଦାବି: ଚାଷୀଙ୍କ ଆଇନ ଅମାନ୍ୟ ଆନ୍ଦୋଳନ

ସମ୍ବଲପୁର, ଜମନକିରା,୪।୧(ବ୍ୟୁରୋ/ ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮-୧୯ ଖରିଫ ଧାନଚାଷ ବୀମାରାଶି ପ୍ରଦାନ କରାଯାଇ ନଥିଲା। ଏ ନେଇ ପୂର୍ବ ନିଷ୍ପତ୍ତିକ୍ରମେ ଶନିବାର କୁଚିଣ୍ଡା ବ୍ଲକ୍‌ ସମେତ ବାମରା ଓ ଜମନକିରା ବ୍ଲକ୍‌ ସଦର ମହକୁମା ଗୁଡ଼ିକରେ…

ଅଭିଯୋଗକାରୀଙ୍କୁ ମାଡମାରି ଜେଲ ଗଲେ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷଙ୍କ ପୁତରା ବି ଗିରଫ

ନୂଆପଡା ଅଫିସ/ଖଡିଆଳ,୨ା୧- ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଫରେଷ୍ଟରଙ୍କୁ ମାଡପିଟ କରିବା ସହ ପୋଲିସକୁ ଗାଳିଗୁଳଜ କରିବା ଅଭିଯୋଗରେ ଖଡିଆଳ ବ୍ଲକ ଅଧ୍ୟକ୍ଷ ବାଳକୃଷ୍ଣ ଶବରଙ୍କୁ ଗିରଫ କରିଛି ପୋଲିସ। ଗୁରୁବାର ପୂର୍ବାହ୍ନରେ ତାଙ୍କୁ ଗିରଫ କରାଯାଇଛି। ଦଫା ୩୪୧, ୨୯୪,…

ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ

ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍‌ସନ ଟଙ୍କାରୁ ୬ ମାସ ଭିତରେ ପ୍ରାୟ ୧୨ ଲକ୍ଷ ୪୭ ହଜାର ୭୦ ଟଙ୍କା…

ରାଜ୍ୟସ୍ତରୀୟ ମୁଏଥାଇ ପ୍ରତିଯୋଗିତା: ୨୭ ପଦକ ସହ ସୁନ୍ଦରଗଡ଼ ଚାମ୍ପିୟନ

ବଣାଇ, ୨୬।୧୨(ସ୍ବ.ପ୍ର.)-ଓଡ଼ିଶା ଅଲମ୍ପିକ ସ୍ବୀକୃତିପ୍ରାପ୍ତ ଓଡ଼ିଶା ମୁଏଥାଇ ୟୁନିୟନ ଏବଂ ଆର୍ଟସ ଟେମ୍ପୁଲର ୯ମ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଗତ ୨୩ ଓ ୨୪ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ଜିଲାର ଗୁରୁ ଭିକାରୀ ନାୟକ କଳାମଣ୍ଡପଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ରାଜ୍ୟର…

ଶିଶୁ ନିର୍ଯାତନା ବିରୋଧରେ କାମ କରିବି

୨୦୧୩ରୁ ସମ୍ବଲପୁର ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଭାବେ କାର୍ଯ୍ୟରତ ଶୁଚିସ୍ମିତା ପଟ୍ଟନାୟକ ଅନାଥ ଶିଶୁଙ୍କ ଯତ୍ନ ଓ ସୁରକ୍ଷା ଲାଗି ଉଦ୍ୟମ ଜାରି ରଖିଛନ୍ତି। ସୁନ୍ଦରଗଡ, ଭବାନୀପାଟଣାରେ ନିଜର ସ୍କୁଲ ଜୀବନ କାଟିଥିବା ଶୁଚିସ୍ମିତାଙ୍କ କଲେଜ ଜୀବନ ନୟାଗଡରୁ…

ହାଇଓ୍ବା-ବୁଲେଟ୍‌ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ସମ୍ବଲପୁର,୨୫ା୧୨(ବ୍ୟୁରୋ): ସମ୍ବଲପୁର ଦେଇ ଯାଇଥିବା ୫୫ ନଂ. ଜାତୀୟ ରାଜପଥର ଯୁଯୁମୁରା ଥାନା ଅମିଲିପାଏନ୍‌ ନିକଟରେ ବୁଧବାର ଏକ ହାଇୱା ଏବଂ ବୁଲେଟ୍‌ ମଧ୍ୟରେ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ସାମୂହିକ ନିକାହରେ ୪ ହିନ୍ଦୁ ଯୋଡ଼ିଙ୍କ ବିବାହ

ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁରରେ ଆଲା ହଜରତ ୱେଲ୍‌ଫେୟାର କମିଟି ପକ୍ଷରୁ ପ୍ରତିବର୍ଷ ସାମୂହିକ ନିକାହ (ଗଣ ବିବାହ) ଆୟୋଜିତ ହୋଇ ଆସୁଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଗରିବ ପୁଅ ଝିଅଙ୍କ ବିବାହ ଲାଗି କମିଟି ସମ୍ପୂର୍ଣ୍ଣ ସାହାଯ୍ୟ ସହଯୋଗ କରିଥାଏ। ଚଳିତ ବର୍ଷର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri