ସମ୍ବଲପୁର

ମିଛ ଖବର ପୋଷ୍ଟ ଅଭିଯୋଗରେ ୱେବ ମିଡିଆ ଖବରଦାତା ଗିରଫ

ଭବାନୀପାଟଣା/ଜୟପାଟଣା, ୧୩ା୪(ସ୍ବ.ପ୍ର/ଡି.ଏନ.ଏ.): ମହାମାରୀ କରୋନା ସମ୍ପର୍କରେ ମିଥ୍ୟା ଖବର ପରିବେଷଣ କରିବା ଅଭିଯୋଗରେ ଜଣେ ୱେବ ମିଡିଆ ଖବରଦାତାଙ୍କୁ କଳାହାଣ୍ଡି ଜିଲା ଜୟପାଟଣା ଥାନା ପୋଲିସ ଗିରଫ କରିଛି। ତାଙ୍କ ନାମ ବିମଳକାନ୍ତ ପଣ୍ଡା। ଦଫା ୧୫୩ ଏ, ୫୦୪, ୫୦୫…

ଜେଲରେ ନୂଆ କଏଦୀଙ୍କ ପାଇଁ କ୍ୱାରାଣ୍ଟାଇନ ଓ୍ବାର୍ଡ

ସମ୍ବଲପୁର,୧୩।୪(ବ୍ୟୁରୋ)-କରୋନା ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ରାଜ୍ୟ ଓ ଦେଶ ବାହାରୁ ଆସିଥିବା ଲୋକଙ୍କୁ କ୍ବାରାନଣ୍ଟାଇନରେ ରଖିବାକୁ ବ୍ୟବସ୍ଥା କରାଯାଉଛି। ଏହାସହ ଅନେକ ଲୋକଙ୍କୁ ହୋମ୍‌ କ୍ବାରାନଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ସମ୍ବଲପୁର ମଣ୍ଡଳ କାରାଗାରରେ ମଧ୍ୟ କ୍ବାରାନଣ୍ଟାଇନ…

ପୂଜାର୍ଚ୍ଚନାରେ ସୀମିତ ହନୁମାନ ଜୟନ୍ତୀ

ସମ୍ବଲପୁର, ୧୩।୪ (ବ୍ୟୁରୋ)- କରୋନା ଭୂତାଣୁ ସମଗ୍ର ବିଶ୍ୱକୁ ଗ୍ରାସିଛି । ପ୍ରତିଷେଧକ ଭାବେ ଦେଶରେ ଲକ୍‌ ଡାଉନ ଚାଲିଛି । ସମସ୍ତ ଧାର୍ମିକ ପୀଠରେ ମଧ୍ୟ ତାଲା ଝୁଲୁଛି । ଏଣୁ ସମ୍ବଲପୁରର ପ୍ରସିଦ୍ଧ ହନୁମାନ ଜୟନ୍ତୀ ଶୋଭାଯାତ୍ରା କରୋନା…

୪ ଦୋକାନକୁ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୧୨।୪(ସ୍ବ.ପ୍ର): ସାମାଜିକ ନିୟମ ପାଳନ ନ କରିବା ଅଭିଯୋଗରେ ବୌଦ୍ଧ ସହରର ୪ଟି ଦୋକାନକୁ ସିଲ୍‌ କରାଯାଇଥିବା ବେଳେ ଅନେକ ଦୋକାନୀଙ୍କୁ ଚେତାବନୀ ଦିଆଯାଇଛି। ରବିବାର ଜିଲାପାଳ ଲଲାଟେନ୍ଦୁ ମିଶ୍ର ଓ ସହକାରୀ ଜିଲାପାଳ ଅବିନାଶ ପାଣ୍ଡିଆ ସାଇକେଲ ଯୋଗେ ସହର…

ପିଏମ୍‌ କେୟାରସ୍‌ ଫଣ୍ଡକୁ ଦାନ

ସୋନପୁର,୧୨।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଯୁବ ବ୍ୟବସାୟୀ ମୋନିଷ୍‌ ଅଗ୍ରଓ୍ବାଲ ୧ଲକ୍ଷ ୨ହଜାର ଟଙ୍କା ଦାନ କରିଛନ୍ତି। ଅଗ୍ରଓ୍ବାଲ ସୋନପୁର ବ୍ଲକ ଖରଜୁରାସ୍ଥିତ ଲଳିତା ରାଇସ୍‌ ମିଲ ନାମରେ ପିଏମ୍‌ କେୟାରସ୍‌ ଫଣ୍ଡକୁ ୫୧ହଜାର ଟଙ୍କା ପ୍ରଦାନ କରିଛନ୍ତି।…

ଲକ୍‌ଡାଉନ ଉଲ୍ଲଂଘନ: ୭୦ ବାଇକ ଜବତ

ବଲାଙ୍ଗୀର ଅଫିସ, ୧୨ା୪- ସରକାରଙ୍କ କଡା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର ଶତପ୍ରତିଶତ କାର୍ଯ୍ୟାନ୍ବୟନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍‌ ଜବତ…

କରୋନା ମାଡ, ସ୍ଥାଣୁ ପାଲଟିଛି ରଙ୍ଗତୁଳୀ

ଜୁନାଗଡ,୧୨।୪(ଡି.ଏନ୍‌.ଏ.)-ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଲକ୍‌ଡାଉନ ଜାରି କରିଛନ୍ତି। ଏହାର ପ୍ରଭାବରେ ଅନେକ ଲୋକ ନିଜ ଜୀବିକା ହରାଇ ବସିଛନ୍ତି। ଫଳରେ ସେମାନଙ୍କ ଚଳିବା ଏବେ କଷ୍ଟକର ହୋଇପଡିଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଚିତ୍ରକର,ରଙ୍ଗତୂଳୀ…

ପଡ଼ା, ପୋଲିସକୁ ନାକେଦମ କଲେ ଯୁବକ: ଭୟରେ ଘର ଛାଡ଼ି ପଳାଇଲେ ପରିବାର ଲୋକେ

ସମ୍ବଲପୁର, ୧୨।୪ (ବ୍ୟୁରୋ) ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳକୁ ଜଣେ ୩୫ ବର୍ଷିୟ ଯୁବକ ହାଇଦ୍ରାବାଦରୁ ଫେରିଛନ୍ତି । ଏହାକୁ ନେଇ ପଡାବାସୀଙ୍କ ସହ ପୋଲିସ ନାକେଦମ ହୋଇଛି। ସମ୍ପୃକ୍ତ ଯୁବକ ସରକାରଙ୍କ ନୀତି ନିୟମ ଓ କଟକଣା ପାଳନ…

ଚିନ୍ତା ବଢ଼ାଇଛି ବିଳମ୍ବ ରିପୋର୍ଟ

ସମ୍ବଲପୁର, ୧୨।୪ (ବ୍ୟୁରୋ): ସମଗ୍ର ରାଜ୍ୟର ବିଭିନ୍ନ ଜିଲାରେ କରୋନା ଭୂତାଣୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡିଶାର କଳାହାଣ୍ଡି ଓ ସୁନ୍ଦରଗଡ ଜିଲାରେ ୨ଟି ଲେଖାଏଁ ପଜିଟିଭ ରିପୋର୍ଟ ପ୍ରକାଶ ପାଇଛି । ଏହାକୁ ନେଇ…

ରିଲିଫ ପାଣ୍ଠିକୁ ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟିର ଦାନ

ସମ୍ବଲପୁର,୧୨।୪(ବ୍ୟୁରୋ): ସମ୍ବଲପୁର ଶୀତଳଷଷ୍ଠୀ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ରବିବାର ମିଳିତ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତା ବରଗଡ ଏମ୍‌ପି ସୁରେଶ ପୂଜାରୀଙ୍କୁ ଏହି ଚେକ୍‌ ପ୍ରଦାନ…

ଲକ୍‌ ଡାଉନ ପାଇଁ ପେଟକୁ ଖାଦ୍ୟ ଯୋଗାଡ କରି ହେଉନି

ସମ୍ବଲପୁର, ୧୧।୪ (ବ୍ୟୁରୋ)- ସମ୍ବଲପୁର ଜିଲା ଖୁଲିଆ ଗ୍ରାମର ବହୁମୁଖି କଳାକାର ଲାଲୁ ମୁଣ୍ଡାଙ୍କୁ ରୋଷେଇ ସାମଗ୍ରୀ ପ୍ରଦାନ କରାଯାଇଛି । ଲାଲୁ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇବାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ ତାଙ୍କ ବୟସ ୬୮ ବର୍ଷ…

କରୋନା ଯୋଗୁ ଗୋରୁଗାଈ ଓପାସରେ

ସମ୍ବଲପୁର, ୧୧।୪ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ସମ୍ବଲପୁରରେ ଲକ୍‌ ଡାଉନ ଜାରି ରହିଛି । ଗରିବ ଜନସାଧାରଣଙ୍କୁ ଜିଲା ପ୍ରଶାସନ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ପକ୍ଷରୁ ଖାଦ୍ୟ ବଣ୍ଟନ କରାଯାଉଛି । କିନ୍ତୁ ଗୋରୁ ଗାଈ ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?