ସମ୍ବଲପୁର

କରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀ

କେଗାଁ, ୨୯ା୩(ଡି.ଏନ.ଏ.)-କରୋନା ଭୟରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁ ଗ୍ରାମର ଯୁବଗୋଷ୍ଠୀ ରବିବାରଠାରୁ ଗାଁକୁ ଥିବା ତିନି ପ୍ରବେଶ ପଥରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ କରଛନ୍ତି। ବାଉଁଶରେ କରୋନା ସଚେତନତା ବାର୍ତ୍ତା ଲେଖାଯାଇଛି। ଯୁବଗୋଷ୍ଠୀଙ୍କ କହିବା କଥା ଉକ୍ତ…

ଫେରିବାକୁ ଚାହିଁ ବସିଛନ୍ତି ୭୮ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ନେଇ ଦେଶବ୍ୟାପୀ ଲକ୍‌ ଡାଉନ୍‌ ସମୟରେ ସବୁଠୁ ବେଶୀ ଅସୁବିଧାରେ ପଡିଛନ୍ତି ଦାଦନ ଶ୍ରମିକ । ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶତାଧିକ ଦାଦନ ଶ୍ରମିକ ଏବେ ଉଦ୍ଧାର ପାଇଁ…

ଆମିଶ ବଜାରରେ ଦରବୃଦ୍ଧିକୁ ନେଇ ଉତ୍ତେଜନା

ଦେବଗଡ, ୨୯ା୩ (ଡି.ଏନ.ଏ.): ଦେବଗଡ ଆମିଶ ବଜାରରେ ଅହେତୁକ ଦର ବୃଦ୍ଧିକୁ ନେଇ ରବିବାର ଗ୍ରାହକ ଓ ବ୍ୟବସାୟୀ ମୁହାମୁହିଁ ହୋଇଥିଲେ। ଉତ୍ତ୍ୟକ୍ତ ଗ୍ରାହକମାନେ ବଜାର ଫାଟକରେ ତାଲା ପକାଇ ଦେଇଥିଲେ । ପରିସ୍ଥିତି ଗୁରୁତର ଆକାର ଧାରଣ କରିବା ପୂର୍ବରୁ…

ହରିଶଙ୍କରରେ ଭୋକିଲା ମାଙ୍କଡଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଖପ୍ରାଖୋଲ, ୨୯ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ମନ୍ଦିର ଗତ ୮ଦିନ ହେଲା ବନ୍ଦ ରହିଥିବାବେଳେ କେବଳ ପୂଜକ ନୀତି ପୂଜା କରୁଛନ୍ତି। ତେବେ ଏଠାରେ ହଜାର ହଜାର ମାଙ୍କଡ ରହୁଥିବାବେଳେ ପର୍ଯ୍ୟଟକଙ୍କଠାରୁ ମୁଆଁ, ବିସ୍କୁଟ୍‌, ବାଦାମ, ମୁଢି, ଫଳମୂଳ…

ପଞ୍ଚାୟତ ପୃଥକାବାସ ଶୌଚାଳୟ ଭାଙ୍ଗିଲେ ଦୁର୍ବୃତ୍ତ

ଲୋଇସିଂହା, ୨୯।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ପକ୍ଷରୁ ଭାଲୁପାଲି ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରୋନା ଭାଇରସ ମୁକାବିଲା ପାଇଁ ପୃଥକାବାସ କେନ୍ଦ୍ର କରାଯାଇଛି । ଏଠାରେ ନିର୍ମାଣ ଚାଲିଥିବା ଶୌଚାଳୟକୁ କେତେକ ଦୁର୍ବୃତ୍ତ ଭାଙ୍ଗି…

ହାତ ଟେକି ଦେଇଛନ୍ତି ସରକାରୀ କର୍ମଚାରୀ

ବାମରା, ୨୯।୩ (ଡି.ଏନ.ଏ.) କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ବିଭିନ୍ନ ପ୍ୟାକେଜ ଓ ସୁବିଧା ଘୋଷଣା କରଛନ୍ତି। ହେଲେ କରୋନାରୁ ଲୋକଙ୍କୁ ବଞ୍ଚାଇବା ପାଇଁ ନିୟୋଜିତ କାର୍ଯ୍ୟରତ ଡାକ୍ତର ଓ ଅନ୍ୟାନ୍ୟ ବ୍ଲକ କର୍ମଚାରୀଙ୍କୁ ସରକାର…

ବୋମାଲୋଇ ଗ୍ରାମକୁ ପ୍ରବେଶ ନିଷେଧ

ସମ୍ବଲପୁର, ୨୯।୩ (ବ୍ୟୁରୋ):ସମଗ୍ର ବିଶ୍ୱରେ କରୋନା ଭୂତାଣୁ ଭୟ ଲାଗି ରହିଛି। ସହରରେ ଲକ୍‌ ଡାଉନକୁ କେତେକାଂଶରେ ଜନସାଧାରଣ ମାନୁଛନ୍ତି। କିନ୍ତୁ ଗ୍ରାମାଞ୍ଚଳରେ ଜନସାଧାରଣ ଲକ୍‌ ଡାଉନକୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ମାନି ନେଇଛନ୍ତି । ଏହି କ୍ରମରେ ସମ୍ବଲପୁର…

ଆନିକଟ୍‌ର ଦ୍ୱିତୀୟ ଗେଟରେ ଜୁଆ ଖେଳ

ସମ୍ବଲପୁର, ୨୯।୩ (ବ୍ୟୁରୋ)- ସମ୍ବଲପୁର ମହାନଦୀ ଅଯୋଧ୍ୟା ସରୋବର ଦ୍ୱିତୀୟ ଗେଟ୍‌ ନିକଟରେ ଜୁଆ ଖେଳ ଚାଲିଛି । ଗତ ମାର୍ଚ୍ଚ ୨୨ ତାରିଖ ଜନତା କର୍ଫ୍ୟୁ ଏବଂ ପରେ ଲକ୍‌ ଡାଉନ୍‌ ଯୋଗୁ ଜୁଆ ଖେଳିବାରେ ଲିପ୍ତ ଅଛନ୍ତି ଯୁବକମାନେ…

ଭୋକିଲାଙ୍କ ପେଟରେ ଆହାର ଦେବାକୁ ପଣ

ସମ୍ବଲପୁର, ୨୯।୩ (ବ୍ୟୁରୋ):ସଂପ୍ରତି କରୋନା ଭୁତାଣୁ ସମଗ୍ର ବିଶ୍ୱକୁ ସଂପୂର୍ଣ୍ଣ ଭାବେ ଗ୍ରାସିଛି। ଜନ ଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଆଧୁନିକ ବୈଜ୍ଞାନିକ ହାତ ଟେକି ଦେଇଛନ୍ତି। ଏପରି ସ୍ଥଳେ ମଣିଷ ଭୟଭିତ ହୋଇ ଘରେ ବସିବାକୁ ବାଧ୍ୟ ହୋଇଛି। ଜନତା…

ଗାଁକୁ ବାହାର ଲୋକଙ୍କ ପ୍ରବେଶ ନିଷେଧ

ଧମା, ୨୮।୩ (ଡି.ଏନ.ଏ.):କରୋନା ମୁକାବିଲା ପାଇଁ ଦେଶ ଓ ରାଜ୍ୟରେ ଲକ୍‌ ଡାଉନ ସାଙ୍ଗକୁ ସଚେତନତା ଆରମ୍ଭ କରାଯାଇଛି। ଏହିକ୍ରମରେ ମାନେଶ୍ୱର ବ୍ଲକ୍‌ ଡକରା ପଞ୍ଚାୟତର ଭୃଙ୍ଗାପାଲି ଗ୍ରାମବାସୀ ନିଜେ ସଚେତନ ହୋଇ ଗ୍ରାମରେ ବାହାର ଲୋକଙ୍କ ପ୍ରବେଶ ନିଷେଧ କରିଛନ୍ତି…

ଜିଅନ୍ତା ଛେଳିକୁ ମାରି ଖାଇଦେଲେ ବୁଲା କୁକୁର

ଧମା, ୨୮।୩ (ଡି.ଏନ.ଏ.): ବର୍ତ୍ତମାନ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ ଡାଉନ ଘୋଷଣା କରାଯାଇଛି । ଫଳରେ ଗ୍ରାମାଞ୍ଚଳରୁ ନେଇ ସହରାଞ୍ଚଳ ପର୍ଯ୍ୟନ୍ତ ସବୁଠି ହୋଟେଲ, ଦୋକାନ ବଜାର ବନ୍ଦ ରହଛି। ଏହାଦ୍ୱାରା ବୁଲା ଗୋରୁ ଓ କୁକୁରଙ୍କ…

ସାର, କୀଟନାଶକ ଦୋକାନ ଅଢ଼େଇ ଘଣ୍ଟା ଖୋଲା ରହିବ

ସମ୍ବଲପୁର,୨୮।୩ (ବ୍ୟୁରୋ):ଲକ୍‌ଡାଉନ ସମୟରେ ଜିଲାର ସମସ୍ତ ସାର ଓ କୀଟନାଶକ ଦୋକାନ ୩ ଘଣ୍ଟା ଖୋଲା ରହିବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛି। ଚାଷୀ ସଙ୍ଗଠନର ଅନୁରୋଧ ରକ୍ଷା କରି ଜିଲାପାଳ ଶୁଭମ ସକ୍‌ସେନା ଏ ସଂକ୍ରାନ୍ତରେ ନିର୍ଦ୍ଦେଶ ଦେଇଛନ୍ତି। କୃଷି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri