ସମ୍ବଲପୁର

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଦ୍ରୁତଗାମୀ ଟ୍ରକ୍‌ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି। ବର୍ତ୍ତମାନ ସେ ଭିମ୍‌ସାରର ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ ଉଦାହରଣ ସାଜିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପ୍ରତିଷ୍ଠିତ ‘ମନ କି ବାତ୍‌’…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର ସହର ପୋଲିସ ଛାଉଣୀରେ ପରିଣତ ହୋଇଛି। ବିଭିନ୍ନ ସମ୍ୱେଦନଶୀଳ ସ୍ଥାନମାନଙ୍କରେ ପୋଲିସ ଓ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା ଓ ଦୌରାଜଜ୍ ପ୍ରଜ୍ଞା ପାଣିଗ୍ରାହୀ ଗୁରୁବାର ଏକ ଐତିହାସିକ ରାୟ ଶୁଣାଇଛନ୍ତି। ଏହି…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା ୪୫ ମିନିଟରେ ଦୁଇ ଜଣ ଅତିରିକ୍ତ ଏସପିଙ୍କ ନେତୃତ୍ବରେ ପୋଲିସ ଦଳ ଜେଲ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ ଚାରିଆଡ଼ କଳା ଧୂଆଁରେ ଆଚ୍ଛାଦିତ ହୋଇଯାଇଥିଲା, ଯାହା ଦୂର ଦୂରାନ୍ତ ପର୍ଯ୍ୟନ୍ତ ଦୃଶ୍ୟମାନ…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଦୁର୍ଦ୍ଦାନ୍ତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମା ଆହତ ହୋଇଛନ୍ତି। ସୂଚନା…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଦ୍ୱାରା ସମସ୍ତଙ୍କୁ ଚିକିତ୍ସା ପାଇଁ କୁଚିଣ୍ଡା ଡ଼ାକ୍ତରଖାନାକୁ ନେଇଥିଲେ। ହେଲେ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ସମ୍ବଲପୁର ଜିଲା ଆଇନ ସେବା…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରୀମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?