ସମ୍ବଲପୁର

ବ୍ୟବସ୍ଥା ନ କରି କେବଳ ମିଛ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରାଯାଉଛି। ଏଣୁ ଏଠାରେ ରୋଗୀ ସେବା ବନ୍ଦ କରି ଦିଆଯାଇଛି। ଅଇଁଠାପାଲି ଓ ଡା. ଜନାର୍ଦ୍ଦନ ପୂଜାରୀ ମାତୃମଙ୍ଗଳ କେନ୍ଦ୍ରରେ ବିକଳ୍ପ ବ୍ୟବସ୍ଥା କରାଯାଇଛି ବୋଲି ଖୋଦ୍‌ ଜିଲା ପ୍ରଶାସନ…

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ଲକ୍ଷ ପ୍ରଦାନ

ସମ୍ବଲପୁର, ୧୫।୪ (ବ୍ୟୁରୋ): କରୋନା ମୁକାବିଲା ଲାଗି ପ୍ରତ୍ୟେକ ସ୍ତରରେ ଉଦ୍ୟମ ଜାରି ରହିଛି । ସମ୍ବଲପୁର ଅଶୋକ ଜଲାନ ଫାଉଣ୍ଡେସନ ପକ୍ଷରୁ କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଫାଉଣ୍ଡେସନ…

କୋଭିଡ ମେଡିକାଲ ନିର୍ମାଣକୁ ବିରୋଧ କରି ରୁଜୁ ମାମଲା ଖାରଜ

ସମ୍ବଲପୁର, ୧୫।୪ (ବ୍ୟୁରୋ)- ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ- ୧୯ ମେଡିକାଲ ନିର୍ମାଣ କରାଯାଉଛି। ଏହାକୁ ବିରୋଧ କରି ମିଶନ ଭିମ୍‌ସାର ତରଫରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିଲା। ଏହାକୁ ବିଚାର କରି ବୁଧବାର ହାଇକୋର୍ଟର…

ନିରାଡମ୍ବର ସହ ଆମ୍ବେଡ଼କର ଜୟନ୍ତୀ

ସମ୍ବଲପୁର, ୧୪।୪ (ବ୍ୟୁରୋ)- କରୋନା କଟକଣା ଓ ଲକ୍‌ ଡାଉନକୁ ଦୃଷ୍ଟିରେ ରଖି ସମ୍ବିଧାନ ପ୍ରଣେତା ଡା. ଭୀମରାଓ ଜୀ ଆମ୍ବେଡ଼କରଙ୍କ ଜୟନ୍ତୀ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ମୁଦିପଡା ଛକ ସ୍ଥିତ ପ୍ରତିମୂର୍ତ୍ତିରେ ସାମାଜିକ ଦୂରତ୍ୱ ବଜାୟ ରଖି…

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସନାତନ ବିସିଙ୍କ ବିୟୋଗରେ ବିଜୁ ଜନତା ଦଳର ଶୋକ ପ୍ରକାଶ

ଭୁବନେଶ୍ୱର/ସମ୍ବଲପୁର,୧୪।୪(ବ୍ୟୁରୋ): ଓଡିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ, ପ୍ରାକ୍ତନ ରାଜ୍ୟସଭା ସଦସ୍ୟ, କ୍ରୀଡାବିତ, କ୍ରୀଡ଼ା ସଙ୍ଗଠକ ତଥା ପଶ୍ଚିମ ଓଡିଶାର ବର୍ଷିଆନ ରାଜନେତା ସନାତନ ବିସିଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ସମ୍ବଲପୁରସ୍ଥିତ ତାଙ୍କର ନିଜସ୍ବ ବାସଭବନରେ ବିସିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ…

ମିଛ ଖବର ପୋଷ୍ଟ ଅଭିଯୋଗରେ ୱେବ ମିଡିଆ ଖବରଦାତା ଗିରଫ

ଭବାନୀପାଟଣା/ଜୟପାଟଣା, ୧୩ା୪(ସ୍ବ.ପ୍ର/ଡି.ଏନ.ଏ.): ମହାମାରୀ କରୋନା ସମ୍ପର୍କରେ ମିଥ୍ୟା ଖବର ପରିବେଷଣ କରିବା ଅଭିଯୋଗରେ ଜଣେ ୱେବ ମିଡିଆ ଖବରଦାତାଙ୍କୁ କଳାହାଣ୍ଡି ଜିଲା ଜୟପାଟଣା ଥାନା ପୋଲିସ ଗିରଫ କରିଛି। ତାଙ୍କ ନାମ ବିମଳକାନ୍ତ ପଣ୍ଡା। ଦଫା ୧୫୩ ଏ, ୫୦୪, ୫୦୫…

ଜେଲରେ ନୂଆ କଏଦୀଙ୍କ ପାଇଁ କ୍ୱାରାଣ୍ଟାଇନ ଓ୍ବାର୍ଡ

ସମ୍ବଲପୁର,୧୩।୪(ବ୍ୟୁରୋ)-କରୋନା ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ରାଜ୍ୟ ଓ ଦେଶ ବାହାରୁ ଆସିଥିବା ଲୋକଙ୍କୁ କ୍ବାରାନଣ୍ଟାଇନରେ ରଖିବାକୁ ବ୍ୟବସ୍ଥା କରାଯାଉଛି। ଏହାସହ ଅନେକ ଲୋକଙ୍କୁ ହୋମ୍‌ କ୍ବାରାନଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ସମ୍ବଲପୁର ମଣ୍ଡଳ କାରାଗାରରେ ମଧ୍ୟ କ୍ବାରାନଣ୍ଟାଇନ…

ପୂଜାର୍ଚ୍ଚନାରେ ସୀମିତ ହନୁମାନ ଜୟନ୍ତୀ

ସମ୍ବଲପୁର, ୧୩।୪ (ବ୍ୟୁରୋ)- କରୋନା ଭୂତାଣୁ ସମଗ୍ର ବିଶ୍ୱକୁ ଗ୍ରାସିଛି । ପ୍ରତିଷେଧକ ଭାବେ ଦେଶରେ ଲକ୍‌ ଡାଉନ ଚାଲିଛି । ସମସ୍ତ ଧାର୍ମିକ ପୀଠରେ ମଧ୍ୟ ତାଲା ଝୁଲୁଛି । ଏଣୁ ସମ୍ବଲପୁରର ପ୍ରସିଦ୍ଧ ହନୁମାନ ଜୟନ୍ତୀ ଶୋଭାଯାତ୍ରା କରୋନା…

୪ ଦୋକାନକୁ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୧୨।୪(ସ୍ବ.ପ୍ର): ସାମାଜିକ ନିୟମ ପାଳନ ନ କରିବା ଅଭିଯୋଗରେ ବୌଦ୍ଧ ସହରର ୪ଟି ଦୋକାନକୁ ସିଲ୍‌ କରାଯାଇଥିବା ବେଳେ ଅନେକ ଦୋକାନୀଙ୍କୁ ଚେତାବନୀ ଦିଆଯାଇଛି। ରବିବାର ଜିଲାପାଳ ଲଲାଟେନ୍ଦୁ ମିଶ୍ର ଓ ସହକାରୀ ଜିଲାପାଳ ଅବିନାଶ ପାଣ୍ଡିଆ ସାଇକେଲ ଯୋଗେ ସହର…

ପିଏମ୍‌ କେୟାରସ୍‌ ଫଣ୍ଡକୁ ଦାନ

ସୋନପୁର,୧୨।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଯୁବ ବ୍ୟବସାୟୀ ମୋନିଷ୍‌ ଅଗ୍ରଓ୍ବାଲ ୧ଲକ୍ଷ ୨ହଜାର ଟଙ୍କା ଦାନ କରିଛନ୍ତି। ଅଗ୍ରଓ୍ବାଲ ସୋନପୁର ବ୍ଲକ ଖରଜୁରାସ୍ଥିତ ଲଳିତା ରାଇସ୍‌ ମିଲ ନାମରେ ପିଏମ୍‌ କେୟାରସ୍‌ ଫଣ୍ଡକୁ ୫୧ହଜାର ଟଙ୍କା ପ୍ରଦାନ କରିଛନ୍ତି।…

ଲକ୍‌ଡାଉନ ଉଲ୍ଲଂଘନ: ୭୦ ବାଇକ ଜବତ

ବଲାଙ୍ଗୀର ଅଫିସ, ୧୨ା୪- ସରକାରଙ୍କ କଡା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର ଶତପ୍ରତିଶତ କାର୍ଯ୍ୟାନ୍ବୟନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍‌ ଜବତ…

କରୋନା ମାଡ, ସ୍ଥାଣୁ ପାଲଟିଛି ରଙ୍ଗତୁଳୀ

ଜୁନାଗଡ,୧୨।୪(ଡି.ଏନ୍‌.ଏ.)-ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଲକ୍‌ଡାଉନ ଜାରି କରିଛନ୍ତି। ଏହାର ପ୍ରଭାବରେ ଅନେକ ଲୋକ ନିଜ ଜୀବିକା ହରାଇ ବସିଛନ୍ତି। ଫଳରେ ସେମାନଙ୍କ ଚଳିବା ଏବେ କଷ୍ଟକର ହୋଇପଡିଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଚିତ୍ରକର,ରଙ୍ଗତୂଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?