ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ
ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ ତାଙ୍କ ମୃତଦେହକୁ ଉଦ୍ଧାର କରି ଅଭିଯୁକ୍ତ ସ୍ବାମୀ କୁନାଲ ସିଂଙ୍କ ସହ ୫ଜଣଙ୍କୁ ଅଟକ…
ପିକ୍ନିକ୍ ହେଲା କାଳ: ଜଳପ୍ରପାତରେ ଗାଧୋଇବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ
ସମ୍ବଲପୁର,୧୮।୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରାଠାରେ ଥିବା ଦେବଝରଣ ପର୍ଯ୍ୟଟନସ୍ଥଳୀକୁ ଶନିବାର ଭିସୁଟ୍ ଇଞ୍ଜିନିୟରିଂ ଛାତ୍ର ପିକ୍ନିକ୍ କରିବାକୁ ଯାଇଥିଲେ। ଜଳପ୍ରପାତରେ ଗାଧୋଉଥିବା ସମୟରେ ବୁଡ଼ିଯିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁର୍ଲା ଭିସୁଟ୍ କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ ଛାତ୍ର…
କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ, ୮ଶହ ଅଭିଭାବକ ସାମିଲ
କୁଆଁରମୁଣ୍ଡା,୧୬।୧(ଡି.ଏନ.ଏ.)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶମତେ ଗୁରୁବାର ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନ କୁମଝରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ସମାବେଶ ହୋଇଥିଲା। ୮ଶହରୁ ଅଧିକ ଅଭିଭାବକ ଯୋଗଦେଇ ବିଦ୍ୟାଳୟର ସୁନ୍ଦରବଗିଚା ବୁଲିଦେଖିବାସହ ବିଦ୍ୟାଳୟର ପରିବେଶକୁ ଦେଖି…
ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୪ ସ୍ଥାନରେ ଚାଲିଛି ତନାଘନା
ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜର ସୁରେଶ ଚନ୍ଦ୍ର ମିର୍ଞ୍ଚାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଜାରି ରହିଛି। ସମ୍ବଲପୁର ଓ ଝାରସୁଗୁଡ଼ା ଭିଜିଲାନ୍ସ ଟିମ୍ ଏହି ଚଢ଼ାଉରେ…
ଦ୍ୱିତୀୟ ସ୍ପିଲ୍ୱେ
ବୃହତ୍ ମାଟିବନ୍ଧ ହୀରାକୁଦର ସୁରକ୍ଷା ପାଇଁ ଦ୍ୱିତୀୟ ସ୍ପିଲ୍ୱେ ନିର୍ମାଣ କଥା ଉଠିଥିଲା। ୨୦୧୫ ଏପ୍ରିଲରେ ସେଣ୍ଟ୍ରାଲ ୱାଟର କମିଶନ (ସିଡବ୍ଲ୍ୟୁସି) ଓ ୱାଲ୍ଡ ବ୍ୟାଙ୍କର ଅଧିକାରୀମାନେ ଏ ସଂକ୍ରାନ୍ତରେ ଆଲୋଚନା କରିଥିଲେ। ବନ୍ୟାଜଳ ନିୟନ୍ତ୍ରଣ କରିବା ଲାଗି ଅତିରିକ୍ତ ସ୍ପିଲ୍ୱେ…
ଦେଖନହାରୀ ସାଜିଛେ ପରଶାସନ: ସୀମା ଟପୁଛେ ସାମାଜିକ ବାସଁଦ୍ର ଜାତ୍ନା
ବାମରା, ୧୫।୧ (ଡି.ଏନ୍.ଏ.)-ଝାଡ଼ଖଣ୍ଡ ସୀମଡ଼େଗା ଅଂଚଲରୁ ଆସି ଗଲା ୨୫ ବଛର ହେଲା ବାମରା ବ୍ଲକ କେସାଇବାହାଲରେ ରହୁଥିବାର ପୁସୁ ମାଝିକଁର ପରିବାର ସାମାଜିକ ବାସଁଦ୍ର ଶିକାର ହେଇଛନ୍। ଉନିଅଁା ଜାତିରେ ବିହା ହେଇଥିବାର ଘଟନାକେ ନେଇ ସମାଜର ଲୋକ୍ ପରିବାରକେ…
ବନ୍ଦ କୋଠରିରେ ମହିଳାଙ୍କ ମୃତଦେହ ଥିବା ସନ୍ଦେହ: ପୋଲିସ, ସାଇଣ୍ଟିଫିକ୍ ଟିମ୍ର ତଦନ୍ତ
ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ବାହାଲପଡ଼ାସ୍ଥିତ ଏକ ବନ୍ଦ କୋଠରିରୁ ମହିଳାଙ୍କ ମୃତଦେହ ଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଥିଲା। ଏନେଇ ପୋଲିସ ପାଖରେ ମଧ୍ୟ ଅଭିଯୋଗ ପହଞ୍ଚତ୍ଥିଲା । ଗୁରୁବାର ସକାଳେ ଧନୁପାଲି ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ…
ଏନ୍ଏଲ୍ସି କମ୍ପାନୀକୁ ବିରୋଧ, ମାଟିଖୋଳା କାର୍ଯ୍ୟ ବନ୍ଦ କଲେ ଅଞ୍ଚଳବାସୀ
ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ରେଙ୍ଗାଳି ତହସିଲ ତଲାବିରା କୋଇଡ଼ା ଖଣି ୧ ଓ ୨ ନମ୍ବର ଏନ୍ଏଲ୍ସି କମ୍ପାନୀ କୋଇଲା ଉତ୍ତୋଳନ କରିବା ନେଇ ସ୍ଥାନୀୟ ଅଞ୍ଚଳବାସୀ ଆରମ୍ଭରୁ ବିରୋଧ କରୁଥିଲେ। ଗୁରୁବାର ବଳପୂର୍ବକ ଭାବେ ପୋଲିସ ଫୋର୍ସ ମୁତୟନ କରି ମାଟି…
ସମ୍ବଲପୁରରେ ବନ୍ଦ ପାଳନ
ସମ୍ବଲପୁର, ୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି॥ ସମ୍ବଲପୁର ଜିଲାରେ ଏହି ବନ୍ଦ ପାଳନର ପଡିଛି। ଅଇଁଠାପାଲି, ଧନୁପାଲି, ଚାରଭାଟି, ଗୋଶାଳା ଛକ ପ୍ରଭୃତି ସ୍ଥାନରେ ଟ୍ରେଡ ୟୁନିୟନର କର୍ମକର୍ତ୍ତାମାନେ ପିକେଟିଂ…
ବଦଳିବ ହୀରାକୁଦ ଡ୍ୟାମ୍ର ପୁରୁଣା ଯନ୍ତ୍ରାଂଶ
ସମ୍ବଲପୁର,୮।୧(ବ୍ୟୁରୋ):ହୀରକୁଦ ଡ୍ୟାମ୍ର ସୁରକ୍ଷାକୁ ନେଇ ଏକ ବିଶେଷଜ୍ଞ ଦଳ ମଙ୍ଗଳବାର ପରିଦର୍ଶନ କରିଛନ୍ତି। ସେମାନେ ଅତିରିକ୍ତ ସ୍ପିଲୱେ, ଗେଟ୍, ନଦୀବନ୍ଧ ମରାମତି କାମ, ଗେଟ୍ ମରାମତି କାମ ତଦାରଖ କରିବା ସହ ବନ୍ଧର ସୁରକ୍ଷା ନେଇ ଆଲୋଚନା କରିଛନ୍ତି। ଡ୍ୟାମରେ ପୁରୁଣା…
ଆହାର କେନ୍ଦ୍ର ପରିଦର୍ଶନ, ଖାଦ୍ୟର ମାନ ଯାଞ୍ଚ କଲେ ସମ୍ବଲପୁର ଆର୍ଡିସି
ସମ୍ବଲପୁର, ୭।୧(ବ୍ୟୁରୋ): ସମ୍ବଲପୁର ଜିଲା ଉତ୍ତରାଞ୍ଚଳ ଆର୍ଡିସି ନିରଞ୍ଜନ ସାହୁ କାର୍ଯ୍ୟରେ ଯୋଗଦାନର ଦ୍ୱିତୀୟ ଦିନରେ ମଙ୍ଗଳବାର ସମ୍ବଲପୁର ସହରରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ପ୍ରଥମେ ଲକ୍ଷ୍ମୀ ଟକିଜ୍ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ପରେ ଜିଲା…
ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍ ସାମିଲ
ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ, ଓୟୁଏଟିର ବିଶେଷଜ୍ଞ, ପକ୍ଷୀ ଗଣନାର ସ୍ବତନ୍ତ୍ର ସ୍କ୍ବାଡ୍ ସାମିଲ ହୋଇଛନ୍ତି । ମୋଟ୍…
Archives


