ହୀରାକୁଦ ଡ୍ୟାମ୍:୨୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର, ୧୧-୯ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମରୁ ମଙ୍ଗଳବାର ୨୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ପ୍ରତି ସେକେଣ୍ଡରେ ୩ଲକ୍ଷ ୪୧ ହଜାର ୮୭୬ କ୍ୟୁସେକ ପାଣି ଡ୍ୟାମରୁ ନିଷ୍କାସନ…
ସମ୍ବଲପୁରରେ ଏନ୍କାଉଣ୍ଟର୍: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ
ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ ଜିଲା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଜଣେ ପୋଲିସ…
ହୀରାକୁଦ ଡ୍ୟାମ୍ରୁ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ
ସମ୍ବଲପୁର,୭ା୯(ବ୍ୟୁରୋ): ହୀରାକୁଦ ଡ୍ୟାମ୍ରୁ ଶନିବାର ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ମିଳିଥିବା ରିପୋର୍ଟ ଅନୁସାରେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରତି ସେକେଣ୍ଡରେ ୧ଲକ୍ଷ ୧୭ ହଜାର ୭୬୨ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ସେହିପରି ପ୍ରତି…
ଅଧ୍ୟାପକଙ୍କୁ ହତ୍ୟା ଅଭିଯୋଗ: ପୋଲିସର ତଦନ୍ତ ଆରମ୍ଭ
ସମ୍ବଲପୁର,୬।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ମୁରା କଲେଜ ଅଧ୍ୟାପକ ହୃଦାନନ୍ଦ ପ୍ରଧାନଙ୍କୁ ହତ୍ୟା କରାଯାଇଥିବା ଶୁକ୍ରବାର ପରିବାର ଲୋକେ ଅଭିଯୋଗ କରିଛନ୍ତି। କଲେଜ ନିକଟରେ ଏକ ଭଡ଼ା ଘରୁ ହୃଦାନନ୍ଦଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଉଦ୍ଧାର କରିଛି।…
ପାଣିରେ ବୁଡ଼ି ଚାଷୀଙ୍କ ଜୀବନ ଗଲା
ସମ୍ବଲପୁର,୫।୯(ବ୍ୟୁରୋ) : ସମ୍ବଲପୁର ଜିଲା ମହୁଲପାଲି ଥାନା ଗଡ଼ମୁଣ୍ଡା ନିକଟ ଏକ ନାଳରୁ ଲଇକେରା ଥାନା ନାକଡିହି ଗ୍ରାମର ଚାଷୀ ମନୋଜ ଓରାମ(୪୫)ଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରିବାର ବର୍ଗ ଏବଂ ଗ୍ରାମବାସୀ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ମୃତ…
ହୀରାକୁଦ ଡ୍ୟାମ୍: ୧୦ ଗେଟ୍ରେ ଜଳ ନିଷ୍କାସନ
ସମ୍ବଲପୁର,୫।୯(ବ୍ୟୁରୋ) : ହୀରାକୁଦ ଡ୍ୟାମରୁ ଗୁରୁବାର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ବୁଧବାର ଦୁଇଟି ଗେଟ୍ ଖୋଲା ଥିଲା। ଗୁରୁବାର ସକାଳୁ ସା ମଧ୍ୟରେ ପର୍ଯ୍ୟାୟକ୍ରମେ ଆଉ ୮ଟି ଗେଟ୍ ଖୋଲାଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ…
ଖୋଲିଲା ହୀରାକୁଦ ଡ୍ୟାମ୍ର ୨ ଗେଟ୍
ଭୁବନେଶ୍ୱର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍ର ୨ଟି ଗେଟ୍ ବୁଧବାର ଖୋଲିଛି । ତେବେ ପୂର୍ବରୁ ସବୁ ଗେଟ୍ ବନ୍ଦ ଥିବା ବେଳେ ଏବେ ୨ ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଡ୍ୟାମ୍ର ଜଳସ୍ତର ୬୨୫.୧୫…
କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ: ଟଙ୍କା ପୈଠ ନ କରିବାରୁ ମୃତଦେହ ଛାଡ଼ିଲାନି ମେଡିକାଲ
ସମ୍ବଲପୁର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାର, ଫସଲ ନଷ୍ଟ ଯୋଗୁ କୀଟନାଶକ ପିଇ ଜଣେ ଚାଷୀଙ୍କ ବୁଧବାର ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଚାଷୀ…
ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର
ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍ବ୍ୟତୀତ ପଶ୍ଚିମ ଓଡ଼ିଶା…
କୁଖ୍ୟାତ ଅପରାଧୀ ମୁସିମ ଏନ୍କାଉଣ୍ଟରରେ ଆହତ
ସମ୍ବଲପୁର ଅଫିସ୍,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି। ମୁସିମ୍ଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାର ସୂଚନା ମିଳିଛି। ସୂଚନା ଅନୁସାରେ, ସିଟି…
ସ୍ବେଚ୍ଛାସେବୀ, ଗଁ। ର ଲୋକ୍ ମିଶି ତିଆର କଲେ ରାସ୍ତା: ଅଭିଶାପ ପାଲଟିଛେ ଗଁବାସୀକର ଜୀବନ୍
ରେଙ୍ଗାଲି, ୨୭।୮ (ଡି.ଏନ୍.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଖିଣ୍ଡା ପଁଚେତ୍ ଅଧୀନ ବୁଧିଆପାଲି ଗଁାର ସ୍କୁଲକେ ସଂଯୋଗ କରୁଥିବାର ରାସ୍ତାକେ ମାତୃଭୂମୀ ସ୍ବେଚ୍ଛାସେବୀ ସଂଗଠନ ତିଆର କରିଛେ। ରେଙ୍ଗାଲି ବ୍ଲକ ତଲାବିରା ୨ ଆର ୩ କୁଇଲା ଖଣି କୁଡ଼ବାର…
୩ରେ ଗଣପର୍ବ ନୂଆଁଖାଇ: ଧାର୍ଯ୍ୟ ହେଲା ଲଗ୍ନ, ଇଷ୍ଟଦେବୀ ସମଲେଇଙ୍କୁ ଲଗ୍ନପତ୍ର ଅର୍ପଣ
ସମ୍ବଲପୁର, ୨୫।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଇଷ୍ଟଦେବୀ ସମଲେଇଙ୍କଠାରେ ନୂଆଁଖାଇ ପାଳିତ ହେବ। ସେଦିନ ପୂର୍ବାହ୍ନ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ…
Archives


