ଭିସୁଟ୍ରେ ର଼୍ୟାଗିଂ
ସମ୍ବଲପୁର,୨୩ା୮(ବ୍ୟୁରୋ):ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ରେ ର଼୍ୟାଗିଂ ଭିଡିଓ ଭାଇରାଲ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନଙ୍କୁ ସିନିୟର ଛାତ୍ରମାନେ ର଼୍ୟାଗିଂ କରୁଥିବା ଏହି ଭିଡିଓରୁ ଜଣାପଡିଛି। ଏହାକୁ ନେଇ କୁଳପତି ଅଟଳ ଚୌଧୁରୀ ଗୁରୁବାର ସନ୍ଧ୍ୟାରେ କଲେଜ…
ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩ ଫେରାର୍
ଜମନକିରା, ୨୧।୮(ଡି.ଏନ୍.ଏ.) : ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ ଷଣ୍ଢପଥର ବାବେଜୋର ପୋଲ ନିକଟରେ ଏକ ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩ ଜଣ ଫେରାର ହୋଇଯାଇଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ମଙ୍ଗଳବାର…
ରାସ୍ତା ମରାମତି ଦାବିରେ ଜମନକିରା ୫୩ ନମ୍ବର ରାଜ୍ୟ ରାଜପଥ ଅବରୋଧ
ଜମନକିରା, ୨୧।୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ଗୌଡ଼ପାଲିଠାରୁ ଦେବଗଡ଼ ପର୍ଯ୍ୟନ୍ତ ୫୩ ନମ୍ବର ରାଜ୍ୟ ରାଜପଥର ପ୍ରାୟ ୯୦ କିଲୋମିଟର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ସଙ୍କଟାପର୍ଣ୍ଣ ରହିଛି। ରାସ୍ତା ମରାମତି ନେଇ ଅଞ୍ଚଳବାସୀ ବାରମ୍ବାର ଦାବି କରି ଆସୁଥିଲେ ହେଁ ବିଭାଗ ଏବଂ…
ଶକ୍ତିମନ୍ତ୍ରୀଙ୍କ ଘୋଷଣାକୁ ବିରୋଧ:ସ୍ମାର୍ଟ ସିଟିରେ ପ୍ରଥମେ ଲାଗୁ ସ୍ମାର୍ଟ ମିଟର
ସମ୍ବଲପୁର,୨୧।୮(ବ୍ୟୁରୋ): ଏଣିକି ବିଦ୍ୟୁତ୍ ଚୋରି ରୋକିବା ପାଇଁ ରାଜ୍ୟରେ ସ୍ମାର୍ଟ ପ୍ରିପେଡ୍ ମିଟର ଲଗାଯିବ। ପଶ୍ଚିମ ଓଡ଼ିଶାର ସମ୍ବଲପୁର ଓ ରାଉରକେଲାରୁ ଏହା ଆରମ୍ଭ କରାଯିବ। ସୋମବାର ଶକ୍ତିମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଏହି ଘୋଷଣା କରିଥିଲେ। ତେବେ ମନ୍ତ୍ରୀଙ୍କ ଏହି…
୨ ଟ୍ରକ୍ ମୁହାଁମୁହିଁ: ୧ ମୃତ, ୪ ଆହତ
ସମ୍ବଲପୁର, ୧୯।୮(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ୨ଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଆହତ…
ହୀରାକୁଦ ଡ୍ୟାମ୍ରେ ଖୋଲିଲା ଆଉ ଦୁଇଟି ଗେଟ୍
ସମ୍ବଲପୁର,୧୮।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍ରୁ ଶନିବାର ୫ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ରବିବାର ସକାଳେ ପୁଣି ଦୁଇଟି ଗେଟ ଖୋଲାଯାଇଛି। ମୋଟ ୭ଟି ଗେଟ୍ରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୭ ହଜାର ୪୮୧ କ୍ୟୁସେକ୍ ଜଳ ନିଷ୍କାସନ…
ହୀରାକୁଦର ୫ଟି ଗେଟ୍ ବନ୍ଦ
ସମ୍ବଲପୁର, ୧୭।୮(ବ୍ୟୁରୋ): ସବୁ ନଦୀରେ ଜଳସ୍ତର କମିଛି। ବିଭିନ୍ନ ଅଞ୍ଚଳରୁ ପାଣି ଛାଡ଼ିଯାଇଛି। ଏ ନେଇ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଶନିବାର ସୂଚନା ଦେଇଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, ହୀରାକୁଦର ୧୦ରୁ ୫ଟି ଗେଟ ବନ୍ଦ…
ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ୧୦ଟି ଗେଟ୍
ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ୧୦ଟି ଗେଟ୍ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗୁରୁବାର ପ୍ରଥମେ ଡ୍ୟାମ୍ର ୨ଟି ଗେଟ୍ ଖୋଲାଯାଇଥିବା ବେଳେ ପରେ ପର୍ଯ୍ୟାୟ କ୍ରମେ…
ବିଭିନ୍ନ ସମସ୍ୟା ନେଇ କୁଚିଣ୍ଡା ବିଧାୟକଙ୍କୁ ଦାବିପତ୍ର
ଜମନକିରା,୧୬।୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ଯୁବ ସଚେତନ ନାଗରିକ ସଂଘର କର୍ମକର୍ତ୍ତା ବିଭିନ୍ନ ସମସ୍ୟା ନେଇ ଗୁରୁବାର କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାୟକଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍ଥାନୀୟ ସାପ୍ତାହିକୀ ବଜାରରେ ପାନୀୟଜଳ ବ୍ୟବସ୍ଥା, ଗୋଟିଲ…
ହୀରାକୁଦର ୨୦ଟି ଗେଟ୍ ଖୋଲିଲା
ସମ୍ବଲପୁର, ୧୫।୮(ବ୍ୟୁରୋ.): ହୀରାକୁଦ ଜଳଭଣ୍ଡାରରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୦ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବାରୁ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଡ୍ୟାମ୍ର ଜଳସ୍ତର ୬୨୧.୮୫ ଫୁଟ ରହିଥିବା ଜଳସମ୍ପଦ ବିଭାଗ…
ହାରାକୁଦର ୧୬ଟି ଗେଟ୍ ଖୋଲିଲା
ସମ୍ବଲପୁର, ୧୫।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଗୁରୁବାର ଖୋଲାଯାଇଛି। ୨ଟା ସୁଦ୍ଧା ୧୬ଟି ଗେଟ ଦେଇ ୨ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟା ଜଳ ନିଷ୍କାସନ କରାଯାଇଛି। ଗେଟ୍ ଖୋଲା ଯିବାପରେ ତଳମୁଣ୍ଡରେ କୌଣସି ବନ୍ୟା ପରିସ୍ଥିତି ଉପୁଜିବ…
୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍
ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…
Archives


