ତୃତୀୟ ଥର ପାଇଁ ବାହାରିବ ବିଜ୍ଞାପନ; ଖୁବ୍ଶୀଘ୍ର ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର/ ସମ୍ବଲପୁର,୨୨।୯(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ବୁର୍ଲା ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ଏ ନେଇ ତୃତୀୟଥର ପାଇଁ ବିଜ୍ଞାପନ ବାହାରିବ। ରବିବାର ନିଯୁକ୍ତି ପ୍ରକ୍ରିୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ…
ଜମନକିରାରେ ସ୍ବଚ୍ଛ ଭାରତ ଅଭିଯାନ: ଝାଡ଼ୁ ଧରିଲେ ପୂର୍ବତନ ବିଧାୟକ ରବିନାରାୟଣ
ଜମନକିରା,୨୧।୯(ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ସଦର ମହକୁମାରେ ଶନିବାର ବ୍ଲକ୍ ଭାଜପା ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ନେଇ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜମନକିରା ବ୍ଲକ୍ ମଣ୍ଡଳସ୍ତରୀୟ ସଭାପତି ବୀରେନ୍ଦ୍ର ଚୌଧରୀଙ୍କ ନେତୃତ୍ୱରେ ଭାଜପା ପକ୍ଷରୁ…
ପଶ୍ଚିମ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: ୩ ଦିନ ସରକାରୀ କଳ ବନ୍ଦ କରିବାକୁ ନିଷ୍ପତ୍ତି
ସମ୍ବଲପୁର,୨୦-୯ (ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ବଲପୁର ଜିଲା ଓକିଲ ସଂଘ ପକ୍ଷରୁ ଗୁରୁବାର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ସଭାପତି ପ୍ରଦୀପ ବହିଦାର ବୈଠକରେ ଅଧ୍ୟକ୍ଷତା କରିଥିଲେ। ସ୍ଥାୟୀ…
ପିଏଲ୍ଏଫ୍ଆଇ ଏରିଆ କମ୍ପାଣ୍ଡର ଗିରଫ
ରାଉରକେଲା ଅଫିସ,୨୦-୯:ରାଉରକେଲା ପୋଲିସ ସୀମାନ୍ତରେ ଆତଙ୍କ ଚଳାଇଥିବା ଆଉ ଜଣେ ପିଏଲ୍ଏଫ୍ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍ ଇଣ୍ଡିଆ) ଏରିଆ କମାଣ୍ଡରଙ୍କୁ ଗିରଫ କରିଛି। ତାଙ୍କ ନଁା ସୁଦାମ ସିଂ(୩୪)। ତାଙ୍କ ନିକଟରୁ ଏକ ଦେଶୀ ପିସ୍ତଲ ସହ ଗୁଳି ଜବତ…
ଛାତ୍ର ର଼୍ୟାଗିଂ ଘଟଣା: ସିଡବ୍ଲୁସିଙ୍କୁ ଭେଟିଲେ ପରିବାରବର୍ଗ; ଅଧ୍ୟକ୍ଷଙ୍କୁ ଗିରଫ ନ କଲେ ରାସ୍ତାରୋକୋ ଚେତାବନୀ
ସମ୍ବଲପୁର,୧୮।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରଧିଆପାଲି ବୈଦିକ ଇଣ୍ଟରନ୍ୟାଶନାଲ ସ୍କୁଲରେ ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ମଙ୍ଗଳବାର ଶାସନ ଥାନାରେ ଅଭିଯୋଗ ହୋଇଥିଲ। ଥାନାରେ ଏକ ମାମଲା ରୁଜୁକରି ଅତିରିକ୍ତ ଏସ୍ପି ପି.କେ. ମହାପାତ୍ର ତଦନ୍ତ ଜାରି ରଖିଥିବା…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସଫେଇ କାର୍ଯ୍ୟକ୍ରମ: ସମଲେଇ ମନ୍ଦିରରେ ଝାଡ଼ୁମାରିଲେ କେନ୍ଦ୍ର ମନ୍ତ୍ରୀ
ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ମଙ୍ଗଳବାର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ପ୍ରଥମେ ସମଲେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପରେ ସେ ମନ୍ଦିର…
ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କୁ ର଼୍ୟାଗିଂ ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ
ସମ୍ବଲପୁର,୧୭।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରଧିଆପାଲି ବୈଦିକ ଇଣ୍ଟର ନ୍ୟାଶନାଲ ସ୍କୁଲରେ ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ମଙ୍ଗଳବାର ଶାସନ ଥାନାରେ ଅଭିଯୋଗ ହୋଇଛି। କଲେଜର ୪ଜଣ ଛାତ୍ର ଛାତ୍ର ଅଭିଶେକ ମିଶ୍ରଙ୍କୁ ମାରପିଟ୍ କରିଛନ୍ତି। ସେମାନେ ଅଭିଶେକଙ୍କ…
ସମ୍ବଲପୁର ରେଳ ଡିଭିଜନ ଦେଶରେ ପ୍ରଥମ
ସମ୍ବଲପୁର,୧୭-୯(ବ୍ୟୁରୋ):ରେଳ ବୋର୍ଡ ୫୮ଟି ଦିଗକୁ ଆଧାର କରି ବିଭିନ୍ନ ରେଳ ମଣ୍ଡଳକୁ ମାର୍କ ଦେଇଛି। ଏଥିରେ ସମ୍ବଲପୁର ରେଳମଣ୍ଡଳ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ବିଭିନ୍ନ ଦିଗରେ କାର୍ଯ୍ୟ ଦକ୍ଷତାକୁ ନେଇ ରେଳ ବୋର୍ଡ ଏହି ଚୟନ କରିଛି। ଅଗଷ୍ଟ…
ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା
ଖପ୍ରାଖୋଲ,୧୭-୯ (ଡି.ଏନ.ଏ.):ମଧ୍ୟଯୁଗୀୟ ଅନ୍ଧବିଶ୍ୱାସ, ଗୁଣିଗାରେଡି ସନ୍ଦେହ କିଭଳି ଭୟାନକ ରୂପ ନେଇପାରେ ସେଭଳି ଏକ ବୀଭତ୍ସ ଘଟଣା ଘଟିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ା ସୋମବାର ସକାଳୁ ଏହି ଗଁା ନିକଟ…
ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ
ଫୁଲବାଣୀ ଅଫିସ, ୧୭-୯:ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ରେଡ ଫ୍ଲାଗ ତାଲିକାଭୁକ୍ତ ଏହି ମାମଲାର ବିଚାର କରି ଫୁଲବାଣୀ ଅତିରିକ୍ତ ଦୌରାଜଜ୍ ତଥା ପୋକ୍ସୋ କୋର୍ଟ ବିଚାରପତି ସମର ବିଳାସ ବେହେରା ଅଭିଯୁକ୍ତଙ୍କୁ ୧୦ ବର୍ଷ…
ମଧ୍ୟାହ୍ନ ଭୋଜନ ଖାଇ ୨୨ ଛାତ୍ରୀଛାତ୍ର ଅସୁସ୍ଥ
ସମ୍ବଲପୁର/କୁଚିଣ୍ଡା,୧୬।୯ (ବ୍ୟୁରୋ/ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ବ୍ଲକ ଜରାବଗା ଗ୍ରାମ ପଞ୍ଚାୟତ ଚାଲଟିକ୍ରା ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ୨୨ ଜଣ ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇପଡିଥିଲେ । ସେମାନଙ୍କୁ କୁଚିଣ୍ଡା ଡାକ୍ତରଖାନାକୁ ନିଆଯାଇଥିଲା…
ରାଜ୍ୟରେ ପ୍ରଥମ:ପେପରଲେସ୍ ଅଭିଯୋଗ ଶୁଣାଣି
ସମ୍ବଲପୁର,୧୬।୯(ବ୍ୟୁରୋ): ସାଧାରଣ ଲୋକଙ୍କୁ ଅଭିଯୋଗ କରିବା ପାଇଁ ଆଉ ଜିଲାପାଳ ଅଫିସ, ବ୍ଲକ ଅଫିସ କିମ୍ବା ଅନ୍ୟାନ୍ୟ ଅଫିସକୁ ଯିବାକୁ ପଡିବ ନାହିଁ। ଏଣିକି ସେମାନେ ଅନ୍ଲାଇନ ମାଧ୍ୟମରେ ବ୍ୟକ୍ତିଗତ ହେଉ କିମ୍ବା ସାମୂହିକ ଅଭିଯୋଗ କରିପାରିବେ। ସୋମବାର ସମ୍ବଲପୁର ଜିଲାପାଳ…
Archives


