କରୋନା ପାଇଁ ପଡ଼ିପାରୁନି ହାତଗଣ୍ଠି
ସମ୍ବଲପୁର, ୨୫। ୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ସମଗ୍ର ଦେଶବାସୀ ଭୟଭିତ। ଏହାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏପରିକି ଲକ୍ ଡାଉନ ଓ ଜନତା କର୍ଫ୍ୟୁ ଭଳି ପଦକ୍ଷେପ ନିଆଯାଇଛି…
ହାଇଓ୍ବା,ବସ୍ ମୁହାଁମୁହିଁ: ୧୭ଗୁରୁତର, ୩୨ଆହତ, ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତା ଅବରୋଧ
ଜମନକିରା,୨୦।୩: ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ- କୁଚିଣ୍ଡା ରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟି ୧୭ ଗୁରୁତର ଥିବା ବେଳେ ୩୨ ଆହତ ହୋଇଛନ୍ତି। ଏକ ଘରୋଇ ବସ୍ ସହ ହାଇୱା ମୁହାଁମୁହିଁ ଧକ୍କାହେବା ଫଳରେ ବସ୍ରେ ଥିବା ୪୯ ଯାତ୍ରୀଙ୍କ…
ହକି ଟର୍ଫ
ରାଜ୍ୟ ସରକାର ହକି ଖେଳାଳିମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଗ୍ରାମାଞ୍ଚଳରେ ମିନି ଷ୍ଟାଡିୟମ ଓ ଖେଳ ପଡିଆ ଉନ୍ନତୀକରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଜିଲାରେ ଏକ ମିନି ଷ୍ଟାଡିୟମ ନିର୍ମାଣ କରାଯାଇ ସେଠାରେ ହକି…
କର୍ମ ହିଁ ଭଗବାନ: ପରମାନକରି ଦେଖାଲେ ଡାକ୍ତର
ସମ୍ବଲପୁର,୧୯।୩ (ଡି.ଏନ୍.ଏ.)- କରୋନାର ମୁକାବିଲା, ସଚେତନତା ଆର ଚିକିଛା ଲାଗି ସୁଆସ୍ତିଅ ବିଭାଗର ମୁଖିଆ ଦାଇତିଅ ରହିଛେ। ଡାକ୍ତର, ନର୍ସ ଆର କରମ୍ଚାରୀମାନେ ନିଜର ଜୀବନ୍କେ ପାଏନ୍ଛଡ଼େଇ ଲୁକ୍କର ସେବାର ଲାଗି ଆଗ୍ଧାଡ଼ିରେ ଠିଆ ହେଇଛନ୍। ଏନ୍ତା ଘଡ଼ିସଁଧି ସମିଆରେ ବାପାର…
ପେଟ୍କେ ଯାଉଛେ ନଲିଆର ପାଏନ୍
ବାମରା, ୧୯।୩ (ଡି.ଏନ୍.ଏ.)- ସମ୍ବଲପୁର ଜିଲା ବାମରା ସଦର ମହକୁମା ଗୋବିନ୍ଦପୁର ପଁଚେତ୍ରେ ଚଲତି ବଛର ଖରାଦିନ୍ ମୂଲ ନାଇଁ ହେଉନୁ ପିଇଲା ପାଏନ୍ ସମସିଆ ଦେଖାଦେଇଛେ। ଗଲା ବଛ୍ରେ ହେଲା ବାମରାର ପାଖାପାଖି ସବୁ ନଲ୍ଚୁଅଁା ଅଚଲ ହେଇ ପଡ଼ିଛେ।…
ସମଲେଇ ମନ୍ଦିରରେ ଗମ୍ଭୀରା ଦର୍ଶନ ବନ୍ଦ
ସମ୍ବଲପୁର,୧୭।୩ (ବ୍ୟୁରୋ) ସମ୍ବଲପୁର ସମଲେଇ ମନ୍ଦିରର ଗମ୍ଭୀରା ଦର୍ଶନ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରି ଦିଆଯାଇଛି। ତେବେ ଶ୍ରଦ୍ଧାଳୁମାନେ ଗମ୍ଭୀରା ବାହାରେ ରହି ମା’ଙ୍କ ଦର୍ଶନ କରିପାରିବେ। କରୋନା ମୁକାବିଲା ପାଇଁ ସୋମବାର ସକାଳେ ମନ୍ଦିର ଟ୍ରଷ୍ଟ ବୈଠକ…
ପାରିବାରିକ କଳହ: ୩ ସଦସ୍ୟ ପିଇଲେ ବିଷ, ମାଆ ମୃତ, ବାପ-ପୁଅ ଗୁରୁତର
ସମ୍ବଲପୁର,୧୫।୩(ବ୍ୟୁରୋ): ସମ୍ବଲପୁର ଜିଲା କତରବାଗା ଥାନା ରୁଖିଡିିହ ଗ୍ରାମରେ ପାରିପାରିକ କଳହରୁ ଏକ ଅଭାବନୀୟ ଘଟଣା ଘଟିଛି। ଏକସାଙ୍ଗରେ ପରିବାରର ୩ ସଦସ୍ୟ ବିଷପାନ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମା’ ବୈଦେହୀ ମହାନନ୍ଦିଆଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ସୁବେକ ଓ…
ବିଷାକ୍ତ ଛତୁ ଖାଇ ସ୍ବାମୀଙ୍କ ଜୀବନଗଲା, ସ୍ତ୍ରୀଙ୍କ ସମେତ ୩ ଗୁରୁତର
ସମ୍ବଲପୁର,୧୫।୩(ବ୍ୟୁରୋ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କେଲୋବଲମ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶନିବାର ଛତୁ ତରକାରୀ ଖାଇ ରମେଶ ଲୁଗୁନ୍ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଅଞ୍ଜଳି ଗୁରୁତର ହୋଇଛନ୍ତି। ସେ ବୁର୍ଲା ଭୀମସାରରେ ଚିକିତ୍ସାଧୀନ ଅଛନ୍ତି।…
ଅନିଶ୍ଚିତତା ମଧ୍ୟରେ ସମ୍ବଲପୁରରେ କମିଶନରେଟ୍ ପୋଲିସ ବ୍ୟବସ୍ଥା
ସମ୍ବଲପୁର,୧୫।୩(ବ୍ୟୁରୋ)-୨୦୧୪ରେ ସମ୍ବଲପୁରକୁ ମହାନଗର ନିଗମ ଭାବେ ଘୋଷଣା କରାଯାଇଥିଲା । ଇତିମଧ୍ୟରେ ୬ ବର୍ଷ ବିତିଛି। ହେଲେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ କମିଶନରେଟ ପୋଲିସ ବ୍ୟବସ୍ଥା ଲାଗୁ କରାଯାଇପାରିନାହିଁ । କେବେ ଏହି ପୋଲିସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ ସେ…
ବିଭିନ୍ନ ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘର ରାସ୍ତାରୋକୋ
ସମ୍ବଲପୁର, ୧୧।୩ (ବ୍ୟୁରୋ): ବିଭିନ୍ନ ଦାବିନେଇ ଓଡିଶା ରାଜ୍ୟ କେନ୍ଦୁପତ୍ର ସଂଘ ଡାକରାରେ ସମ୍ବଲପୁର କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ୫ଟି ସ୍ଥାନରେ ବୁଧବାର ରାସ୍ତାରୋକୋ ହୋଇଛି । ଜିଲାର ଜାତୀୟ ରାଜପଥ ଅଇଁଠାପାଲି ଛକ, ରେଢ଼ାଖୋଲ, ଯୁଯୁମୁରା, ଉଲୁଣ୍ଡା, ଭଟଲି…
ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି
ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ ବେହେରା। ଚିକିତ୍ସା ଲାଗି ତାଙ୍କୁ ବୁର୍ଲା ଭିମସାର ଅର୍ଥୋପେଡିକରେ ଭର୍ତ୍ତି କରାଯାଇଛି। ଘଟଣାକୁ ଚପାଇଦେବାକୁ…
କଲେଜ ପାଚେରି କାର୍ଯ୍ୟ ନିମ୍ନମାନର ଅଭିଯୋଗ: କାମ ବନ୍ଦକଲେ ସଚେତନ ନାଗରିକ
ଜମନକିରା,୮।୩(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ସଦର ମହକୁମା ଯୁକ୍ତ ୩ ମହାବିଦ୍ୟାଳୟରେ ନିର୍ମାଣାଧୀନ ପାଚେରି କାମ ନିମ୍ନମାନର ଅଭିଯୋଗ କରି ଜମନକିରା ସଚେତନ ନାଗରିକ ପକ୍ଷରୁ କାମ ବନ୍ଦ କରିଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ଯୁକ୍ତ ୩ ମହାବିଦ୍ୟାଳୟରେ ନୂତନ ଭାବେ…

